Posted inଖେଳ

ପଡିଆରେ ଭାଙ୍ଗ୍‌ଡା ନାଚିଲେ କୋହଲି: ଜାଣନ୍ତୁ କାହିଁକି

ସାଉଥମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍‌ର ଫାଇନାଲରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଟିମ ଇଣ୍ଡିଆ ଉପରେ କେନ ୱିଲିୟମସନଙ୍କ ନ୍ୟୁଜିଲାଣ୍ଡ ଦଳ ଭାରୀ ପଡିଛି। କିୱି ବୋଲରମାନେ ଭାରତର ପ୍ରଥମ ଇନିଂସକୁ ୨୧୭ ରନ୍‌ରେ ଅଲଆଉଟ୍‌ ହୋଇଥିଲେ। ଅଜିଙ୍କେ ରାହାନେ ଭାରତ ପାଇଁ ୪୯ ରନ ସଂଗ୍ରହ କରିଥିଲେ। କୋହଲି ୪୪ ରନ ଏବଂ ରୋହିତ ଶର୍ମା ୩୪ରନ ସ୍କୋର କରିଥିଲେ। ୩୧ ରନ ପାଇଁ କାଇଲ ଜାମିସନ ପାଞ୍ଚଟି ଉଇକେଟ ନେଇଥିଲେ। ଏହା ପରେ ଟମ ଲାଥାମ ଏବଂ ଡିଭନ କନୱେ କିୱି ଦଳକୁ ବ୍ୟାଟିଂ କରିବାକୁ ଆସିଥିଲେ। ଉଭୟଙ୍କ ମଧ୍ୟରେ ୭୦ ରନର ଭାଗିଦାରୀ ହୋଇଥିଲା। ଲାଥମ ୩୦ ସ୍କୋର କରି ଆଉଟ୍‌ ହୋଇଥିବାବେଳେ କନୱେ ୫୪ ରନ ସ୍କୋର କରିଥିଲେ। କିୱି ଅଧିନାୟକ କେନ ୱିଲିୟମସନ ୧୨ ରନ ଏବଂ ଟେଲର ୦ ସ୍କୋର କରି କ୍ରିଜରେ ରହିଛନ୍ତି। ତୃତୀୟ ଦିନରେ ଇଶାନ୍ତ ଏବଂ ଅଶ୍ୱିନ ପ୍ରତ୍ୟେକଙ୍କୁ ଗୋଟିଏ ସଫଳତା ପାଇଥିଲେ। ବିରାଟ କୋହଲି ଟିମ ଇଣ୍ଡିଆକୁ ପୁରା ସମୟ ଉତ୍ସାହିତ କରୁଥିବା ଦେଖିବାକୁ ମିଳିଥିଲା।
ଦଳ ଉପରେ ସମସ୍ତ ପ୍ରକାର ଚାପ କମାଇବା ପାଇଁ ସେ ମ୍ୟାଚ ସମୟରେ ଭାଙ୍ଗଡା ନୃତ୍ୟ କରୁଥିବା ଦେଖିବାକୁ ମିଳିଥିଲା। କିୱି ବ୍ୟାଟ୍ସମ୍ୟାନ୍‌ମାନେ ବଡ଼ ସଟ ମାରିବା ବେଳେ ଭାରତୀୟ ବୋଲରମାନେ ରନ୍‌ ବଞ୍ଚାଇବା ପାଇଁ ସଂଘର୍ଷ କରୁଥିଲେ। ସେହି ସମୟରେ ଭାରତୀୟ ବୋଲରମାନଙ୍କୁ ଉତ୍ସାହିତ କରିବା ପାଇଁ କୋହଲି ଫିଲ୍ଡିଂ ସମୟରେ ସ୍ଲିପ୍‌ରେ ଭାଙ୍ଗଡା ନୃତ୍ୟ କରୁଥିବା ଦେଖାଯାଇଥିଲା। ଅଧିନାୟକ ନାଚୁଥିବାର ଦେଖି ପ୍ରଶଂସକମାନେ ପୁଣି ଉତ୍ସାହିତ ହୋଇଥିଲେ ଏବଂ ସେମାନେ ମଧ୍ୟ ଦଳର ଉତ୍ସାହ ବଢ଼ାଇବାକୁ ଲାଗିଲେ।

https://twitter.com/allaboutcric_/status/1406620911369740291


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri