Posted inଖେଳ

ଗାଙ୍ଗୁଲିଙ୍କ କଥାରେ ଏକମତ ନୁହଁନ୍ତି କୋହଲି

ମୁମ୍ବାଇ,୧୫।୧୨: “ଦକ୍ଷିଣ ଆଫ୍ରିକା ବିପକ୍ଷ ଟେଷ୍ଟ ସିରିଜ୍‌ ଲାଗି ଦଳ ଘୋଷଣା କରାଯିବାର ଦେଢ଼ ଘଣ୍ଟା ପୂର୍ବରୁ ମୋତେ ଚୟନକର୍ତ୍ତା ଜଣାଇଥିଲେ, ତୁମେ ଆଉ ଦିନିକିଆ ଦଳର ଅଧିନାୟକ ହେବ ନାହିଁ। ଏଥିପୂର୍ବରୁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ପକ୍ଷରୁ କେହି ଏ ସମ୍ପର୍କରେ ଆଲୋଚନା କରି ନ ଥିଲେ” ଏଭଳି କହିଛନ୍ତି ଭାରତୀୟ ଟେଷ୍ଟ ଦଳର ଅଧିନାୟକ ବିରାଟ କୋହଲି। ଫଳରେ ବିସିସିଆଇ ମୁଖ୍ୟ ସୌରଭ ଗାଙ୍ଗୁଲିଙ୍କ ସହ ପୂର୍ବତନ ଟି୨୦ ଅଧିନାୟକ ଏକମତ ନ ଥିବା ସ୍ପଷ୍ଟ ହୋଇଛି।

କିନ୍ତୁ ରୋହିତ ଶର୍ମାଙ୍କୁ ଟିମ୍‌ ଇଣ୍ଡିଆର ଦିନିକିଆ ଦଳର ଅଧିନାୟକ କରାଯିବା ପରେ କିଛି ଅଲଗା କହିଥିଲେ ବିସିସିଆଇ ମୁଖ୍ୟ ସୌରଭ ଗାଙ୍ଗୁଲି।“ ରୋହିତଙ୍କୁ ଟି୨୦ ଭଳି ଦିନିକିଆ ଦଳର ଅଧିନାୟକ ଭାର ଦେବା ପୂର୍ବରୁ ମୁଁ ବ୍ୟକ୍ତିଗତ ଭାବେ କୋହଲିଙ୍କ ସହ କଥା ହୋଇଥିଲି। ଚୟନ କମିଟି ମୁଖ୍ୟ ମଧ୍ୟ ତାଙ୍କ ସହ କଥା ହୋଇଥିଲେ” ବୋଲି ପୂର୍ବତନ ଅଧିନାୟକ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମହମ୍ମଦ ଶାମିଙ୍କୁ ନେଇ ଆସିଲା ବଡ଼ ଖବର, ଚୟନକର୍ତ୍ତାଙ୍କ ନଜର ଦୁଲୀପ ଟ୍ରଫି ଫାଇନାଲ ଉପରେ

ନୂଆଦିଲ୍ଲୀ,୬।୯: ଅଭିଜ୍ଞ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ଶାମିଙ୍କ ODI ଦଳକୁ ଫେରିବା ପାଇଁ ପଥ ଖୋଲିପାରେ। ଭାରତ ସେପ୍ଟେମ୍ବର 27 ରୁ ୱେଷ୍ଟଇଣ୍ଡିଜ ବିପକ୍ଷରେ ଏକ…

ଜେଲ୍‌ରେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ପରିବାର ପକ୍ଷରୁ କ୍ଷତିପୂରଣ ଦାବି କରି…

ପାରଳାଖେମୁଣ୍ଡି,୬ା୯(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ସବ୍‌ଜେଲ୍‌ରେ ଜଣେ ବିଚାରାଧୀନ କଏଦୀଙ୍କ ଆକସ୍ମିକ ମୃତ୍ୟୁକୁ ନେଇ ଚର୍ଚ୍ଚା ଜୋର ଧରିଛି। ମୃତକ ହେଲେ ରାୟଗଡ଼ ବ୍ଲକ ଜିରାଙ୍ଗ…

ଭାଜପାରେ ଯୋଗଦେଲେ ଅନେକ କର୍ମୀ, ପ୍ରଧାନମନ୍ତ୍ରୀଙ୍କ ଶାସନରେ…

ରିଷିଡ଼ା,୬ା୯(ସୁଶାନ୍ତ ମଲ୍ଲିକ): କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ତେରେସିଂହାସ୍ଥିତ ସୁବିଧା କେନ୍ଦ୍ରଠାରେ ଭାଜପାର ମାସିକ ବୈଠକ ଓ ମିଶ୍ରଣ ପର୍ବ ଶନିବାର ଭାଜପାର କର୍ଲାମୁଣ୍ଡା ମଣ୍ଡଳ ସଭାପତି ଡୋଳାମଣି…

ISRO ଘରୋଇକରଣକୁ ନେଇ କର୍ମଚାରୀଙ୍କ ମଧ୍ୟରେ ବଢିଲା ଚିନ୍ତା, ମୁଖ୍ୟଙ୍କଠାରୁ ସ୍ପଷ୍ଟୀକରଣ ଲୋଡିଲେ

ବେଙ୍ଗାଲୁରୁ,୬।୯: ଭାରତୀୟ ମହାକାଶ ଗବେଷଣା ସଂଗଠନ (ISRO)ର କର୍ମଚାରୀମାନେ ଘରୋଇ କମ୍ପାନୀଗୁଡ଼ିକ ପାଇଁ ମହାକାଶ କ୍ଷେତ୍ର ଖୋଲାଯିବା ନେଇ ଚିନ୍ତିତ ହେଉଛନ୍ତି। ହଜାର ହଜାର ISRO କର୍ମଚାରୀଙ୍କ…

ବିଷାକ୍ତ ମଦ ପିଇ ଚାଲିଗଲା ୧୦ ଜୀବନ, ମୃତ୍ୟୁସଂଖ୍ୟା ବଢ଼ିବା ଆଶଙ୍କା

ଭୋପାଳ,୬ା୯: ମଧ୍ୟପ୍ରଦେଶର ସାଗରରେ ବିଷାକ୍ତ ମଦ ପିଇ ୧୦ ଜଣଙ୍କ ଜୀବନ ଚାଲିଯାଇଛି। ଆଉ ୩ ଜଣ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି ହୋଇଛି। ତେବେ ମୃତ୍ୟୁସଂଖ୍ୟା…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri