Posted inଖେଳ

ଚେନ୍ନାଇ ଟେଷ୍ଟରେ ବିଶାଳ ବିଜୟ ପରେ ଧୋନୀଙ୍କ ରେକର୍ଡର ସମକକ୍ଷ ହେଲେ କୋହଲି

ଚେନ୍ନାଇ,୧୬।୨: ଭାରତୀୟ ଅଧିନାୟକ ଭାବେ ନୂତନ ଉପଲବ୍ଧି ହାସଲ କରିଛନ୍ତି ବିରାଟ କୋହଲି। ଚେନ୍ନାଇରେ ଇଂଲଣ୍ଡ ବିପକ୍ଷ ଟେଷ୍ଟରେ ୩୧୭ରନ୍‌ ବ୍ୟବଧାନରେ ଜିତିଛି ଟିମ୍‌ ଇଣ୍ଡିଆ। ଏଥିସହ ଦଳ ୪ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜକୁ ୧-୧ ସ୍ଥିତିକୁ ଆଣିବାରେ ସଫଳ ହୋଇଛି। ଏହି ବିଜୟ ସହ କୋହଲି ଧୋନୀଙ୍କ ରେକର୍ଡର ସମକକ୍ଷ ହୋଇଛନ୍ତି। ଧୋନୀ ଭାରତରେ ୨୧ ଟେଷ୍ଟ ମ୍ୟାଚ୍‌ ଜିତିଥିଲେ। ଏବେ କୋହଲି ମଧ୍ୟ ସବୁଠାରୁ ସଫଳ ଅଧିନାୟକ ଭାବେ ଏହି ରେକର୍ଡର ସମକକ୍ଷ ହୋଇଛନ୍ତି।

ପ୍ରକାଶ ଯେ, ଦ୍ୱିତୀୟ ଟେଷ୍ଟରେ ଟସ୍‌ ଜିତିଥିଲା ଭାରତ। ଏହାପରେ କୋହଲି ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ଭାରତ ପ୍ରଥମ ପାଳିରେ ୩୨୯ରନ୍‌ କରିଥିବା ବେଳେ ଇଂଲଣ୍ଡ ୧୩୪ ରନ୍‌ରେ ସମସ୍ତ ଉଇକେଟ ହରାଇଥିଲା। ପରେ ଭାରତ ଦ୍ୱିତୀୟ ପାଳିରେ ୨୮୬ ରନ୍‌ କରି ଇଂଲଣ୍ଡକୁ ୪୮୨ରନ୍‌ର ବିଜୟ ଲକ୍ଷ୍ୟ ଦେଇଥିଲା। ଚତୁର୍ଥ ଦିନ ଇଂଲଣ୍ଡ ଟିମ୍‌ ଦ୍ୱିତୀୟ ପାଳିରେ ୧୬୪ରନ୍‌ରେ ଅଲଆଉଟ୍‌ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଆଶ୍ରମ ବିଦ୍ୟାଳୟରେ ରକ୍ତ ଛିଟା: ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ପିଟିପିଟି ହତ୍ୟା

ସୁବର୍ଣ୍ଣପୁର,୧୬।୧୨: ସୁବର୍ଣ୍ଣପୁରରେ ଚାଞ୍ଚଲ୍ୟ। ଛାତ୍ରଙ୍କୁ ପିଟିପିଟି ହତ୍ୟା। ଯୁକ୍ତ ୨ ଦ୍ୱିତୀୟ ବର୍ଷର ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସୂଚନା ମିଳିଛି। ସୁବର୍ଣ୍ଣପୁର ଜିଲା ତରଭା ଆଶ୍ରମ...

ମେସି ଇଭେଣ୍ଟ୍ ବିବାଦ: ପଶ୍ଚିମବଙ୍ଗ କ୍ରୀଡ଼ା ମନ୍ତ୍ରୀଙ୍କ ଇସ୍ତଫା, ଡିସିପି ନିଲମ୍ବିତ

କୋଲକାତା,୧୬।୧୨: ଆର୍ଜେଣ୍ଟିନାର ଫୁଟବଲ୍ ତାରକା ଲିଓନେଲ୍ ମେସିଙ୍କ କାର୍ଯ୍ୟକ୍ରମ ସମୟରେ କୋଲକାତାର ସଲ୍ଟ ଲେକ୍ ଷ୍ଟାଡିୟମ୍‌ରେ ସୃଷ୍ଟି ହୋଇଥିବା ଅରାଜକତା ଓ ଭଙ୍ଗାରୁଜା ଘଟଣାକୁ ନେଇ...

ଓଡିଶାବାସୀଙ୍କ ପାଇଁ ଖୁସିଖବର: ନିଯୁକ୍ତିକୁ ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୬।୧୨: ଓଡ଼ିଶା ହେବ ଫାର୍ମା ହବ୍‌। ମୁଖ୍ୟମନ୍ତ୍ରୀ ମୋହନ ମାଝି ଫାର୍ମା ସମ୍ମିଳନୀରେ ଓଡ଼ିଶାରେ ଫାର୍ମା ସେକ୍ଟରରେ ନିବେଶ ପାଇଁ ନିବେଶକଙ୍କୁ ଅନୁରୋଧ କରିଛନ୍ତି। ଏ...

ଆଇପିଏଲ୍ ନିଲାମ: ଧୋନୀ ତିଆରି କରିଥିଲେ ଏହି ବୋଲରଙ୍କୁ, ୧୮ କୋଟି ଟଙ୍କାରେ କିଣିଲା କୋଲକାତା

ଆବୁଧାବି,୧୬।୧୨: କୋଲକାତା ନାଇଟ୍ ରାଇଡର୍ସ (KKR) ଚଳିତ IPL ମିନି ନିଲାମରେ ବଡ଼ ଧରଣର ଖର୍ଚ୍ଚ କରିଛି। ଅଷ୍ଟ୍ରେଲିଆର ଅଲରାଉଣ୍ଡର କ୍ୟାମେରନ୍ ଗ୍ରୀନ୍‌ଙ୍କୁ ୨୫.୨୦ କୋଟି...

IPL 2026 ନିଲାମ: ଜାଣନ୍ତୁ କିଏ ରହିଲେ ଅନ୍‌ ସୋଲ୍ଡ

ଆବୁଧାବି,୧୬।୧୨: IPL 2026 ନିଲାମ ପ୍ରକ୍ରିୟା ଆରମ୍ଭ ହୋଇଯାଇଛି। ଅଷ୍ଟ୍ରେଲିଆ ଅଲ୍‌ରାଉଣ୍ଡର କ୍ୟାମେରନ ଗ୍ରୀନଙ୍କୁ KKR ସର୍ୱାଧିକ ୨୫ କୋଟି ୨୦ ଲକ୍ଷରେ କିଣିଛି। ଫଳରେ...

ଶାଶୁ ପରେ ଜ୍ୱାଇଁ ଘରେ ବୁଲିଲା ବୁଲଡୋଜର: ଏକାବେଳକେ ଛାନିଆ…

ପୁରୀ,୧୬।୧୨(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଅପରେଶନ ଚକ୍ର ଜରିଆରେ ନିଶା ବେପାରୀଙ୍କ ଘର ଉପରେ ବୁଲଡୋଜର ଚଳାଇଛି । ପୂର୍ବରୁ ଗତ ୪ ତାରିଖରେ...

ମାତ୍ର ଏତିକି କୋଟିରେ ଭେଙ୍କଟେଶଙ୍କୁ କିଣିଲା ଏହି ଦଳ, ଗତ ବର୍ଷ ତୁଳନାରେ ପ୍ରାୟ 70 ପ୍ରତିଶତ କମ୍‌

ନୂଆଦିଲ୍ଲୀ,୧୬।୧୨: ଭେଙ୍କଟେଶ ଆୟର ପ୍ରଥମ ଥର ପାଇଁ କୋଲକାତା ନାଇଟ ରାଇଡର୍ସ ବ୍ୟତୀତ ଅନ୍ୟ କୌଣସି IPL ଦଳ ପାଇଁ ଖେଳିବେ। ଯଦିଓ KKR ମଧ୍ୟ...

IPL ଇତିହାସର ସବୁଠୁ ମହଙ୍ଗା ବିଦେଶୀ ଖେଳାଳି ହେଲେ କ୍ୟାମେରନ ଗ୍ରୀନ: ଏତିକି କୋଟି ଟଙ୍କାରେ କିଣିଲା KKR

ଆବୁଧାବି,୧୬।୧୨: IPL 2026 ନିଲାମ ଆରମ୍ଭ ହୋଇଯାଇଛି। ଅଷ୍ଟ୍ରେଲିୟ ଅଲରାଉଣ୍ଡର କ୍ୟାମେରନ ଗ୍ରୀନଙ୍କୁ KKR ୨୫ କୋଟି ୨୦ ଲକ୍ଷରେ କିଣିଛି। ଫଳରେ ମିନି ଅକ୍ସନରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri