Posted inଖେଳ

ଭଲ ଆରମ୍ଭକୁ ବଡ଼ ଇନିଂସରେ ପରିବର୍ତ୍ତନ କରିପାରିଲେ ନାହିଁ କୋହଲି

ଓଭାଲ,୨।୯: ଇଂଲଣ୍ଡ ବିପକ୍ଷ ଓଭାଲ ତଥା ଚତୁର୍ଥ ଟେଷ୍ଟରେ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କୁ ଭଲ ଆରମ୍ଭ ମିଳିଥିଲା। ଥରେ ସ୍ଲିପ୍‌ ଅଞ୍ଚଳରେ ଜୀବନଦାନ ପାଇଥିବା କୋହଲି ୯୬ ବଲର ସମ୍ମୁଖୀନ ହୋଇ ୫୦ ରନ୍‌ର ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ। ତାଙ୍କ ଇନିଂସରେ ସାମିଲ ଥିଲା ୮ ଚୌକା। ଲାଗୁଥିଲା ଦୀର୍ଘ ଦିନ ହେଲା ଚାଲିଥିବା କୋହଲିଙ୍କ ଶତକ ଅପେକ୍ଷା ଓଭାଲରେ ଶେଷ ହେବ। କିନ୍ତୁ ଓଲି ରବିନସନଙ୍କ ଏକ ଇନ୍‌ ସୁଇଙ୍ଗ୍‌ ବଲକୁ ଡିଫେନ୍ସ କରିବାକୁ ଯାଇ କୋହଲି ଉଇକେଟକିପର ଜନ୍ନି ବେଆରଷ୍ଟୋଙ୍କ ହାତରେ କ୍ୟାଚ୍‌ ଆଉଟ୍‌ ହୋଇ ପ୍ୟାଭିଲିଅନ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗୁଳି ଫୁଟାଇ ଲୁଟିନେଲେ ଅଳଙ୍କାର ଭର୍ତ୍ତି ବ୍ୟାଗ୍‌

ସିଂହପୁର,୧୫।୭(ଅନଙ୍ଗ ଉଦୟ ବେଉରିଆ): ଯାଜପୁର ଜିଲା ବିଞ୍ଝାରପୁର ଥାନା ଅନ୍ତର୍ଗତ ଘଣ୍ଟିଆଳି ପୋଲ ନିକଟରେ ସୁନା ବ୍ୟବସାୟୀଙ୍କୁ ବନ୍ଧୁକ ଦେଖାଇ ଲୁଟ ଘଟଣା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି…

ICCର ବଡ଼ ନିଷ୍ପତ୍ତି: ବଦଳିଲା ODI ଓ T20 ବିଶ୍ୱକପ୍ ଫର୍ମାଟ୍, ଏଣିକି ହେବ…

ନୂଆଦିଲ୍ଲୀ,୧୫ା୭: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ପୁରୁଷ T20 ବିଶ୍ୱକପ୍ ଏବଂ ODI ବିଶ୍ୱକପରେ ବଡ଼ ପରିବର୍ତ୍ତନ ଘୋଷଣା କରିଛି । ICC ପୁରୁଷ T20 ବିଶ୍ୱକପ୍…

ଷ୍ଟେଶନ ମାଷ୍ଟର ଭାବରେ ନିଜକୁ ପରିଚୟ ଦେଇ ନେଇ ଚାଲିଥିଲେ ଟଙ୍କା, ଏମିତି ପଡ଼ିଲେ ଧରା…

କେନ୍ଦୁଝର,୧୫ା୭(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ପୋଲିସ ଠକେଇ ମାମଲାରେ ଜଣେ ନକଲି ରେଳ ଅଧିକାରୀଙ୍କୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ତାଙ୍କ ନାମ ରାଜ…

ପଶ୍ଚିମବଙ୍ଗରେ ବଦଳିଲା ଚିତ୍ର: ଦୀର୍ଘ ୨ ଦଶନ୍ଧି ପରେ କୋଲକାତା ଫେରୁଛନ୍ତି ପ୍ରସିଦ୍ଧ ବାଂଲାଦେଶୀ ଲେଖିକା ତସଲିମା ନସରିନ୍

କୋଲକାତା, ୧୫।୭: ପଶ୍ଚିମବଙ୍ଗରେ ସରକାର ବଦଳିବା ପରେ ଏବେ ସେଠାରେ ଅନେକ ପରିବର୍ତ୍ତନ ଦେଖିବାକୁ ମିଳୁଛି। ଅନେକ ପୁରୁଣା ବ୍ୟବସ୍ଥାର ଅନ୍ତ ଘଟୁଥିବା ବେଳେ କେତେକ ନୂଆ…

ବିସ୍ଥାପିତ ନୀତି ତୁରନ୍ତ କାର୍ଯ୍ୟକାରୀ ଦାବି, ନଚେତ୍‌ କମ୍ପାନୀ ବିରୋଧରେ ହେବ ବିରାଟ ଆନ୍ଦୋଳନ

ଛତ୍ରପୁର,୧୫ା୭(ଦିଲ୍ଲୀପ ସାମଲ): ବିସ୍ଥାପିତ ନୀତିକୁ ତୁରନ୍ତ କାର୍ଯ୍ୟକାରୀ କରିବା, ଏଥିପାଇଁ ଚିହ୍ନଟ ଜାଗାରେ ଘର ନିର୍ମାଣ ସହ ପୁନିର୍ବାସ ବ୍ୟବସ୍ଥା କରିବା ସହିତ ୨୦୧୮ରେ ବ୍ରହ୍ମପୁରସ୍ଥିତ ଆର୍‌ଡିସିଙ୍କ…

ପୂର୍ବତନ ମନ୍ତ୍ରୀଙ୍କ ଅବଦାନକୁ ମନେ ପକାଇଲେ ଅତିଥି, ଜିଲା ଗଠନରେ…

ନୂଆପଡ଼ା,୧୫ା୭(ମକାରୁ ବେମାଲ): ସ୍ଥାନୀୟ ନ୍ୟାଶନାଲ ମହାବିଦ୍ୟାଳୟଠାରେ ବୁଧବାର ସ୍ବର୍ଗୀୟ ଜନନେତା ପୂର୍ବତନ ମନ୍ତ୍ରୀ ଘାସିରାମ ମାଝିଙ୍କ ୧୦୨ତମ ଜନ୍ମତିଥି ପାଳିତ ହୋଇଯାଇଛି। ନୂଆପଡ଼ା ଏକତା ଛକଠାରେ ଥିବା…

ବଙ୍ଗୋପସାଗରରେ ଲଘୁଚାପ: ରଥଯାତ୍ରାରେ ଅତି ପ୍ରବଳ ବର୍ଷା, ଆହୁରି ୪ ଦିନ ହାଇଆଲର୍ଟ!

ଭୁବନେଶ୍ୱର,୧୫।୭: ପାଣିପାଗକୁ ନେଇ ବଡ଼ ଖବର । ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ । ରଥଯାତ୍ରା ପୂର୍ବରୁ ପାଣିପାଗରେ ବଡ଼ ପରିବର୍ତ୍ତନ । ରାଜ୍ୟର ବିଭିନ୍ନ ସ୍ଥାନରେ…

ଛେଳି ଚରାଳିଙ୍କୁ ମାରି ଖାଇଥିଲା ଭାଲୁ, ଶେଷରେ ନିଜେ ମଲା

ଝରିଗାଁ,୧୫ା୭(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମୀ ଶ୍ମଶାନରୁ ବନ ବିଭାଗ ଦ୍ୱାରା କାବୁ ହୋଇଥିବା ରକ୍ତମୁଖା ନରହନ୍ତା ଭାଲୁର ବିଳମ୍ବିତ ରାତିରେ ମୃତ୍ୟୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri