Posted inଖେଳ

ସାମ୍ନାରୁ ଲଢ଼ିଲେ କ୍ୟାପଟେନ କୋହଲି

ଦୁବାଇ,୨୪।୧୦: ଭାରତ-ପାକିସ୍ତାନ ମ୍ୟାଚ୍‌ରେ ଯାହା ଆଶା କରାଯାଉଥିଲା, ତାହା ହିଁ ଦେଖିବାକୁ ମିଳିଛି। ପାକିସ୍ତାନ ପେସରଙ୍କ ଚମତ୍କାର ବୋଲିଂ କାରଣରୁ ୩୧ ରନ୍‌ ମଧ୍ୟରେ ଟପ୍‌ ୩ ବ୍ୟାଟରଙ୍କୁ ହରାଇ ସାରିଥିଲା ଭାରତ। ଏଭଳି ସଙ୍କଟ ଜନକ ପରିସ୍ଥିତିରେ ସାମ୍ନାରୁ ଲଢ଼େଇ କରିଥିଲେ ଅଧିନାୟକ ବିରାଟ କୋହଲି। ସେ ୫୭ ରନ୍‌ର ଇନିଂସ ଖେଳିଥିଲେ। ଏଥିରେ ଥିଲା ୫ ଚୌକା ଓ ୧ ଛକା। ତାଙ୍କୁ ସହଯୋଗ କରିଥିଲେ ରିଷଭ ପନ୍ତ (୩୯ ରନ୍‌, ୨ ଲେଖାଏ ଚୌକା ଓ ଛକା)। ଫଳରେ ଭାରତ ୨୦ ଓଭରରେ ୭ ଉଇକେଟ ୧୫୧ ରନ୍‌ କରିବାକୁ ସକ୍ଷମ ହୋଇଛି।

ଟିମ୍‌ ଇଣ୍ଡିଆ ପାଇଁ ସବୁଠୁ ଘାତକ ସାଜିଥିଲେ ଶାହିନ ଆଫ୍ରିଦୀ। ସେ ୩ ଉଇକେଟ ନେଇଥିବା ବେଳେ ହାସନ ଅଲି ୨ ଉଇକେଟ ହାତେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କାଲି ଥିଲେ ଶକ୍ତିଶାଳୀ, ଏବେ ମାଛି ଉଡାଉଛନ୍ତି ଏସବୁ ଆଇପିଏସ୍‌ ଅଫିସର

ଭୁବନେଶ୍ୱର,୧।୭(ସୁନିତ୍‌ ମିଶ୍ର): ୧୯୯୭ ବ୍ୟାଚ୍‌ ଆଇପିଏସ୍‌ ଅଫିସର ଡି.ଏସ୍‌. କୁଟ୍ଟେ, ୧୯୯୮ ବ୍ୟାଚ୍‌ ଆଇପିଏସ୍‌ ରବି କାନ୍ତ, ୨୦୦୪ ବ୍ୟାଚ୍‌ ଆଇପିଏସ୍‌ ଆଶିଷ ସିଂ ଏବଂ ୨୦୧୦…

ଟି୨୦ ବିଶ୍ୱକପ୍‌: ଫାଇନାଲରେ ପହଞ୍ଚିଲା ଅଷ୍ଟ୍ରେଲିଆ

ଲଣ୍ଡନ,୩୦ା୬: ଆଶ୍‌ଲେ ଗାର୍ଡନରଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ଓ ବେଥ୍‌ ମୁନିଙ୍କ ଅପରାଜିତ ବିସ୍ଫୋରକ ଅର୍ଦ୍ଧଶତକ ବଳରେ ଅଷ୍ଟ୍ରେଲିଆ ଚଳିତ ମହିଳା ଟି୨୦ ବିଶ୍ୱକପ୍‌ ଫାଇନାଲରେ ପ୍ରବେଶ କରିଛି।…

୨୨ ବର୍ଷ ଧରି ବସବାସ ପରେ ବି ମିଳିଲାନି ମୌଳିକ ପରିଚୟ: ଉଚ୍ଛେଦ ଭୟରେ କୁର୍ଲୁପଡ଼ା କଲେକ୍ଟରପଡ଼ାର ୩୨ ପରିବାର

କେସିଙ୍ଗା, ୧।୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କୁର୍ଲୁପଡ଼ା ଗ୍ରାମର କଲେକ୍ଟରପଡ଼ାରେ ବସବାସ କରୁଥିବା ପ୍ରାୟ ୩୨ଟି ଗରିବ ପରିବାର ଗତ ୨୨ ବର୍ଷ…

୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଲେ ଡାକ୍ତର: ରୋଗୀ ସେବା ପ୍ରଭାବିତ

ଦାରିଙ୍ଗବାଡି,୧।୭(ଅରୁଣ ସାହୁ): ରାଜ୍ୟବ୍ୟାପୀ ଓଡିଶା ମେଡିକାଲ ସର୍ଭିସେସ ଆସୋସିଏସନ(ଓଏମଏସଏ) ପକ୍ଷରୁ ୧୦ ଦଫା ଦାବି ନେଇ ଆନ୍ଦୋଳନକୁ ଓହ୍ଲାଇଛନ୍ତି। ଏହି କ୍ରମରେ କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠୀ…

ଯୁବତୀଙ୍କୁ କାର୍‌ରେ ଅପହରଣ କରି ନେଇଥିଲେ ମନୋଜ: ୨୪ ଘଣ୍ଟାରେ ମିଳିଲା…

ପାରଳାଖେମୁଣ୍ଡି,୧।୭(ଗିରିଧାରୀ ପରିଛା): ପାରଳାଖେମୁଣ୍ଡି ପୋଲିସ ଜଣେ ଯୁବତୀଙ୍କ ଅପହରଣ ମାମଲାରେ ତ୍ୱରିତ ପଦକ୍ଷେପ ନେଇ ମାତ୍ର ୨୪ ଘଣ୍ଟା ମଧ୍ୟରେ ଅପହୃତାଙ୍କୁ ସୁରକ୍ଷିତ ଉଦ୍ଧାର କରିବା ସହ…

ତାରାତାରିଣୀ ମନ୍ଦିର ନିକଟ ହୋଟେଲରୁ ମିଳିଲା ଯୁବକଙ୍କ ମୃତଦେହ: ବଢୁଛି ସନ୍ଦେହ

ପୁରୁଷୋତ୍ତମପୁର,୧।୭ (ସବିତା ମିଶ୍ର) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ତାରାତାରିଣୀ ମନ୍ଦିର ନିକଟରେ ଥିବା ଏକ ହୋଟେଲ ଲକ୍ଷ୍ମୀପ୍ରିୟା ନିକଟରୁ ବୁଧବାର ସକାଳେ ଯୁବକଙ୍କ ମୃତଦେହ…

ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣା: ଚିଠିରେ ସୀମିତ ରହିଲା କାର୍ଯ୍ୟାନୁଷ୍ଠାନ, ମାରିଦେଲେ ପ୍ୟାଚ୍‌ଅପ୍‌

ବରଗଡ଼,୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ମାସେ ବିତିଯାଇଛି। ହେଲେ ଏପର୍ଯ୍ୟନ୍ତ ଏହି ଘଟଣା ପାଇଁ ଦାୟୀ କୌଣସି ଅଧିକାରୀଙ୍କ ବିରୋଧରେ…

ପାକିସ୍ତାନରେ ପଶି ଏୟାରଷ୍ଟ୍ରାଇକ୍‌ କଲା ଆଫଗାନିସ୍ତାନ: ISIS ଆଡ୍ଡାକୁ ଟାର୍ଗେଟ୍‌

କାବୁଲ,୧।୭: ଆଫଗାନିସ୍ତାନ ଦାବି କରିଛି ଯେ ଏହାର ବାୟୁସେନା ପାକିସ୍ତାନ ଭିତରେ ଥିବା ISIS ଆଡ୍ଡା ଉପରେ ଏୟାରଷ୍ଟ୍ରାଇକ୍‌ କରିଛି। ଏହି ଆକ୍ରମଣଗୁଡ଼ିକ ବେଲୁଚିସ୍ତାନ ଏବଂ ଖାଇବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri