ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିବାର ସୁଯୋଗ ପାଇଲେ କୋହଲି

ଦୁବାଇ, ୨୧।୯: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ତ୍ରୟୋଦଶ ସଂସ୍କରଣର ୩ୟ ମ୍ୟାଚ୍‌ରେ ସୋମବାର ସନ୍‌ରାଇଜର୍ସ ହାଇଦ୍ରାବାଦ ଓ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର ପରସ୍ପରକୁ ଭେଟିଛନ୍ତି। ସ୍ଥାନୀୟ ଦୁବାଇ ଇଣ୍ଟର ନ୍ୟାଶନାଲ କ୍ରିକେଟ୍‌ ଷ୍ଟାଡିୟମରେ ଅନୁଷ୍ଠିତ ଏହି ମ୍ୟାଚ୍‌ରେ ଟସ୍‌ ହାରିବା ସତ୍ତ୍ୱେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ବାଙ୍ଗାଲୋର ପ୍ରଥମେ ବ୍ୟାଟିଂ କରିବାର ସୁଯୋଗ ପାଇଛି। ସନ୍‌ରାଇଜର୍ସ ଅଧିନାୟକ ଡେଭିଡ୍‌ ଓ୍ବାର୍ନର ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି।
ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର: ଆରୋନ୍‌ ଫିଞ୍ଚ୍‌, ଦେବଦତ୍ତ ପାଡିକ୍କଲ, ବିରାଟ କୋହଲି (ଅଧିନାୟକ), ଏବି ଡି ଭିଲର୍ସ, ଜୋଶ୍‌ ଫିଲିପ୍‌ (ଉଇକେଟ୍‌କିପର), ଶିଭମ ଦୁବେ, ଓ୍ବାଶିଂଟନ ସୁନ୍ଦର, ଉମେଶ ଯାଦବ, ନବଦୀପ ସଇନି, ଡେଲ୍‌ ଷ୍ଟେଇନ ଓ ୟୁଜବେନ୍ଦ୍ର ଚହଲ।
ସନ୍‌ରାଇଜର୍ସ ହାଇଦ୍ରାବାଦ୍‌: ଡେଭିଡ୍‌ ଓ୍ବାର୍ନର (ଅଧିନାୟକ), ଜନ୍ନୀ ବେୟାରଷ୍ଟୋ, ମନୀଷ ପାଣ୍ଡେ, ବିଜୟ ଶଙ୍କର, ପ୍ରିୟମ ଗର୍ଗ, ଅଭିଷେକ ଶର୍ମା, ରଶିଦ୍‌ ଖାନ୍‌, ଭୁବନେଶ୍ୱର କୁମାର, ସନ୍ଦୀପ ଶର୍ମା, ଟି. ନଟରାଜନ।


Enter your email to get our daily news in your inbox.

All Right Reserved By Dharitri.Com

ଓଏଫ୍‌ସିର ଜୁନିୟର ଜଗରନଟ୍ସ ଲିଗ୍‌

ଭୁବନେଶ୍ୱର,୧୩ା୪(ସ୍ପୋଟର୍‌ସ ବ୍ୟୁରୋ): ତୃଣମୂଳ ସ୍ତରରେ ଫୁଟବଲର ପ୍ରଚାର ପ୍ରସାର ପାଇଁ ଓଡ଼ିଶା ଏଫ୍‌ସି(ଓଏଫ୍‌ସି) ଓ ପ୍ରୋ ସ୍ପୋର୍ଟ ଡେଭେଲପମେଣ୍ଟ (ପିଏସ୍‌ଡି) ପକ୍ଷରୁ ଜୁନିୟର ଜଗରନଟ୍ସ ଲିଗ୍‌...

ପ୍ରଥମ ଦିନରେ ଟିକେଟ ଶେଷ

କଟକ ଅଫିସ, ୧୦ା୬: ବାରବାଟୀ ଷ୍ଟାଡିୟମରେ ଆସନ୍ତା ୧୨ ତାରିଖରେ ଖେଳାଯିବାକୁ ଥିବା ଭାରତ-ଦକ୍ଷିଣ ଆଫ୍ରିକା ଅନ୍ତର୍ଜାତୀୟ ଟି୨୦ମ୍ୟାଚ୍‌ ପାଇଁ ପ୍ରଥମ ଦିନରେ ଟିକେଟ ବିକ୍ରି...

ଅନ୍ତିମ ଟି୨୦: ସିରିଜ ବିଜୟ ଲକ୍ଷ୍ୟରେ ଭାରତ

ନାଗପୁର, ୧୦।୧୧(ପି.ଟି.)- ଚଳିତ ସେସନରେ ଭାରତ ଘରୋଇ ପରିବେଶରେ ତା’ର ପ୍ରଥମ ଟି୨୦ ସିରିଜ ବିଜୟ ହାସଲ କରିବା ଲକ୍ଷ୍ୟରେ ରହିଛି। ସ୍ଥାନୀୟ ବିଦର୍ଭ କ୍ରିକେଟ...

ଭାରତୀୟ ଦଳକୁ ଚେତାବନୀ ଦେଲେ ରବି ଶାସ୍ତ୍ରୀ

ନୂଆଦିଲ୍ଲୀ,୧୭।୮: ପୂର୍ବତନ ଭାରତୀୟ କୋଚ ରବି ଶାସ୍ତ୍ରୀ ଏସିଆ କପ ୨୦୨୩ ପୂର୍ବରୁ ଉଇକେଟ କିପର ବ୍ୟାଟ୍ସମ୍ୟାନ କେ.ଏଲ ରାହୁଲଙ୍କ ବିଷୟରେ ଭାରତୀୟ ଦଳକୁ ଚେତାବନୀ...

କ୍ରିକେଟରରୁ ବିସିସିଆଇ ଅଧ୍ୟକ୍ଷ

ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ବିସିସିଆଇ ଅଧ୍ୟକ୍ଷ ହେବା ନିଶ୍ଚିତ ହୋଇଛି। ଜଣେ କ୍ରିକେଟରରୁ ଏହି ହାଇପ୍ରୋଫାଇଲ ପଦ ପର୍ଯ୍ୟନ୍ତ ତାଙ୍କର ଯାତ୍ରା ବେଶ୍‌ ସଂଘର୍ଷପୂର୍ଣ୍ଣ…...

ହଙ୍ଗେରୀରେ ଦର୍ଶକଙ୍କୁ ଅନୁମତି

ବୁଦାପେଷ୍ଟ,୨୯ା୫ (ଏପି)- ହଙ୍ଗେରୀରେ ପୁଣି ଦର୍ଶକଙ୍କ ଉପସ୍ଥିତିରେ ଫୁଟ୍‌ବଲ ମ୍ୟାଚ ଆୟୋଜନ ହୋଇପାରିବ ବୋଲି ଦେଶର ଫୁଟ୍‌ବଲ ମହାସଂଘ କହିଛି। ଏଥିପାଇଁ ସ୍ଥାନୀୟ ସରକାର ଅନୁମତି...

କ୍ରିକେଟ୍‌ ଇତିହାସରେ ଆଜିର ଦିନ ବହୁତ୍‌ ଖାସ୍‌: ଜାଣନ୍ତୁ କାହିଁକି

କ୍ରିକେଟ୍‌ ଇତିହାସରେ ଆଜିର ଦିନ ବହୁତ୍‌ ଖାସ୍‌। ୨୦୦୬ରେ ଆଜିର ଦିନରେ ଦକ୍ଷିଣ ଆଫ୍ରିକା ଜୋହାନ୍ସବର୍ଗରେ ଇତିହାସ ରଚିଥିଲା। ଏକଦିବସିୟ କ୍ରିକେଟ୍‌ ଇତିହାସରେ ସବୁଠୁ ବଡ...

ମେଡିକାଲ ପ୍ରଫେସନାଲଙ୍କୁ ସ୍ବର୍ଣ୍ଣ ପଦକ ଅଫର କଲେ ମାରିନ

ମାଡ୍ରିଡ, ୭।୭: କରୋନା ଭାଇରସ ସଂକ୍ରମଣକୁ ରୋକିବା ପାଇଁ ସ୍ପେନ୍‌ରେ ଉଦ୍ୟମ ଜାରି ରହିଛି। ଏହି ଲଢ଼େଇରେ ପ୍ରମୁଖ ଭୂମିକା ଗ୍ରହଣ କରୁଥିବା ମେଡିକାଲ ପ୍ରଫେସନାଲଙ୍କୁ...

Advertisement
Archives

Model This Week