Posted inଖେଳ

ଶେଷ ଦୁଇ ଟେଷ୍ଟ ଖେଳି ନ ପାରନ୍ତି କୋହଲି

ନୂଆଦିଲ୍ଲୀ: ଆସନ୍ତା ବର୍ଷ ଜାନୁୟାରୀ ପ୍ରଥମ ସପ୍ତାହରେ ପ୍ରଥମ ସନ୍ତାନର ପିତା ହେବାର ସମ୍ବାବନା ଥିବାରୁ ଅଷ୍ଟ୍ରେଲିଆ ବିପକ୍ଷ ୪ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଅନ୍ତର୍ଗତ ଶେଷ ଦୁଇଟି ମ୍ୟାଚ ଖେଳି ନ ପାରନ୍ତି ଭାରତୀୟ ଅଧିନାୟକ ବିରାଟ କୋହଲି। ସେ ଯଦି ନ ଖେଳନ୍ତି ତେବେ ତାଙ୍କ ସ୍ଥାନରେ ଫର୍ମରେ ରହିଥିବା ମିଡଲ ଅର୍ଡର ବ୍ୟାଟ୍ସମ୍ୟାନ କେ.ଏଲ. ରାହୁଲଙ୍କୁ ସୁଯୋଗ ମିଳିପାରେ। କୋହଲିଙ୍କ ଅଭିନେତ୍ରୀ ସ୍ତ୍ରୀ ଅନୁଷ୍କା ଶର୍ମା ଜାନୁୟାରୀ ପ୍ରଥମ ଭାଗରେ ପ୍ରଥମ ସନ୍ତାନ ଜନ୍ମ ଦେବେ। ଟେଷ୍ଟ ସିରିଜ ଡିସେମ୍ବର ୧୭ରୁ ଆରମ୍ଭ ହେବ। କୋହଲି ଛୁଟିରେ ରହିବେ ବୋଲି ଯଦିଓ ବିଧିବଦ୍ଧ ଘୋଷଣା କରାଯାଇ ନାହିଁ ତେବେ ସେ ପ୍ରଥମ ଦୁଇଟି ଟେଷ୍ଟ ପରେ ପିତୃତ୍ୱ ଛୁଟି ନେବେ ବୋଲି ଆଶା କରାଯାଉଛି। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ଏକ ସୂତ୍ରରୁ ଏହା ଜଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରି-ୱେଡିଂ ସୁଟ୍ ହେଲା କାଳ! ଗଭୀର ପାଣିରେ ଖସିପଡ଼ିଲେ ଯୁବକ, ବାନ୍ଧବୀ ସାମ୍ନାରେ ହେଲା ମୃତ୍ୟୁ

ଜୟପୁର,୧୧।୬: ରାଜସ୍ଥାନର ରାଜସମନ୍ଦ ଜିଲାର ଡିଭେରରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି, ଯେଉଁଠାରେ ବିବାହ ପୂର୍ବ ଫଟୋସୁଟ୍ ସମୟରେ ଜଣେ ଯୁବକ ପାଣିରେ ବୁଡ଼ି ମୃତ୍ୟୁବରଣ…

ଜୁନ୍ ୧୩ରୁ ଏହି ରାଶିର ବଦଳିବ ଭାଗ୍ୟ, ମିଳିବ ପ୍ରଚୁର ଟଙ୍କା!

ଜ୍ୟୋତିଷ ଶାସ୍ତ୍ରରେ, ଗ୍ରହମାନଙ୍କର ଗତି ଏବଂ ସେମାନଙ୍କର ନିର୍ଦ୍ଦିଷ୍ଟ ସଂଯୋଜନକୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏହି ପ୍ରକୃତିର ଏକ ବିଶେଷ ଗ୍ରହ ସଂଯୋଜନ ୧୩…

Term Insurance ପାଇଁ ୫୫ ନା ୮୦ ବର୍ଷର କଭର୍‌ ଶ୍ରେଷ୍ଠ? ଜାଣନ୍ତୁ କେଉଁଥିରେ ଅଛି ଆପଣଙ୍କ ଫାଇଦା

ନୂଆଦିଲ୍ଲୀ,୧୧।୬: ନିଜ ପରିବାରର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ଟର୍ମ ଇନସ୍ୟୁରାନ୍ସ ବା ଟର୍ମ ପ୍ଲାନ ନେବା ହେଉଛି ସବୁଠାରୁ ପ୍ରଥମ ଏବଂ ବୁଦ୍ଧିମାନ ପଦକ୍ଷେପ। କିନ୍ତୁ…

ବଡ ଭୁଲ୍‌ କରିଦେଲେ ବୈଭବ ସୂର୍ଯ୍ୟବଂଶୀ: ଅଳ୍ପକେ…

ନୂଆଦିଲ୍ଲୀ,୧୧।୬: ଆଫଗାନିସ୍ତାନ ଏ ବିପକ୍ଷ ମ୍ୟାଚ୍‌ରେ ଇତିହାସ ରଚିବାରୁ ବୈଭବ ସୂର୍ଯ୍ୟବଂଶୀ ବଞ୍ଚିତ ହୋଇଥିଲେ। ଗୁରୁବାର ଭାରତ ଏ ଏବଂ ଆଫଗାନିସ୍ତାନ ଏ ମଧ୍ୟରେ ଟ୍ରାଏ-ସିରିଜ ମୁକାବିଲାରେ,…

ସାଙ୍ଗଙ୍କୁ ଘରୁ ଡାକିନେଇ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ରାଜନଗର,୧୧ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ପଟାମୁଣ୍ଡାଇ ବ୍ଲକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ କଜଳବନ୍ଧ ଗ୍ରାମରେ ବୁଧବାର ରାତିରେ ଏକ ଦୁଖଃଦ ତଥା ଅଭାବନୀୟ ଘଟଣା ଘଟିଯାଇଛି। ରାତି…

ରବି ଧାନ ଉଠାଣରେ ବିଳମ୍ବ: ବର୍ଷାରେ ଭିଜି ଧାନ ଗଜା, ଜାତୀୟ ରାଜପଥରେ ବସିଲେ ଚାଷୀ

ଭବାନୀପାଟଣା, କେସିଙ୍ଗା, ୧୧।୬(ଉତ୍ତମ କୁମାର ଦାଶ/ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଏମ.ରାମପୁର ବ୍ଲକର ଅଁଳାପାଲି ଓ ବମକ ମଣ୍ଡିରେ ରବିଧାନ ଉଠାଣ ବିଳମ୍ବକୁ ନେଇ ସ୍ଥାନୀୟ ଚାଷୀଙ୍କ…

ଭଗବାନ ରାମଙ୍କ ବିଷୟରେ ମନ୍ତବ୍ୟ ମାମଲାରେ ବଢ଼ିଲା ରାହୁଲଙ୍କ ଅଡୁଆ, FIR….

ନୂଆଦିଲ୍ଲୀ,୧୧।୬: ରାହୁଲ ଗାନ୍ଧୀଙ୍କୁ ପୁଣି ଏକ ଝଟକା । ପ୍ରଭୁ ରାମଙ୍କ ବିଷୟରେ ମନ୍ତବ୍ୟ ଦେବା ନେଇ କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା…

ଆସୁଛି ରଜ: ହେଲେ ଦରମା ପାଇବାରୁ ବଞ୍ଚିତ ଶିକ୍ଷୟିତ୍ରୀ-ଶିକ୍ଷକ

ପଟାଙ୍ଗି,୧୧ା୬(ଶରତ କୁମାର ଧଳ): ଆଉ କିଛିଦିନ ପରେ ରଜ। ଏହିପରି ସ୍ଥିତିରେ ଏସ୍‌ଏସ୍‌ଏ ଅନୁଦାନରୁ ପାଉଥିବା ଦରମା ପାଇବାରୁ ବଞ୍ଚିତ ହୋଇଛନ୍ତି ଶିକ୍ଷୟିତ୍ରୀ-ଶିକ୍ଷକଙ୍କଠାରୁ ଆରମ୍ଭ କରି ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri