Posted inଖେଳ

ରୋହିତଙ୍କ ଓପନିଂ ପାର୍ଟନର କୋହଲି ନୁହନ୍ତି

ନୂଆଦିଲ୍ଲୀ,୯।୯: ଗତ ମାର୍ଚ୍ଚରେ ବିରାଟ କୋହଲି ସଫଳତାର ସହ ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜ୍‌ରେ ଓପନିଂ କରିଥିଲେ। ଆଉ ଟି୨୦ ବିଶ୍ୱକପ୍‌ରେ ରୋହିତ ଶର୍ମାଙ୍କ ଓପନିଂ ପାର୍ଟନର ହେବାକୁ ଚାହୁଁଥିବା ସ୍ବୀକାର କରିଥିଲେ ଅଧିନାୟକ କୋହଲି। କିନ୍ତୁ ଟି୨୦ ବିଶ୍ୱକପ୍‌ ଲାଗି ତାଙ୍କୁ ଓପନର ଭାବେ ବଛା ଯାଇ ନାହିଁ। ଦଳରେ ରୋହିତଙ୍କୁ ମିଶାଇ ୩ ଓପନରଙ୍କୁ ସାମିଲ କରାଯାଇଛି। ସେମାନେ ହେଲେ ଲୋକେଶ ରାହୁଲ ଓ ଇଶାନ କିଷନ। ଟି୨୦ ବିଶ୍ୱକପ୍‌ ଲାଗି ଭାରତୀୟ ଦଳର ଘୋଷଣା ବେଳେ ଏହା ସ୍ପଷ୍ଟ କରିଛନ୍ତି ଚୟନ କମିଟି ମୁଖ୍ୟ ଚେତନ ଶର୍ମା।

କିନ୍ତୁ ଯଦି ଟିମ୍‌ ମ୍ୟାନେଜମେଣ୍ଟ ଚିନ୍ତା କରେ, ପରିସ୍ଥିତି ଅନୁଯାୟୀ କୋହଲି ଓପନ କରିବା ଉଚିତ, ତେବେ ସେମାନେ ଏହା କରିପାରିବେ। କିନ୍ତୁ ରାହୁଲ, ରୋହିତଙ୍କ ମୁଖ୍ୟ ଓପନିଂ ପାର୍ଟନର। ଯଦି ଦରକାର ପଡ଼େ ସେ ଉଇକେଟ କିପିଂ କରିବେ। ଦଳରେ ତୃତୀୟ ଓପନର ଭାବେ କିଷନଙ୍କୁ ନିଆଯାଇଛି, କାରଣ ସେ ଦଳକୁ ଖୁବ୍‌ ବିକଳ୍ପ ଦେଉଛନ୍ତି। ସେ ଜଣେ ଓପନର ଭାବେ ଓ ମଧ୍ୟକ୍ରମରେ ବି ଖେଳିବା ପାଇଁ ଫିଟ୍‌। ଆଉ ସ୍ପିନରଙ୍କ ବିପକ୍ଷରେ ବଡ଼ ବଡ଼ ଶଟ୍‌ ଖେଳିବାର ଦକ୍ଷତା କାରଣରୁ ତାଙ୍କୁ ଶିଖର ଧାଓ୍ବନ ଓ ପୃଥ୍ବୀ ଶ’ଙ୍କ ବଦଳରେ ନିଆଯାଇଛି ବୋଲି ଚୟନ କମିଟି ମୁଖ୍ୟ କହିଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

ବଡ଼ ଘୋଷଣା କଲେ ଉପମୁଖ୍ୟମନ୍ତ୍ରୀ, ଝିଅ ଜନ୍ମ ହେବାର ବର୍ଷକ ଭିତରେ ଟଙ୍କା ପଠାଇବେ ସରକାର

ଭୁବନେଶ୍ବର,୨ା୪: ଖୁଵ୍‌ ଶୀଘ୍ର ଆସିବ କନ୍ୟା ସୁମଙ୍ଗଳ ଯୋଜନାର ଏସ୍‌ଓପି । ସୂଚନା ଦେଲେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଝିଅ ଜନ୍ମ ହେବାର ବର୍ଷକ…

ସରିଲା ମା’ ତାରାତାରିଣୀଙ୍କ ଚୈତ୍ର ପର୍ବ: ଅଧରପଣା ପାଇ ଫେରିଗଲେ ସର୍ବଦେବାଦେବୀ

ପୁରୁଷୋତ୍ତମପୁର,୨।୪ (ସବିତା ମିଶ୍ର): ଗଞ୍ଜାମ ଜିଲାର ଅଧିଷ୍ଟାତ୍ରୀ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଦୀର୍ଘ ଏକମାସ ଧରି ମହାଆଡମ୍ବର ସହକାରେ ପାଳିତ ହେଉଥିବା ପ୍ରସିଦ୍ଧ ଚୈତ୍ରପର୍ବ ଗୁରୁବାର…

ବିଧାୟକ ଅଖିଳ ନାଏକଙ୍କ ଠାରୁ ଆରମ୍ଭ ହେଲା ସ୍ବ ଜନଗଣନା: ପାଟଣାବାସୀଙ୍କୁ କଲେ ଏହି ଅପିଲ

ପାଟଣା,୨।୪(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ପ୍ରଶାସନ ପକ୍ଷରୁ ଗୁରୁବାର ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକଙ୍କ ଠାରୁ ସ୍ବ ଜନଗଣନା ଶୁଭାରମ୍ଭ ହୋଇଛି। ପାଟଣା ତହସିଲ…

ଯୁଦ୍ଧ ମଧ୍ୟରେ ପାକିସ୍ତାନରେ ହାହାକାର, ଭାରତ ଶୁଣିଲେ ହୋଇଯିବ ଖୁସି

ନୂଆଦିଲ୍ଲୀ,୨।୪: ଭାରତ ଦ୍ୱାରା ସିନ୍ଧୁ ଜଳ ଚୁକ୍ତିନାମା ବାତିଲ କରିବା ଏବଂ ନଦୀ ଜଳରେ ପାକିସ୍ତାନର ଅଂଶକୁ ଅବରୋଧ କରିବା ନିଷ୍ପତ୍ତି ଦକ୍ଷିଣ ଏସିଆରେ ଜଳ ସୁରକ୍ଷା…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ନିଆଁ ସହ ଖେଳୁଛି ଭାଜପା, ପରିଣାମ ଭୟଙ୍କର ହେବ: ନିଆଁବାଣ ହେଲେ ମମତା

କୋଲକାତା,୨।୪: ପଶ୍ଚିମବଙ୍ଗର ମୁର୍ଶିଦାବାଦରେ ଏକ ରାଲିରେ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ସାମ୍ପ୍ରତିକ ମାଲଦା ଘଟଣା ଉପରେ କେନ୍ଦ୍ର ସରକାର ଏବଂ ଭାଜପାକୁ ଟାର୍ଗେଟ୍‌ କରିଛନ୍ତି। ରାଜ୍ୟର ପରିସ୍ଥିତି…

୧୬ ନଂ ଜାତୀୟ ରାଜପଥରେ ଜଳିଗଲା ହାଇୱା, ହୁତୁହୁତୁ….

ଭଦ୍ରକ,୨ା୪(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ନଳାଙ୍ଗ ନିକଟରେ ହୁତୁହୁତୁ ହୋଇ ଜଳିଲା ହାଇଓ୍ବା । ଏକ ହାଇୱା ଗୁରୁବାର ମଧ୍ୟାହ୍ନରେ ହୁତୁହୁତୁ ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri