Posted inଖେଳ

ଅଧିକ ରନ୍‌ ଦେବା ପରେ ବି ଏହି କାରଣ ପାଇଁ ସ୍ପିନରଙ୍କୁ ବୋଲିଂ ଦେଲେ କୋହଲି

ପୁଣେ,୨୬।୩ : ଇଂଲଣ୍ଡ ବିପକ୍ଷରେ ଏଠାରେ ଖେଳାଯାଇଥିବା ଦ୍ୱିତୀୟ ଦିନିକିଆରେ ଭାରତକୁ ଶୋଚନୀୟ ପରାଜୟ ଭୋଗ କରିବାକୁ ପଡ଼ିଛି। ଏହି ପରାଜୟ ଦଳର ପାଇଁ ଦୁଇ ସ୍ପିନରଙ୍କୁ ଦାୟୀ କରାଯାଇପାରେ। କାରଣ ଦୁହେଁ ୧୬ ଓଭରରେ ୧୫୬ ରନ୍‌ ଦେଇଥିଲେ। କୁଲଦ୍ୱୀପ ଯାଦବଙ୍କ ବଲରେ ୮ଟି ଛକା ଲାଗଇଥିଲେ ଇଂଲଣ୍ଡ ବ୍ୟାଟ୍ସମ୍ୟାନମାନେ। ଏହା ସତ୍ତ୍ୱେ ଅଧିନାୟକ ବିରାଟ କୋହଲି କୌଣସି ବିକଳ୍ପର ବ୍ୟବହାର କରି ନ ଥିଲେ। ଦଳରେ ହାର୍ଦ୍ଦିକ ପାଣ୍ଡ୍ୟା ଥିଲେ। କିନ୍ତୁ ତାଙ୍କୁ ବୋଲିଂ କରିବାକୁ ଦିଆଯାଇ ନ ଥିଲା।

ଆମକୁ ହାର୍ଦ୍ଦିକଙ୍କ ଓ୍ବାର୍କ ଲୋଡ୍‌ ମ୍ୟାନେଜ କରିବାକୁ ପଡ଼ିବ। ଆମକୁ କେଉଁଠି ତାଙ୍କର ଆବଶ୍ୟକତା ଅଛି, ତାହା ପ୍ରଥମେ ବୁଛିବାକୁ ହେବ। ତାଙ୍କୁ ଟି୨୦ରେ ବୋଲିଂ ଦେଉଛୁ । କିନ୍ତୁ ଦିନିକିଆରେ ନୁହେଁ। ଆଗକୁ ଇଂଲଣ୍ଡରେ ଟେଷ୍ଟ ସିରିଜ୍‌ ଖେଳିବାକୁ ଅଛି। ଏଣୁ ତାଙ୍କ ଫିଟ୍‌ ରହିବା ଦଳ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି ମ୍ୟାଚ୍‌ ଶେଷ ହେବା ପରେ ଅଧିନାୟକ କୋହଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁଙ୍କ ଆତ୍ମସମର୍ପଣ

କୋଇଡ଼ା, ୨୨।୭: ମାଓବାଦୀ ସଂଗଠନ ପାଇଁ ଏକ ବଡ଼ ଝଟକା ସୃଷ୍ଟି କରି ହାର୍ଡକୋର ମହିଳା ମାଓବାଦୀ ଅନିତା କିସ୍କୁ ଝାଡ଼ଖଣ୍ଡରେ ସୁରକ୍ଷା ବାହିନୀ ନିକଟରେ ଆତ୍ମସମର୍ପଣ…

ବିସ୍ଥାପନ ପାଇଁ ଦ୍ୱିତୀୟ ଦିନରେ କୁମିଆପାଲିରେ ପହଞ୍ଚିଲା ପ୍ରଶାସନ: ତାତିଲେ ଆଦିବାସୀ, ଧନୁତୀର ଧରି…

ବଲାଙ୍ଗୀର,୨୨ା୭(ସୁନିଲ କୁମାର ମହାନ୍ତି): ବୁଧବାର ଦ୍ୱିତୀୟ ଦିନରେ ଲୋୟର ସୁକତେଲ ଡ୍ୟାମ ପ୍ରଭାବିତ କୁମିଆପାଲି ଗାଁରେ ବିସ୍ଥାପନ ପ୍ରକ୍ରିୟା ଆରମ୍ଭ କରିବାକୁ ଜିଲା ପ୍ରଶାସନର ଟିମ୍‌ ପହଞ୍ଚିଥିଲା।…

୨୪ ଘଣ୍ଟାରେ ୬ ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ: ବନ୍ଧୁକ, ଖଣ୍ଡା ସହ ବାଇକ୍‌ ଜବତ କରି…

ପୁରୁଷୋତ୍ତମପୁର,୨୨ା୭(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ପୋଲିସକୁ ଏକ ବଡ଼ସଫଳତା ମିଳିଥିବା ବେଳେ ସହ ଅଭିଯୋଗର ୨୪ ଘଣ୍ଟା ମଧ୍ୟରେ ମୁଖ୍ୟ ଅଭିଯୁକ୍ତଙ୍କ ସମେତ ୬ ଜଣଙ୍କୁ…

ଭିଜିଲାନ୍ସ ଜାଲରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପ୍ରିନ୍ସିପାଲ, SHG ମହିଳାଙ୍କଠାରୁ…

ଭବାନୀପାଟଣା,୨୨ା୭(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଓଡିଶା ଆଦର୍ଶ ବିଦ୍ୟାଳୟର ଭାରପ୍ରାପ୍ତ ପ୍ରିନ୍ସିପାଲ ସୀତାକାନ୍ତ ରଣା ବୁଧବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ସ୍କୁଲରେ ନିୟୋଜିତ…

ଗଞ୍ଜେଇ ଚୋରା ଚାଲାଣର ସାମ୍ରାଜ୍ୟ ଚଳାଇଥିଲେ, ୨ ଯୁବକଙ୍କୁ ଧରି..

ଦାରିଙ୍ଗବାଡ଼ି,୨୨ା୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଗଞ୍ଜେଇ ପ୍ୟାକିଂ କରି ବାହାରକୁ ଚାଲାଣ କରୁଥିବା ୨ ଜଣିଆ ଟିମ୍‌କୁ…

ରାଜରାସ୍ତାରେ କଂଗ୍ରେସ-ଭାଜପାକର୍ମୀଙ୍କ ମଧ୍ୟରେ ସଂଘର୍ଷ; ମୁଣ୍ଡ ଫାଟିଲା, ଗାଡ଼ିର କାଚ…

ପାଟନା,୨୨।୭: ପ୍ରଧାନମନ୍ତ୍ରୀଙ୍କ ବାସଭବନ ବାହାରେ ରାହୁଲ ଗାନ୍ଧୀଙ୍କ ସମେତ ବିରୋଧୀ ନେତାମାନେ ଧାରଣାରେ ବସିଥିଲେ । ଏହାପରେ ବୁଧବାର ଭାଜପା ପକ୍ଷରୁ ପାଟନାରେ ଏକ ପ୍ରତିବାଦ ଶୋଭାଯାତ୍ରା…

ଜମ୍ମୁ-କାଶ୍ମୀରର ବଡ଼ ଆତଙ୍କବାଦୀ ଆକ୍ରମଣ: ଶହୀଦ ହୋଇଗଲେ…

ଶ୍ରୀନଗର,୨୨।୭: ଜମ୍ମୁ ଓ କାଶ୍ମୀରର ଅନନ୍ତନାଗରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲାଲ ଚୌକ ନିକଟରେ ଆତଙ୍କବାଦୀ ଆକ୍ରମଣରେ ଜଣେ କନଷ୍ଟେବଳ ଶହୀଦ ହୋଇଛନ୍ତି। ଆକ୍ରମଣକାରୀ…

ଦିଲ୍ଲୀରୁ ଆସି ବିସ୍ଫୋରକ ବୟାନ ଦେଲେ ନବୀନ: ସବୁଠି ଚାଲିଲା ଚର୍ଚ୍ଚା

ଭୁବନେଶ୍ୱର, ୨୨।୭: କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ଦାବିକୁ ପୁଣିଥରେ ଦୋହରାଇଛନ୍ତି ବିଜୁ ଜନତା ଦଳର ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri