Posted inଖେଳ

୧୩୨ ବର୍ଷ ରେକର୍ଡ ପୁନରାବୃତ୍ତି କଲେ କୋହଲି

ମୁମ୍ବାଇ,୩।୧୨: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ଚାଲିଥିବା ୨ ମ୍ୟାଚ୍‌ ଟେଷ୍ଟ ସିରିଜ ଦ୍ୱିତୀୟ ମ୍ୟାଚ୍‌ରେ ଅନେକ ନୂତନ ରେକର୍ଡ ସୃଷ୍ଟି ହୋଇଛି। ମୁମ୍ବାଇ ଟେଷ୍ଟରେ ବିରାଟ କୋହଲି ଅଧିନାୟକ ଭାବରେ ଦଳକୁ ଫେରିଥିଲେ ଏବଂ ଟସ ପାଇଁ ଓହ୍ଲାଇବା ମାତ୍ରେ ଟେଷ୍ଟ ଇତିହାସର ୧୩୨ ବର୍ଷ ପୁରୁଣା ରେକର୍ଡ ପୁନରାବୃତ୍ତି ହୋଇଥିଲା। ମୁମ୍ବାଇ ଟେଷ୍ଟରେ ଭାରତର ଅଧିନାୟକତା ବିରାଟ କୋହଲିଙ୍କ ହାତରେ ଏବଂ ନ୍ୟୁଜିଲାଣ୍ଡର ଅଧିନାୟିକତ୍ୱ ଟମ ଲାଥାମଙ୍କ ହାତରେ ଥିଲା। ଏହାପୂର୍ବରୁ କାନପୁରରେ ଅନୁଷ୍ଠିତ ସିରିଜର ପ୍ରଥମ ଟେଷ୍ଟରେ ଅଜିଙ୍କେ ରାହାନେ ଭାରତ ଏବଂ କେନ ୱିଲିୟମସନ କିୱି ଦଳର ଅଧିନାୟକ ହୋଇଥିଲେ। ଏହିପରି ୪ ଟି ଭିନ୍ନ ଭିନ୍ନ ସିରିଜ ଅଧିନାୟକ କରିଥିଲେ। ଟେଷ୍ଟ ଇତିହାସରେ ଏହା ଦ୍ୱିତୀୟ ଥର ଯେତେବେଳେ ୪ଟି ଖେଳାଳି ୨ଟି ଟେଷ୍ଟର ସିରିଜରେ ଦଳର ଅଧିନାୟକତ୍ୱ ଗ୍ରହଣ କରିଥିଲେ। ଏହାପୂର୍ବରୁ ୧୮୮୮-୮୯ ମସିହାରେ ଇଂଲଣ୍ଡ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଇଥିବା ସିରିଜରେ ଏହା ଘଟିଥିଲା। ଏବେ ମୁମ୍ବାଇ ଟେଷ୍ଟ ଏହା ଘଟିଛି।
ଏହାପୂର୍ବରୁ, ୧୮୯୯ ମସିହାରେ ଇଂଲଣ୍ଡ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୧୨ରୁ ୨୬ ମାର୍ଚ୍ଚ ମଧ୍ୟରେ ଦୁଇଟି ଟେଷ୍ଟ ଖେଳାଯାଇଥିଲା। ସିରିଜର ପ୍ରଥମ ମ୍ୟାଚ ପୋର୍ଟ ଏଲିଜାବେଥରେ ଅନୁଷ୍ଠିତ ହୋଇଥିଲା। ଇଂଲଣ୍ଡ ଏହି ମ୍ୟାଚକୁ ୮ ଉଇକେଟରେ ଜିତି ଥିଲା। ଏହି ମ୍ୟାଚ୍‌ରେ ଇଂଲଣ୍ଡକୁ ଆବରୀ ସ୍ମିଥ ଏବଂ ଦକ୍ଷିଣ ଆଫ୍ରିକାକୁ ଓଭେନ ଡନେଲ ଅଧିନାୟକତ୍ୱ କରିଥିଲେ। ଏହା ପରେ କେପଟାଉନରେ ଅନୁଷ୍ଠିତ ସିରିଜର ଦ୍ୱିତୀୟ ଟେଷ୍ଟରେ ଉଭୟ ଦଳର ଅଧିନାୟକଙ୍କୁ ପରିବର୍ତ୍ତନ କରାଯାଇଥିଲା। ମଣ୍ଟି ବୋଡେନ ଇଂଲଣ୍ଡ ଏବଂ ଦକ୍ଷିଣ ଆଫ୍ରିକାଙ୍କୁ ୱିଲିୟମ ମିଲଟନ ଅଧିନାୟକତ୍ୱ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହଷ୍ଟେଲ ଖାଦ୍ୟରେ ଝିଟିପିଟିି: ୫ ଛାତ୍ରୀ ଅସୁସ୍ଥ

ବନ୍ଧୁଗାଁ,୧୩ା୧୨(ବେଣୁଧର ଲାବାଲା)- କୋରାପୁଟ ଜିଲା ବନ୍ଧୁଗାଁ ବ୍ଲକ ସଦର ପଞ୍ଚାୟତ ବାଉଁଶପୁଟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ହଷ୍ଟେଲରେ ଝିଟିପିଟି ପଡ଼ିଥିବା ଭାତ ଖାଇ ୫...

ମାଓବାଦୀ ବିରୋଧୀ ଅଭିଯାନ: ୯୨ କୋଟିର ସମ୍ପତ୍ତି ଜବତ

ନୂଆଦଲ୍ଲୀ,୧୩ା୧୨: ଦେଶରେ ମାଓବାଦୀ ବିରୋଧୀ ଅଭିଯାନ ବେଳେ ୯୨ କୋଟି ଟଙ୍କାର ସମ୍ପତ୍ତି ଜବତ ହୋଇଛି। ବିଭିନ୍ନ ସୁରକ୍ଷା ଏଜେନ୍ସି ମିଳିତ ଚଢ଼ାଉ ଫଳରେ ମାଓବାଦୀମାନଙ୍କ...

ମହାନଦୀ ସଙ୍କଟ: ସ୍ପଷ୍ଟୀକରଣ ମାଗିଲେ ପ୍ରସନ୍ନ ଆଚାର୍ଯ୍ୟ

ବରଗଡ଼,୧୩ା୧୨(ପ୍ରେମାନନ୍ଦ ଖମାରୀ): ମହାନଦୀ ଜଳ ବିବାଦ ତଥା ମହାନଦୀ ସଙ୍କଟକୁ ନେଇ ବିଜେଡ଼ି ପୁଣି ରାଜ୍ୟ, କେନ୍ଦ୍ର ସରକାରକୁ ଘେରିବା ଆରମ୍ଭ କରିଛି। ଓଡ଼ିଶା ଏବଂ...

ପୂର୍ବତନ ବାୟୁସେନା ଅଧିକାରୀ ଗିରଫ

ଗୁଆହାଟୀ,୧୩ା୧୨: ପାକିସ୍ତାନ ଗୁପ୍ତଚରଗିରି ନେଟ୍‌ଓ୍ବର୍କ ସହ ସମ୍ପୃକ୍ତି ଅଭିଯୋଗରେ ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଅଫିସରଙ୍କୁ ଆସାମ ପୋଲିସ ଗିରଫ କରିଛି। ଅଭିଯୁକ୍ତ କୁଳେନ୍ଦ୍ର ଶର୍ମାଙ୍କ...

ବୃଦ୍ଧଙ୍କୁ ନଦୀପଠାରେ ହତ୍ୟା ଘଟଣା: ଜେଲ୍‌ ଗଲେ ମହିଳା ଅଭିଯୁକ୍ତ

ଦିଗପହଣ୍ଡି,୧୩ା୧୨(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ନୂଆପଡ଼ା ଗ୍ରାମ ନିକଟ ବାହୁଦା ନଦୀପଠାରେ ଗ୍ରାମର ବୃଦ୍ଧ ନାରାୟଣ ପ୍ରଧାନ(୬୧)ଙ୍କୁ ହତ୍ୟା ଘଟଣାରେ ତଦନ୍ତକାରୀ...

ରିକି କେଜ୍‌ଙ୍କ ଘରୁ ଚୋରି: ଅଭିଯୁକ୍ତଙ୍କୁ ଚିହ୍ନଟ କରିବାରେ ସହାୟତା କରିବାକୁ ନିବେଦନ

ବେଙ୍ଗାଲୁରୁ,୧୩ା୧୨: ଗ୍ରାମୀ ପୁରସ୍କାର ବିଜେତା ତଥା ବିଶିଷ୍ଟ ସଙ୍ଗୀତଜ୍ଞ ରିକି କେଜ୍‌ଙ୍କ ଘରୁ ଚୋରି ହୋଇଥିବା ଅଭିଯୋଗ ହୋଇଛି। ଘରୁ ଏକ ସମ୍ପ୍‌ କଭର ଚୋରି...

ହାଡ଼ଭଙ୍ଗା ଶୀତରେ ଥରୁଛି ଥୁଆମୂଳ ରାମପୁର: ନିଆଁ ଭରସାରେ ଦୁର୍ଗମବାସୀ

ଥୁଆମୂଳ ରାମପୁର,୧୩ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ କିଛିଦିନ ଧରି ପାରଦ ଖସିବାରେ ଲାଗିଛି। ଦୁର୍ଗମ ଅଞ୍ଚଳ ଥୁଆମୂଳ ରାମପୁର ବ୍ଲକ ଅଞ୍ଚଳରେ ମଧ୍ୟ ପାରଦ ୫ରୁ...

ମଣ୍ଡିରୁ ଉଠୁନି ଧାନ: ବଢୁଛି ଚାଷୀ ଅସନ୍ତୋଷ

ନୂଆପଡ଼ା,୧୨ା୧୨(ମକାରୁ ବେମାଲ): ନୂଆପଡ଼ା ଜିଲାରେ ମଣ୍ଡି ଆରମ୍ଭର ୧୦ ଦିନ ବିତିଯାଇଥିଲେ ମଧ୍ୟ କୌଣସି ମଣ୍ଡିରେ ଧାନ ଉଠା ନ ଯିବା ନେଇ ଶୁକ୍ରବାର ନୂଆପଡା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri