Posted inଖେଳ

୪ ମାସ ପରେ ଭାରତ ଫେରିଲେ କୋହଲି

ନୂଆଦିଲ୍ଲୀ, ୧୪।୧୦: ଷ୍ଟାର ଭାରତୀୟ ବ୍ୟାଟର ବିରାଟ କୋହଲି ମଙ୍ଗଳବାର ଦିଲ୍ଲୀରେ ପହଞ୍ଚିଛନ୍ତି। ସେ ଭାରତୀୟ ଦଳର ଅବଶିଷ୍ଟ ଖେଳାଳିଙ୍କ ସହ ଅଷ୍ଟ୍ରେଲିଆ ଟୁର କରିବେ।

ଆସନ୍ତା ୧୯ ତାରିଖରୁ ଅଷ୍ଟ୍ରେଲିଆରେ ଆରମ୍ଭ ହେବାକୁ ଥିବା ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ଲାଗି କୋହଲିଙ୍କୁ ଭାରତୀୟ ଦଳରେ ସାମିଲ କରାଯାଇଛି। ଏବେ କୋହଲି ତାଙ୍କ ପତ୍ନୀ ଅନୁଷ୍କା ଶର୍ମା ଓ ଦୁଇ ଛୁଆଙ୍କ ସହ ଲଣ୍ଡନରେ ରହୁଛନ୍ତି। ସେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସହ ପ୍ରଥମ ଆଇପିଏଲ ଟ୍ରଫି ଜିତିବା ପରେ ଜୁନରେ ଦେଶ ଛାଡ଼ି ଥିଲେ। ସେ ୪ ମାସ ପରେ ଭାରତକୁ ଫେରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

୧୨ ବର୍ଷ ପରେ ସିଂହ ରାଶିରେ ଘଟୁଛି ଅଦ୍ଭୁତ ଘଟଣା: ୨୦୨୭ ଯାଏ ୩ ରାଶି ପାଇଁ ସୁବର୍ଣ୍ଣ ସମୟ, ମାଲାମାଲ ସହ ନୂଆ ଚାକିରି…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଆସନ୍ତା ୩୧ ଅକ୍ଟୋବର ୨୦୨୬ରେ ଗୁରୁ ଗ୍ରହ ଏକ ବଡ଼ ରାଶି ପରିବର୍ତ୍ତନ କରିବେ। ଦିନ ୧୨ଟା ୦୧ ମିନିଟରେ ଗୁରୁ…

ବଡ଼ ଭୁଲ୍‌ କରିଦେଲେ ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ: ବିସ୍ଫୋରକ ବ୍ୟାଟିଂ କରୁଥିବାବେଳେ…

ନୂଆଦିଲ୍ଲୀ,୨୧।୯: ଅଷ୍ଟ୍ରେଲିଆ ଅଣ୍ଡର-୧୯ ବିପକ୍ଷ ମ୍ୟାଚ୍‌ରେ ଭାରତୀୟ ଯୁବ ବ୍ୟାଟର ତଥା ବୀରେନ୍ଦ୍ର ସେହ୍ବାଗଙ୍କ ପୁଅ ଆର୍ଯ୍ୟବୀର ସେହ୍ବାଗ ନିଜ ବ୍ୟାଟିଂରେ ପୁଣିଥରେ ପ୍ରଭାବିତ କରିଛନ୍ତି। ଓପନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?