କୋହଲି ନେଲେ କରୋନା ଟିକା: ଇନଷ୍ଟାଗ୍ରାମ୍‌ରେ କଲେ ଫଟୋ ଅପଲୋଡ୍‌…

ନୂଆଦିଲ୍ଲୀ,୧୦।୫: ଟିମ୍‌ ଇଣ୍ଡିଆର ଅଧିନାୟକ କ୍ରିକେଟର ବିରାଟ କୋହଲି କରୋନା ଟିକାର ପ୍ରଥମ ଡୋଜ୍‌ ନେଇଛନ୍ତି। ଜୁନ୍‌ ୨ରେ ଟିମ୍‌ ଇଣ୍ଡିଆ ଇଂଲଣ୍ଡ ଗସ୍ତରେ ଯିବାର କାର୍ଯ୍ୟକ୍ରମ ରହିଛି। ଏହା ପୂର୍ବରୁ ଟିମ୍‌ ଇଣ୍ଡିଆ ସଦସ୍ୟଙ୍କୁ କରୋନା ପ୍ରତିଷେଧକ ଟିକାଦାନ କରାଯାଉଛି। କୋହଲି ଟିକା ନେବା ପରେ ଏହାର ଫଟୋକୁ ଇନଷ୍ଟାଗ୍ରାମ୍‌ରେ ଅପଲୋଡ୍‌ କରିଛନ୍ତି। କରୋନା ଟିକା ସମସ୍ତେ ନେବା ପାଇଁ ସେ ଦେଶବାସୀଙ୍କୁ ଅପିଲ୍‌ କରିଛନ୍ତି। ସୂଚନାଯୋଗ୍ୟ, ଟିମ୍‌ ଇଣ୍ଡିଆ ଜୁନ୍‌ ୧୮ରୁ ୨୨ ପର୍ଯ୍ୟନ୍ତ ଇଂଲଣ୍ଡରେ ଓ୍ବାଲର୍‌ଡ ଟେଷ୍ଟ୍‌ ଚମ୍ପିୟନଶିପ୍‌ ଖେଳିବ। ଏହାପରେ ଅଗଷ୍ଟ-ସେପ୍ଟେମ୍ବରରେ ଇଂଳଣ୍ଡ ସହିତ ଟିମ୍‌ ଇଣ୍ଡିଆ ୫ଟି ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ୍‌ ସିରିଜ୍‌ ଖେଳିବାର କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

୨୪ ଘଣ୍ଟାରେ କରୋନା ମୃତ୍ୟୁ ସଂଖ୍ୟା ୧ହଜାର ମୁହାଁ

ନୂଆଦିଲ୍ଲୀ,୧୫।୮: ଦେଶରେ କରୋନା ସ୍ଥିତି ବେଳକୁ ବେଳ ବିଗିଡିବାରେ ଲାଗିଛି। ଗତ ୨୪ ଘଣ୍ଟାରେ ଦେଶରେ ୬୫,୦୦୨ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯିବା ପରେ ଏବେ...

‘କୋହଲିଙ୍କ ଭଳି କଠିନ ପରିଶ୍ରମ କର’

ଚେନ୍ନାଇ,୧୩।୧୨(ପି.ଟି.): ଓ୍ବେଷ୍ଟଇଣ୍ଡିଜ ଆସିଷ୍ଟାଣ୍ଟ କୋଚ୍‌ ରୋଡି ଇଷ୍ଟ୍‌ଓ୍ବିକ୍‌ ନିଜ ଖେଳାଳିମାନଙ୍କୁ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ଭଳି କଠିନ ପରଶ୍ରମ କରିବାକୁ ପରାମର୍ଶ ଦେଇଛନ୍ତି। ନିଜ...

ସ୍ବତନ୍ତ୍ର କ୍ଲବରେ ରୋହିତ-ଧାଓ୍ବନ

ଲଣ୍ଡନ,୯ା୬: ଭାରତୀୟ କ୍ରିକେଟ ଦଳର ଓପ୍‌ନିଂ ବ୍ୟାଟ୍ସମ୍ୟାନ ରୋହିତ ଶର୍ମା ଓ ଶିଖର ଧାଓ୍ବନ ସ୍ବତନ୍ତ୍ର କ୍ଲବରେ ସ୍ଥାନ ପାଇଛନ୍ତି। ଏହି ଦୁଇ ବ୍ୟାଟ୍ସମ୍ୟାନଙ୍କ ଯୋଡ଼ି...

ସୁଷମା ସ୍ବରାଜଙ୍କ ବିୟୋଗ: ଶୋକାକୁଳ କ୍ରୀଡ଼ା ଜଗତ

ନୂଆଦିଲ୍ଲୀ,୭।୮- ପୂର୍ବତନ ବହିର୍ବ୍ୟାପାର ମନ୍ତ୍ରୀ ତଥା ପୂର୍ବତନ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ସୁଷମା ସ୍ବରାଜଙ୍କ ବିୟୋଗ ପରେ ଶୋକାକୁଳ ହୋଇପଡ଼ିଛି ଦେଶର କ୍ରୀଡ଼ା ଜଗତ। ମଙ୍ଗଳବାର ହୃଦ୍‌ଘାତ...

ଓଡବ୍ଲ୍ୟୁଏସିର ମହିଳା ବାଇକ୍‌ ରାଲି

ଭୁବନେଶ୍ୱର, ୨୩।୯(କ୍ରୀଡ଼ା ପ୍ରତିନିଧି)- ଓଡ଼ିଶା ଓମେନ୍ସ ଆଡ୍‌ଭେଞ୍ଚର କ୍ଲବ (ଓଡବ୍ଲ୍ୟୁଏସି) ଆନୁକୂଲ୍ୟରେ ରବିବାର ଏକ ମହିଳା ବାଇକ୍‌ ରାଲି ଆୟୋଜିତ ହୋଇଛି। ଏହି ରାଲି ମାଷ୍ଟରକ୍ୟାଣ୍ଟିନ...

ନାଡାଲଙ୍କୁ ଟାଇଟଲ

ରୋମ୍‌, ୨୦ା୫- ରାଫାଲ ନାଡାଲ ଇଟାଲିଆନ ଓପନ ଟେନିସ୍‌ ପୁରୁଷ ସିଙ୍ଗଲ୍ସ ଚାମ୍ପିୟନ ହୋଇଛନ୍ତି। ରବିବାର ଅନୁଷ୍ଠିତ ଫାଇନାଲରେ ବିଶ୍ୱର ୨ ନମ୍ବର ମାନ୍ୟତାପ୍ରାପ୍ତ ନାଡାଲ...

୧୪୪୦ ସ୍ବାବ୍‌ ନମୁନାରୁ ୧୦୨୮ ରିପୋର୍ଟ ଆସିଛି

ଝାରସୁଗୁଡ଼ା ଅଫିସ,୧୨ା୫: ଝାରସୁଗୁଡ଼ା ଜିଲାର ଜଣେ ଯୁବତୀ ଓ ଜଣେ ମହିଳା କରୋନାରେ ଆକ୍ରାନ୍ତ ହୋଇଥିଲେ। ସୋମବାର ଉଭୟ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କୁ ୧୪ଦିନ...

ଜାତୀୟ ସିନିୟର ଚୟନ ପ୍ୟାନେଲ: ପୂର୍ବାଞ୍ଚଳରୁ ଦେବାଶିଷ, ଶିବସୁନ୍ଦର ଆଗରେ

ନୂଆଦିଲ୍ଲୀ, ୧୬ା୧୧- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ)ର ନ୍ୟାଶନାଲ ସିଲେକ୍ସନ ପ୍ୟାନେଲ ନୂଆରୂପ ନେବାକୁ ଯାଉଛି। ଖାଲି ପଡ଼ିଥିବା ପଦବୀଗୁଡ଼ିକ ଲାଗି ପୂର୍ବାଞ୍ଚଳରୁ ଓଡ଼ିଶାର ଶିବ...

Advertisement
Archives

Model This Week