Posted inଖେଳ

ଶସ୍ତାରେ ଚାଲିଗଲେ କୋହଲି, ଖାତା ଖୋଲିପାରିଲେନି ଡିଭିଲର୍ସ

ଆବୁ ଧାବି,୨୦।୯: ଏଠାରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ବିପକ୍ଷରେ ଚାଲିଥିବା ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗଲୋର (ଆରସିବି) ପ୍ରାରମ୍ଭିକ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଏପର୍ଯ୍ୟନ୍ତ ୧୦ ଓଭରରେ ୪ ପ୍ରମୁଖ ବ୍ୟାଟ୍ସମ୍ୟାନଙ୍କ ଉଇକେଟ ହରାଇ ମାତ୍ର ୫୪ ରନ୍‌ କରିଛି ଆର୍‌ସିବି।

ଅଧିନାୟକ ବିରାଟ କୋହଲି (୫) ଓ ଓପନର ଦେବଦତ୍ତ ପାଡିକଲ (୨୨) ଶସ୍ତାରେ ଆଉଟ୍‌ ହୋଇଥିବା ପ୍ରଥମ ବଲରେ କ୍ଲିନ ବୋଲ୍ଡ ହୋଇ ପ୍ୟାଭିଲିଅନ ଫେରିଛନ୍ତି ଏବି ଡି’ ଭିଭିଲର୍ସ। ଏବେ କ୍ରିଜ୍‌ରେ ଦଳୀୟ ସ୍ଥିତି ସୁଧାରିବାକୁ ଚେଷ୍ଟା କରୁଛନ୍ତି ଗ୍ଲେନ ମ୍ୟାକ୍ସଓ୍ବେଲ (୬) ଓ ସଚିନ ବେବିଙ୍କ ଯୋଡ଼ି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଟ୍ରକ ଡାଲାରେ ବସି କ୍ରିକେଟ ଖେଳିବାକୁ ଯାଉଥିଲେ ଏହି ଖେଳାଳି

ଭାରତୀୟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଆଜି ୨୬ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୯୩ ମସିହା, ଅକ୍ଟୋବର ୧୧ରେ ଗୁଜରାଟର ସୁରତରେ ଜନ୍ମଗ୍ରହଣ କରିଥିବା...

ଜନ୍ମଦିନରେ ରାହୁଲଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରେମିକା: ଜବାବରେ ମିଳିଲା…

ଭାରତୀୟ କ୍ରିକେଟର୍‌ କେ.ଏଲ ରାହୁଲ ଏବେ ଜବରଦସ୍ତ ଫର୍ମରେ ଅଛନ୍ତି। ଆଇପିଏଲ୍‌ ୨୦୨୨ରେ ସେ ଚମତ୍କାର ବ୍ୟାଟିଂ କରୁଛନ୍ତି। ଗତକାଲି ଅର୍ଥାତ୍‌ ଏପ୍ରିଲ ୧୮ରେ ସେ...

ଠାକୁରଙ୍କ ଜୀବନ ବଦଳାଇ ଦେଇଥିଲେ ଧୋନୀ

ଓଭାଲ୍‌,୮।୯: ଇଂଲଣ୍ଡ ବିପକ୍ଷ ଓଭାଲ ଟେଷ୍ଟରେ ବିଜୟ ପରେ ଶାର୍ଦ୍ଦୁଳ ଠାକୁରଙ୍କ ନାମ ସବୁଆଡେ ଚର୍ଚ୍ଚା ହେଉଛି। ଓଭାଲ ଟେଷ୍ଟରେ ଟିମ ଇଣ୍ଡିଆର ଐତିହାସିକ ବିଜୟରେ...

ଏଲ୍‌ଏସ୍‌ଜି ବିଜୟୀ…

ମୁମ୍ବାଇ, ୧୬।୪ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣରେ ଶନିବାର ଲକ୍ଷ୍ନୌ ସୁପର ଜ୍ୟାଣ୍ଟସ୍‌(ଏଲ୍‌ଏସ୍‌ଜି) ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ବିପକ୍ଷରେ ବିଜୟୀ ହୋଇଛି।  ମହାରାଷ୍ଟ୍ର ମୁମ୍ବାଇର ବ୍ରେବୋର୍ନ...

ଦକ୍ଷିଣ ଆଫ୍ରିକା ଟି୨୦ ଦଳରେ ପରିବର୍ତ୍ତନ

ଜୋହାନ୍ସବର୍ଗ,୫।୯(ପିଟି): ଆସନ୍ତା ୧୫ ତାରିଖରୁ ଭାରତ ବିପକ୍ଷରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ଘୋଷିତ ଦକ୍ଷିଣ ଆଫ୍ରିକା ଦଳରେ ପରିବର୍ତ୍ତନ ହୋଇଛି।...

ଆଜିର ଦିନରେ ଇତିହାସ ରଚିଥିଲେ ସଚିନ

ନୂଆଦିଲ୍ଲୀ,୧୬।୩- କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର ଠିକ୍‌ ୮ ବର୍ଷ ପୂର୍ବେ ଇତିହାସ ରଚିଥିଲେ। ଅନ୍ତର୍ଜାତୀୟ କ୍ରିକେଟରେ ୧୦୦ତମ ଶତକ ହାସଲ କରିଥିଲେ ମାଷ୍ଟର ବ୍ଲାଷ୍ଟର...

କୋହଲିଙ୍କ ନିକଟରେ ସଚିନଙ୍କ ସମକକ୍ଷ ହେବାର ସୁଯୋଗ

ମୁମ୍ବାଇ,୧୩।୧(ପି.ଟି.)- ଏଠାରେ ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ମଙ୍ଗଳବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯିବ। ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲିଙ୍କ ନିକଟରେ ସଚିନ ତେନ୍ଦୁଲକରଙ୍କ...

ଟିମ୍‌ ଇଣ୍ଡିଆର ନୂଆ ଜର୍ସି: କଂଗ୍ରେସ ସମର୍ଥକ କ୍ଷୁବ୍ଧ

ବର୍ମିଂହାମ,୨୯।୬- ଭାରତୀୟ ଦଳ ତା’ର ପରବର୍ତ୍ତୀ ଇଂଲଣ୍ଡ ବିପକ୍ଷ ଲିଗ୍‌ ପର୍ଯ୍ୟାୟ ମ୍ୟାଚ୍‌ରେ କମଳା ରଙ୍ଗର ଜର୍ସି ପିନ୍ଧିବ। ଜର୍ସିର ନୂଆ ଲୁକ୍‌ ସାମ୍ନାକୁ ଆସିବା...

Advertisement
Archives

Model This Week