Posted inଖେଳ

ମାତ୍ର ୩୫ ରନ୍‌ କରିବା ମାତ୍ରେ ଇତିହାସ ରଚିବେ କୋହଲି: ଭାଙ୍ଗିବେ ‘ବିରାଟ’ ରେକର୍ଡ

ନୂଆଦିଲ୍ଲୀ,୨୬।୯:ଭାରତୀୟ ଦଳର ତାରକା ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କ ନଜର ଏକ ବଡ଼ ରେକର୍ଡ ଉପରେ ରହିଛି। କାନପୁର ଟେଷ୍ଟରେ ସେ ମହାନ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିବାର ସୁଯୋଗ ରହିଛି। କିଙ୍ଗ କୋହଲି ଅନ୍ତର୍ଜାତୀୟ କ୍ରିକେଟରେ ୨୭ ହଜାର ରନ ଆକଳନରୁ ମାତ୍ର ୩୫ ରନ ଦୂରରେ ଅଛନ୍ତି।
ଚେନ୍ନାଇ ଟେଷ୍ଟ ପୂର୍ବରୁ ସେ ଏହି ଆକଳନରୁ ୫୮ ରନ ଦୂରରେ ଥିଲେ। ଅନ୍ତର୍ଜାତୀୟ କ୍ରିକେଟରେ ୨୭ ହଜାର ରନ୍‌ରେ ପହଞ୍ଚିବାରେ ତେନ୍ଦୁଲକର ଦ୍ରୁତତମ ଖେଳାଳି। ସେ ୬୨୩ ଇନିଂସରେ (୨୨୬ ଟେଷ୍ଟ ଇନିଂସ, ୩୯୬ ଦିନିକିଆ ଇନିଂସ, ଗୋଟିଏ ଟି-୨୦ ଇନିଂସ) ରେ ଏହା କରିଥିଲେ। କୋହଲି ଏପର୍ଯ୍ୟନ୍ତ ସମସ୍ତ ଫର୍ମାଟ ସହିତ ୫୯୩ ଇନିଂସରେ ୨୬୯୬୫ ରନ ସ୍କୋର କରିଛନ୍ତି।

ସଚିନ ତେନ୍ଦୁଲକର   ୬୬୪   ୩୪୩୫୭
କୁମାର ସାଙ୍ଗାକାରା  ୫୯୪     ୨୮୦୧୬
ରିକି ପଣ୍ଟିଂ               ୫୬୦     ୨୭୪୮୩
ବିରାଟ କୋହଲି      ୫୩୪    ୨୬୯୬୫
ମହେଲା ଜୟବର୍ଦ୍ଧନେ   ୬୫୨   ୨୫୯୫୭

 

 

 


Enter your email to get our daily news in your inbox.

All Right Reserved By Dharitri.Com

ମଣିପୁରରେ ପୁଣି ହିଂସା

ଇମ୍ଫାଲ,୫ା୨: ମଣିପୁରର କୁକି ଅଧ୍ୟୁଷିତ ଚୁରାଚାନ୍ଦପୁର ଜିଲାରେ ଗୁରୁବାର ସନ୍ଧ୍ୟାରେ ହିଂସାକାଣ୍ଡ ଦେଖାଦେଇଛି। ରାଜ୍ୟରେ ଭାଜପା ନେତୃତ୍ୱଧୀନ ସରକାରରେ ବିଧାୟିକା ନେମ୍‌ଚା କିପ୍‌ଗେନ୍‌ଙ୍କୁ ଉପମୁଖ୍ୟମନ୍ତ୍ରୀ କରାଯିବାକୁ ବିରୋଧକରି…

ଇତିହାସ ରଚିଲା RCB: ଦ୍ୱିତୀୟ ଥର ପାଇଁ WPL ଚାମ୍ପିଅନ୍, ଲଗାତାର ଚତୁର୍ଥ ଥର ଫାଇନାଲ୍ ହାରିଲା ଦିଲ୍ଲୀ

ଭଦୋଦରା,୫।୨: ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ର ରୋମାଞ୍ଚକର ଫାଇନାଲ୍ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସକୁ ୬ ୱିକେଟରେ ପରାସ୍ତ କରି ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ଦ୍ୱିତୀୟ…

ବରଗଡ଼ରେ ଗୋଷ୍ଠୀ ସଂଘର୍ଷ: ବୁଲିଲା ଭୁଜାଲି, ଜଣେ ମୃତ, ୨ଗୁରୁତର

ବରଗଡ଼,୫।୨(ପ୍ରେମାନନ୍ଦ ଖମାରୀ): ବରଗଡ ସହର ହାଟପଦା ସାଇ ମନ୍ଦିର ପାଖରେ ଗୁରୁବାର ସନ୍ଧ୍ୟାରେ ଗୋଷ୍ଠୀ ସଂଘର୍ଷ ହୋଇଛି । କୌଣସି ଏକ କାରଣକୁ ନେଇ ୨ ଗୋଷ୍ଠୀ…

ଲୁଚି ଲୁଚି ଏହି ଅଭିନେତ୍ରୀଙ୍କ ସହ ନିର୍ବନ୍ଧ କଲେ ଏଲଭିଶ ଯାଦବ, ଫଟୋ ଭାଇରାଲ

ମୁମ୍ବାଇ: ଲୋକପ୍ରିୟ ୟୁଟ୍ୟୁବର୍ ଏଲଭିଶ ଯାଦବ ଏବଂ ଅଭିନେତ୍ରୀ ଜିଆ ଶଙ୍କରଙ୍କୁ ନେଇ ଏବେ ସୋସିଆଲ ମିଡିଆରେ ଜୋରଦାର ଚର୍ଚ୍ଚା ଚାଲିଛି। ନିକଟରେ ଏଲଭିଶ ଏକ ରହସ୍ୟମୟ…

ଟି-୨୦ ବିଶ୍ୱକପ ପୂର୍ବରୁ ବେନ୍ ଷ୍ଟୋକ୍ସଙ୍କୁ ଶକ୍ତ ଧକ୍କା: ମୁହଁରେ ବଲ୍ ବାଜି ବିଗିଡ଼ିଗଲା ଚେହେରା

ନୂଆଦିଲ୍ଲୀ,୫।୨: ଟି-୨୦ ବିଶ୍ୱକପ ପୂର୍ବରୁ ଇଂଲଣ୍ଡର ଷ୍ଟାର ଅଲରାଉଣ୍ଡର ବେନ୍ ଷ୍ଟୋକ୍ସ ଏକ ବଡ଼ ଦୁର୍ଘଟଣାର ଶିକାର ହୋଇଛନ୍ତି। ଅଭ୍ୟାସ ସମୟରେ ତାଙ୍କ ମୁହଁରେ ଗଭୀର ଆଘାତ…

ହାଟରୁ ସଉଦା ଧରି ଘରକୁ ଫେରୁଥିଲେ, ହେଲେ ବାଟରେ…

ଆନନ୍ଦପୁର,୫।୨(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ଥାନା ୨୦ ନମ୍ବର ଜାତୀୟ ରାଜପଥ କନ୍ତୋ ଛକଠାରେ ଗୁରୁବାର ଏକ ଦୁର୍ଘଟଣା ଘଟିଛି। ଏକ ଅଜଣା…

ବିପଦରେ ସୁନେତ୍ରା ପାଓ୍ବାରଙ୍କ ଉପ ମୁଖ୍ୟମନ୍ତ୍ରୀ ପଦ! କାହିଁକି ଉଠୁଛି ଏମିତି ପ୍ରଶ୍ନ? ଉତ୍ତର ରଖିଲା NCP

ମୁମ୍ବାଇ,୫।୨: ଗଣମାଧ୍ୟମ ସହିତ ଏକ ସ୍ବତନ୍ତ୍ର ସାକ୍ଷାତକାରରେ, ମହାରାଷ୍ଟ୍ରର ଏନସିପି ଅଧ୍ୟକ୍ଷ ସୁନୀଲ ତଟକରେ ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବରେ ନିଯୁକ୍ତି ସମେତ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ…

BEd ସମ୍ପର୍କରେ ବଡ଼ ଅପଡେଟ୍, ସରକାର ଜାରି କଲେ ବିଜ୍ଞପ୍ତି, ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୫।୨: ଶିକ୍ଷକତାକୁ ନିଜର ବୃତ୍ତି ଭାବେ ଗ୍ରହଣ କରିବାକୁ ଚାହୁଁଥିବା ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର। ଉତ୍ତର ପ୍ରଦେଶ ଝାନ୍‌ସୀସ୍ଥିତ ବୁନ୍ଦେଲଖଣ୍ଡ ବିଶ୍ୱବିଦ୍ୟାଳୟ ପକ୍ଷରୁ ‘ୟୁପି BEd…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri