Posted inଖେଳ

ପ୍ରଥମେ ବ୍ୟାଟିଂ କରିବ ଆର୍‌ସିବି

ଆବୁ ଧାବି,୨୦।୯: କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌) ବିପକ୍ଷ ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗଲୋର (ଆରସିବି) ଦଳର ଅଧିନାୟକ ବିରାଟ କୋହଲି। ତେବେ କୋହଲିଙ୍କ ନେତୃତ୍ୱାଧୀନ ଦଳ ଏହି ମ୍ୟାଚ୍‌ରେ ସବୁଜ ଜର୍ସି ପିନ୍ଧି ପଡ଼ିଆକୁ ଓହ୍ଲାଇବ। ଏହି ମ୍ୟାଚ୍‌ ଜରିଆରେ କେ ଏସ୍‌ ଭରତ ଓ ଓ୍ବାନିନ୍ଦୁ ହାସରଙ୍ଗା ଆଇପିଏଲ ପଦାର୍ପଣ କରିବେ।

ପିଚ୍‌ ଆରମ୍ଭରୁ ବ୍ୟାଟ୍ସମ୍ୟାନଙ୍କୁ ସୁହାଇବ। କିନ୍ତୁ ଧିରେ ଧିରେ ଏଠାରେ ବ୍ୟାଟିଂ କରିବା କଷ୍ଟକର ପଡ଼ିବ। ଏହାକୁ ଦୃଷ୍ଟିରେ ରଖି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିବା କୋହଲି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବେଜିଂ ଅଲିମ୍ପିକ୍ସର କୂଟନୈତିକ ବହିଷ୍କାର କଲା ଆମେରିକା…

ଓ୍ବାଶିଂଟନ,୭।୧୨: ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ୍‌ଙ୍କ ସରକାର ଏକ ବଡ ଘୋଷଣା କରିଛନ୍ତି। ଚାଇନାରେ ୨୦୨୨ରେ ହେବାକୁୂଥିବା ଶୀତକାଳୀନ ଅଲିମ୍ପିକ୍ସ ଖେଳକୁ କୂଟନୈତିକ ଭାବରେ ବହିଷ୍କାର...

ନାଲ୍‌କୋ ଓପନ ଟେନିସ: ଅନମ, ଅଂଶୁ ଚାମ୍ପିୟନ

ଭୁବନେଶ୍ୱର, ୧୬।୧୨(କ୍ରୀଡ଼ା ପ୍ରତିନିଧି)- ନାଲ୍‌କୋ ଓପନ ଟେନିସ ଟୁର୍ନାମେଣ୍ଟ ରବିବାର କଳିଙ୍ଗ ଷ୍ଟାଡିୟମରେ ଉଦ୍‌ଯାପିତ ହୋଇଛି। ଏହାର ମହିଳା ବିଭାଗରେ ଟପ୍‌ ସିଡ୍‌ ଅନମ ଆଲମାସ...

ବିଶ୍ୱକପ ଫାଇନାଲ: ଇଂଲଣ୍ଡର ବିଜୟ ଲକ୍ଷ୍ୟ ୨୪୨

ଲର୍ଡସ, ୧୪।୭: ଐତିହାସିକ ଲର୍ଡସରେ ରବିବାର ଅନୁଷ୍ଠିତ ବିଶ୍ୱକପ ଫାଇନାଲରେ ଆୟୋଜକ ଇଂଲଣ୍ଡ ସାମ୍ନାରେ ୨୪୨ରନ୍‌ର ବିଜୟ ଲକ୍ଷ୍ୟ ରଖିଛି ନ୍ୟୁଜିଲାଣ୍ଡ। ଟସ୍‌ ଜିତି ପ୍ରଥମେ...

ବେୟାରଷ୍ଟୋଙ୍କୁ ଆଇସିସିର ଭର୍ତ୍ସନା

ଦୁବାଇ, ୧୨ା୧୧ (ପି.ଟି.)-ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ସୋମବାର ଇଂଲଣ୍ଡର ଷ୍ଟାର ବ୍ୟାଟ୍ସମ୍ୟାନ ଜନି ବେୟାରଷ୍ଟୋଙ୍କୁ ଭର୍ତ୍ସନା କରିଛି। ଅକ୍‌ଲାଣ୍ଡର ଇଡେନପାର୍କଠାରେ ନ୍ୟୁଜିଲାଣ୍ଡ ବିପକ୍ଷ ସିରିଜ...

କଟକରେ ରେକର୍ଡ ଭାଙ୍ଗିପାରନ୍ତି ରୋହିତ

ଭୁବନେଶ୍ୱର,୨୦।୧୨- କଟକ ବାରବାଟୀ ଷ୍ଟାଡିୟମରେ ରବିବାର ଓ୍ବେଷ୍ଟଇଣ୍ଡିଜ ଓ ଭାରତ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ର ନିର୍ଣ୍ଣାୟକ ମ୍ୟାଚ୍‌ ଖେଳାଯିବ। ଏହି ମ୍ୟାଚ୍‌ରେ ଭାରତୀୟ...

ଇରିଶ ପାରା-ବ୍ୟାଡ୍‌ମିଣ୍ଟନ: ଓଡ଼ିଶାର ପ୍ରମୋଦଙ୍କୁ ଡବଲ୍‌ ସ୍ବର୍ଣ୍ଣ

ଭୁବନେଶ୍ୱର, ୨୪।୬(ସ୍ପୋଟର୍‌ସ ବ୍ୟୁରୋ)- ଆୟର୍ଲାଣ୍ଡର ଡବ୍‌ଲିନଠାରେ ଶେଷ ହୋଇଥିବା ଇରିଶ ପାରା-ବ୍ୟାଡ୍‌ମିଣ୍ଟନ ପ୍ରତିଯୋଗିତାରେ ଓଡ଼ିଆ ତାରକା ପ୍ରମୋଦ ଭଗତ ୨ଟି ସ୍ବର୍ଣ୍ଣ ପଦକ ଜିତିଛନ୍ତି। ଡବ୍‌ଲିନର...

ଭାରତର ଏହି ଖେଲାଳିଙ୍କୁ କ୍ରିକେଟର ଖ୍ରୀଷ୍ଟିଆନୋ ରୋନାଲଡୋ କହିଲେ ବ୍ରାଏନ ଲାରା

ଖୋର୍ଦ୍ଧା ଅଫିସ୍‌,୧୬।୧୨: ଓ୍ବେଷ୍ଟଇଣ୍ଡିଜର ମହାନ ବ୍ୟାଟ୍ସମ୍ୟାନ୍‌ ବ୍ରାଏନ ଲାରା ଭାରତୀୟ କ୍ରିକେଟ ଦଳର ଅଧିନାୟକ ବିରାଟ କୋହଲିଙ୍କୁ ଫୁଟବଲ କିମ୍ବଦନ୍ତୀ ଖ୍ରୀଷ୍ଟିଆନୋ ରୋନାଲଡୋଙ୍କ ସହ ତୁଳନା...

ଆସେସ୍‌ ସିରିଜ ପାଇଁ ଅଷ୍ଟ୍ରେଲିଆ ଦଳ ଘୋଷିତ: ସ୍ମିଥ, ଓ୍ବାର୍ନର, ବ୍ୟାଙ୍କ୍ରଫ୍ଟ ସାମିଲ

ଲଣ୍ଡନ,୨୭ା୭(ଏ.ଏଫ୍‌.ପି.) ଅଗଷ୍ଟ ୧ରୁ ଆରମ୍ଭ ହେବାକୁ ଥିବା ଆସେସ୍‌ ସିରିଜ ପାଇଁ ଶୁକ୍ରବାର ଅଷ୍ଟ୍ରେଲିଆର ୧୭ଜଣିଆ ଦଳ ଘୋଷଣା କରାଯାଇଛି। ୫ ମ୍ୟାଚ ବିଶିଷ୍ଟ ଏହି...

Advertisement
Archives

Model This Week