Posted inଖେଳ

୯୯ତମ ଟେଷ୍ଟରେ କୋହଲିଙ୍କ ଶତକ

କେପ ଟାଉନ୍‌,୧୨।୧: ଭାରତୀୟ ଟେଷ୍ଟ ଦଳର ଅଧିନାୟକ ବିରାଟ କୋହଲି କ୍ୟାରିୟରର ୯୯ତମ ଟେଷ୍ଟରେ ୧୦୦ କ୍ୟାଚ୍‌ ପୂରଣ କରିଛନ୍ତି। ୩୨ ବର୍ଷୀୟ କୋହଲିଙ୍କ ୧୦୦ତମ ଶିକାର ପାଲଟିଥିଲେ ଦକ୍ଷିଣ ଆଫ୍ରିକାର ମଧ୍ୟକ୍ରମ ବ୍ୟାଟର ତେମ୍ବା ବଭୁମା। ପ୍ରଥମ ଇନିଂସର ୫୫ତମ ଓଭରର ୪ର୍ଥ ବଲରେ ମହମ୍ମଦ ଶାମିଙ୍କ ବଲକୁ ବଭୁମା ଡ୍ରାଇଭ କରିବାକୁ ଉଦ୍ୟମ କରିଥିଲେ। କିନ୍ତୁ ବଲ ବ୍ୟାଟର ଏଜ ନେଇ ଚାଲି ଯାଇଥିଲା ଦ୍ୱିତୀୟ ସ୍ଲିପରେ ଛିଡ଼ା ହୋଇଥିବା କୋହଲିଙ୍କ ହାତକୁ।

ଅଧିନାୟକଙ୍କ ଏଭଳି ସଫଳତା ପାଇଁ ସୋସିଆଲ ମିଡିଆରେ ପ୍ରଶଂସକଙ୍କଠାରୁ ଶୁଭେଚ୍ଛାର ଶୁଅ ଛୁଟିଛି। ତେବେ ଟେଷ୍ଟ କ୍ରିକେଟରେ ୧୦୦ କ୍ୟାଚ୍‌ ନେଇ ରାହୁଲ ଡ୍ରାଭିଡ୍‌, ଭିଭିଏସ୍‌ ଲକ୍ଷ୍ମଣ, ସଚିନ ତେନ୍ଦୁଲକରଙ୍କ ଭଳି କିମ୍ବଦନ୍ତୀ ଭାରତୀୟ ଖେଳାଳିଙ୍କ ତାଲିକାରେ ସ୍ଥାନ ପାଇଛନ୍ତି କୋହଲି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ମିଡିଲ ଅର୍ଡର, ଷଷ୍ଠ ବୋଲର ଉପରେ ନଜର

ମୋହାଲି, ୨୦।୯: ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ ୩ ମ୍ୟାଚ୍‌ବିଶିଷ୍ଟ ଟି୨୦ ସିରିଜ୍‌ ମଙ୍ଗଳବାରଠାରୁ ଏଠାରେ ଆରମ୍ଭ ହେବାକୁ ଯାଉଛି। ଆଗକୁ ଟି୨୦ ବିଶ୍ୱକପ୍‌ ଆସୁଥିବାରୁ...

୪୧ ବର୍ଷ ପରେ କ୍ୱାର୍ଟରରେ ଭାରତୀୟ ମହିଳା ହକି ଦଳ

ଟୋକିଓ,୧ା୮: ଭାରତୀୟ ମହିଳା ହକି ଦଳ ଇତିହାସ ରଚିଛି। ମହିଳା ଦଳ ଦୀର୍ଘ ୪୧ ବର୍ଷ ପରେ ପ୍ରଥମଥର ପାଇଁ ଅଲିମ୍ପିକ୍ସର କ୍ୱାର୍ଟର ଫାଇନାଲରେ ପ୍ରବେଶ...

ଆଗାମୀ ୩ ଜନ୍ମ ପାଇଁ ଏହି କାମ କରିବାକୁ ଚାହୁଁଛନ୍ତି ଦାଦା

କୋଲକାତା,୧୯।୫: ବିସିସିଆଇର ସଭାପତି ତଥା ପୂର୍ବତନ ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲି ଏବେ ବହୁତ ବ୍ୟସ୍ତ ଅଛନ୍ତି। ଆଇପିଏଲ ୨୦୨୧ ସ୍ଥଗିତ ହେବା ଏବଂ ଭାରତୀୟ...

ଆଇସିସି ଟେଷ୍ଟ ର଼୍ୟାଙ୍କିଙ୍ଗ୍‌: ଶୀର୍ଷ ସ୍ଥାନ ବଜାୟ ରଖିଲେ କୋହଲି

ଦୁବାଇ,୩୦।୧୨(ପି.ଟି.)- ସଦ୍ୟ ପ୍ରକାଶିତ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟେଷ୍ଟ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଅଧିନାୟକ ବିରାଟ କୋହଲି ବ୍ୟାଟିଂ ତାଲିକାର ଶୀର୍ଷ ସ୍ଥାନ ବଜାୟ ରଖିଛନ୍ତି।...

ରଣନୀତିକୁ ନେଇ ଚମକାଇଲେ ରୋହିତ, ବିଶ୍ୱକପ୍‌ର ପ୍ରତିଟି ମ୍ୟାଚ୍‌ରେ ଭାରତ ଏକାଦଶରେ ହେବ ପରିବର୍ତ୍ତନ!

ନୂଆଦିଲ୍ଲୀ,୨୨।୧୦: ଟି୨୦ ବିଶ୍ୱକପ୍‌ରେ ଭାରତ-ପାକିସ୍ତାନ ମଧ୍ୟରେ ରବିବାର ମହାମୁକାବିଲା ଅନୁଷ୍ଠିତ ହେବ। ସୁପର-୧୨ ଗ୍ରୁପ୍‌ରେ ଉଭୟ ଟିମ୍‌ର ଏହା ପ୍ରଥମ ମ୍ୟାଚ୍‌। ଏହାକୁ ନେଇ ଉଭୟ...

ଦକ୍ଷିଣ ଆଫ୍ରିକା ଆଗରେ ୧୪୩ ରନ୍‌ର ଟାର୍ଗେଟ

ଶାରଜା,୩୦।୧୦: ଟି-୨୦ ବିଶ୍ବକପ ଗ୍ରୁପ-୧ର ଶନିବାର ମ୍ୟାଚରେ ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲା। ବ୍ୟାଟିଂ କରିବାକୁ ଆସି ଶ୍ରୀଲଙ୍କା ୨୦ ଓଭରରେ...

ଆଇସିସି ମହିଳା ଦିନିକିଆ, ଟି୨୦ ଦଳରେ ମନ୍ଧାନା

ଦୁବାଇ, ୧୭।୧୨ (ପି.ଟି.)- କ୍ରିକେଟର ସର୍ବୋଚ୍ଚ ସଂସ୍ଥା ଅନ୍ତର୍ଜାତୀୟ କ୍ରିକେଟ୍‌ ପରିଷଦ (ଆଇସିସି) ପକ୍ଷରୁ ଚଳିତ ବର୍ଷ ଲାଗି ମହିଳା ଦିନିକିଆ ଓ ଟି୨୦ ଦଳ...

ଖାଣ୍ଡକର ଜୁନିୟର ମହିଳା ହକି ଦଳର ନୂଆ କୋଚ୍‌

ନୂଆଦିଲ୍ଲୀ, ୨୮ା୬ (ପି.ଟି.): ହକି ଇଣ୍ଡିଆ ମଙ୍ଗଳବାର ପୂର୍ବତନ ଅଧିନାୟକ ତୁଷାର ଖାଣ୍ଡକରଙ୍କୁ ଜୁନିୟର ମହିଳା ହକି ଦଳର ମୁଖ୍ୟ କୋଚ ଭାବେ ନିଯୁକ୍ତି ଦେଇଛି।...

Advertisement
Archives

Model This Week