Posted inଖେଳ

କୋହଲିଙ୍କ ଜବରଦସ୍ତ ବ୍ୟାଟିଂ: ପାକିସ୍ତାନକୁ ୧୮୨ ରନ୍‌ର ଟାର୍ଗେଟ୍‌

ଦୁବାଇ,୪।୯: ଏସିଆ କପ୍‌ ୨୦୨୨ ସୁପର୍‌-୪ ଏକ ମ୍ୟାଚ୍‌ରେ ରବିବାର ଭାରତ ପାକିସ୍ତାନକୁ ୧୮୨ ରନ୍‌ର ଟାର୍ଗେଟ୍‌ ଦେଇଛି। ଭାରତୀୟ ଦଳ ନିର୍ଦ୍ଧାରିତ ୨୦ ଓଭରରେ ୭ ଉଇକେଟ୍‌ ହରାଇ ୧୮୧ ରନ୍‌ ସଂଗ୍ରହ କରିଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ଭାରତ ପକ୍ଷରୁ ସର୍ବାଧିକ ସ୍କୋର ବିରାଟ କୋହଲି କରିଛନ୍ତି। ସେ ମାତ୍ର ୪୪ ବଲ୍‌ରେ ୬୦ ରନ୍‌ର ପାଳି ଖେଳିଥିଲେ। ସେହିପରି ରୋହିତ ଶର୍ମା ୨୮, କେଏଲ ରାହୁଲ ୨୮, ସୂର୍ଯ୍ୟକୁମାର ଯାଦବ ୧୩, ରିଷଭ ପନ୍ତ ୧୪ ଦୀପକ ହୁଡା ୧୬ ରନ୍‌ କରିଥିଲେ। ଗତ ମ୍ୟାଚ୍‌ର ହିରୋ ଥିବା ହାର୍ଦ୍ଦିକ ପାଣ୍ଡ୍ୟା ଶୂନରେ ଆଉଟ୍‌ ହୋଇଥିଲେ। ପାକିସ୍ତାନ ପକ୍ଷରୁ ଶାଦବ ଖାନ୍‌ ୨ଟି ଉଇକେଟ ନେଇଥିବାବେଳେ ନଶିମ ଶାହ, ମହମ୍ମଦ ହସନାଇଁ, ହରିଶ ରୌଫ, ମହମ୍ମଦ ନଓ୍ବାଜ୍‌ ଗୋଟିଏ ଲେଖାଏ ଉଇକେଟ୍‌ ନେଇଥିଲେ।
ଆଠ ଦିନ ମଧ୍ୟରେ ଦ୍ୱିତୀୟ ଥର ପାଇଁ ଦୁଇ ଦଳ ମଧ୍ୟରେ ହେଉଛି ମୁକାବିଲା। ଶେଷ ମ୍ୟାଚ୍‌ରେ ଭାରତ ୫ ଉଇକେଟରେ ଜିତିଥିଲା। ବର୍ତ୍ତମାନ ଏହି ମ୍ୟାଚ ଜିତି ଫାଇନାଲକୁ ସହଜ କରିବାକୁ ଭାରତର ପ୍ରୟାସ ହେବ। ଏଥି ସହିତ, ହାରିଥିବା ଦଳ ଫାଇନାଲରେ ପହଞ୍ଚିବା ପାଇଁ ଅବଶିଷ୍ଟ ଦୁଇଟି ମ୍ୟାଚ ଜିତିବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ରାଜସ୍ଥାନ-ଚେନ୍ନାଇ ମହାମୁକାବିଲା, ବର୍ଷା ବିଗାଡ଼ି ପାରେ ମ୍ୟାଚ୍‌

ଗୌହାଟି,୩୦।୩: ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ସୋମବାର IPL 2026ରେ ସେମାନଙ୍କ ଅଭିଯାନ ଆରମ୍ଭ କରିବେ। ଏହି ମୁକାବିଲା ଗୌହାଟିର ବରସାପାରା କ୍ରିକେଟ ଷ୍ଟାଡିୟମରେ…

ପଛରେ ପଡ଼ିଗଲେ କୋହଲି: ରୋହିତ ଭାଙ୍ଗିଦେଲେ ୫ ବଡ଼ ରେକର୍ଡ

ମୁମ୍ବାଇ,୩୦।୩: ରୋହିତ ଶର୍ମା ଚମତ୍କାର ଢଙ୍ଗରେ IPL 2026 ଆରମ୍ଭ କରିଥିଲେ। ସେ କୋଲକାତା ନାଇଟ୍‌ ରାଇଡର୍ସ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ୭୮ ରନର ଏକ ଧମାକାଦାର…

ଶ୍ରୀରାମ ନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା; ଗର୍ଜିଲା ଛାତ୍ର କଂଗ୍ରେସ, ଜିଲାପାଳଙ୍କୁ ଦାବିପତ୍ର

ବଲାଙ୍ଗୀର,୩୦ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିବାଦ…

ଗର୍ଲଫ୍ରେଣ୍ଡ୍‌ଙ୍କୁ ମହଙ୍ଗା ଗାଡ଼ି ଉପହାର ଦେଲେ ହାର୍ଦ୍ଦିକ ପାଣ୍ଡ୍ୟା: ଦାମ ଜାଣିଲେ ଉଡିଯିବ ହୋଶ୍‌

ମୁମ୍ବାଇ,୩୦।୩: କିଛି ଦିନ ପୂର୍ବରୁ ହାର୍ଦ୍ଦିକ ପାଣ୍ଡ୍ୟା ଏକ ଫେରାରି (Ferrari 12Cilindri) କିଣିଛନ୍ତି। ଏହାର ମୂଲ୍ୟ ୧୨ କୋଟି ବୋଲି ଜଣାପଡ଼ିଛି। ଏବେ ତାଙ୍କ କାର…

କେନ୍ଦ୍ରୀୟ ମଣ୍ଡି ଖୋଲି ଆଜି ହିଁ ଧାନ କିଣନ୍ତୁ….ଦଣ୍ଡ ମାରି ଯାଜପୁର ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଚାଷୀଙ୍କ ପ୍ରତିବାଦ

ଯାଜପୁର,୩୦ା୩(ହର୍ଷବର୍ଦ୍ଧନ ବେହେରା): ନବ ନିର୍ମାଣ କୃଷକ ସଂଗଠନ ପକ୍ଷରୁ ଅଭିନବ ପ୍ରତିବାଦ କରାଯାଇଛି ।ଶତାଧିକ ଚାଷୀ ଟ୍ରାକ୍ଟର, ଅଟୋ ଇତ୍ୟାଦିରେ ଧାନ ବସ୍ତା ଲଦି ମେଡିକାଲ ଛକରୁ…

ଟ୍ରମ୍ପଙ୍କ ହୃଦୟ ଭାଙ୍ଗିଲେ ନେତାନ୍ୟାହୁ! ଇସ୍ରାଏଲ ଘୋଷଣା କରି କହିଲା….

ନୂଆଦିଲ୍ଲୀ,୩୦ା୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଇସ୍ରାଏଲ ଆମେରିକାକୁ ଏକ ବଡ଼ ଧୋକା ଦେଇଛି। ଇସ୍ରାଏଲ ସ୍ପଷ୍ଟ ଭାବରେ କହିଛି ଯେ ଏହାର ସେନା ଗ୍ରାଉଣ୍ଡ…

ଖରାଦିନେ ଶରୀର ପାଇଁ ଉପକାରୀ ଆଖୁରସ

ଶରୀର ପାଇଁ ବେଶ୍‌ ଉପକାରୀ ହେଉଛି ଆଖୁରସ। ମୁଖ୍ୟତଃ ଖରାଦିନେ ଏହାର ଚାହିଦା ଅଧିକ। ଏଥିରେ ବିଭିନ୍ନ ପ୍ରକାର ଭିଟାମିନ୍‌ ଭରି ରହିଛି। ଆଖୁରସ ପିଇବା ଦ୍ୱାରା…

ହେମସାଗର ଭୋଇ ହେଲେ ପଦ୍ମପୁର ନୂତନ ଉପଜିଲାପାଳ

ପଦ୍ମପୁର,୩୦।୩( ପ୍ରଦୀପ୍ତ ଦାଶ ): ପଦ୍ମପୁର ଉପଖଣ୍ଡରେ ନୂତନ ଉପଜିଲାପାଳ ଭାବେ ହେମସାଗର ଭୋଇଙ୍କୁ ନିଯୁକ୍ତି ଦିଆଯାଇଛି। ଏନେଇ ଓଡିଶା ସରକାରଙ୍କ ସାଧାରଣ ପ୍ରଶାସନ ଓ ଅଭିଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri