Posted inଖେଳ

କୋହଲିଙ୍କ ଜବରଦସ୍ତ ଶତକ: ଭାରତ ୫୭୧ ରନ୍‌ରେ ଅଲଆଉଟ୍‌

ଅହମ୍ମଦାବାଦ୍‌,୧୨।୩: ଭାରତର ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଉଥିବା ଚତୁର୍ଥ ଟେଷ୍ଟରେ ବିରାଟ କୋହଲି ଜବରଦସ୍ତ ଶତକ ହାସଲ କରିଛନ୍ତି। ତାଙ୍କ ଶତକ ଆଧରରେ ଭାରତ ପ୍ରଥମ ଇନିଂସରେ ୫୭୧ ରନ୍‌ରେ ଅଲଆଉଟ୍‌ ହୋଇଯାଇଛି। ଏହା ସହ ଟିମ ଇଣ୍ଡିଆ ୯୧ ରନର ଅଗ୍ରଣୀ ହାସଲ କରିଛି। ବିରାଟ କୋହଲି ଭାରତ ପାଇଁ ସର୍ବାଧିକ ୧୮୬ ରନ ସଂଗ୍ରହ କରିଥିଲେ। ଏଥିସହିତ ଶୁବମାନ ଗିଲ ୧୨୮ ରନର ଇନିଂସ ଖେଳିଥିଲେ। ଅକ୍ଷର ପଟେଲ ମଧ୍ୟ ୭୯ ରନ ସଂଗ୍ରହ କରିଥିଲେ। ନାଥନ ଲିଅନ ଏବଂ ଟଡ ମର୍ଫି ଅଷ୍ଟ୍ରେଲିଆ ପାଇଁ ତିନୋଟି ଲେଖାଏ ଉଇକେଟ ନେଇଥିଲେ। ଏହି ଇନିଂସରେ ଶ୍ରେୟାସ ଆୟର ଆହତ କାରଣରୁ ବ୍ୟାଟିଂ କରିବାକୁ ଆସିପାରି ନ ଥିଲେ। ଫଳରେ ଭାରତର ୯ ଉଇକେଟ ହରାଇ ଇନିଂସ ସମାପ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଜାଣନ୍ତି କି ପାଇପ୍‌ଲାଇନ୍‌ ଗ୍ୟାସ୍‌ କେଉଁଠାରୁ ଆସେ? କେମିତି ଆସି ସିଧାସଳଖ ପହଞ୍ଚୁଛି ରୋଷେଇ ଘରେ…

ନୂଆଦିଲ୍ଲୀ,୨୯ା୩: ଦେଶର ଲୋକମାନେ ବର୍ଦ୍ଧିତ ଗ୍ୟାସ୍‌ ଦର ଏବଂ ସିଲିଣ୍ଡର ପାଇଁ ହଇରାଣ ହରକତ ହେଉଥିବାରୁ ଏବେ PNG (ପାଇପ୍‌ ନାଚୁରାଲ୍‌ ଗ୍ୟାସ୍‌) ଆଡ଼କୁ ମୁହାଁଇଛନ୍ତି। ଆଜି…

ରେମଣ୍ଡର ପୂର୍ବତନ ଅଧ୍ୟକ୍ଷ ବିଜୟପତ ସିଂଘାନିଆଙ୍କ ପରଲୋକ, ପଛରେ ଛାଡି ଗଲେ ଏତେ କୋଟି ଟଙ୍କାର ସମ୍ପତ୍ତି

ମୁମ୍ବାଇ,୨୯।୩: ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ଏବଂ ଜଣେ ପ୍ରବୀଣ ଶିଳ୍ପପତି ବିଜୟପତ ସିଂଘାନିଆଙ୍କର ଶନିବାର ସାରେ ମୁମ୍ବାଇରେ ୮୭ ବର୍ଷ ବୟସରେ ଦେହାନ୍ତ ହୋଇଛି। ତାଙ୍କ…

ଇରାନକୁ ଧ୍ୱଂସ କରିବାକୁ ଆମେରିକାର ‘ମାଷ୍ଟର ପ୍ଲାନ’, ସପ୍ତାହେ ହେବ ଚାଲିଛି ଯୋଜନା, ଜାଣନ୍ତୁ କ’ଣ କରିବେ ଟ୍ରମ୍ପ

ଓ୍ବାଶିଂଟନ,୨୯।୩: ଇରାନ ସହିତ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, ଆମେରିକା ଏବେ ସ୍ଥଳ ସାମରିକ ଅଭିଯାନ ପାଇଁ ପ୍ରସ୍ତୁତ ହେଉଛି। ଦି ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ,…

ପେଟ୍ରୋଲ ରେଟ୍‌ ଆଗକୁ ବଢିବ କି? ମୋଦି କହିଦେଲେ ସତକଥା…

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇସ୍ରାଏଲ ଏବଂ ଆମେରିକା ଇରାନ ଉପରେ ଆକ୍ରମଣ ଆରମ୍ଭ କଲେ। ପ୍ରତିଶୋଧ ସ୍ୱରୂପ, ଇରାନ ହର୍ମୁଜ…

ଗ୍ରାଉଣ୍ଡକୁ ସେନା ପଠାଇଲା ଆମେରିକା, ଏବେ ଜୋରଦାର ହେବ ବିଶ୍ୱଯୁଦ୍ଧ! ବିଶ୍ୱରେ ଚହଳ

ଓ଼୍ବାଶିଂଟନ,୨୯।୩: ଇରାନ ସହିତ ଚାଲିଥିବା ସଂଘର୍ଷର ଏକ ମାସ ପୂରଣ ହେଉଥିବାରୁ, ଆମେରିକା ମଧ୍ୟପ୍ରାଚ୍ୟରେ ଏହାର ସାମରିକ ଉପସ୍ଥିତିକୁ ଆହୁରି ମଜବୁତ କରିଛି। ଆମେରିକାର କେନ୍ଦ୍ରୀୟ କମାଣ୍ଡ…

ଏସ୍‌ସିବି ପ୍ଲାଷ୍ଟିକ ସର୍ଜରି ବହିର୍ୱିଭାଗରେ ନିଅଁା

କଟକ,୨୯ା୩(ଶିଳ୍ପା ପ୍ରିୟଦର୍ଶିନୀ): ଏସ୍‌ସିବି ମେଡିକାଲ ପିଛା ଛାଡ଼ୁନି ଅଗ୍ନିକାଣ୍ଡ। ଶନିବାର ପୁଣି ମେଡିକାଲରେ ଶଟ୍‌ସର୍କିଟରୁ ନିଅଁା ଲାଗିଛି। ଅପରାହ୍ନ ପ୍ରାୟ ୪ଟା ସମୟରେ ମେଡିକାଲର ପ୍ଲାଷ୍ଟିକ ସର୍ଜରି…

୨୦୨ ରନ୍‌ର ଟାର୍ଗେଟ୍ ମାତ୍ର ୧୫.୪ ଓଭରରେ ଶେଷ! ଆଇପିଏଲ୍‌ରେ ଆରସିବିର ନୂଆ ରେକର୍ଡ

ବେଙ୍ଗାଲୁର,୨୮।୩: ଆଇପିଏଲ୍‌ ୨୦୨୬ର ଶୁଭାରମ୍ଭ ଅତି ଜବରଦସ୍ତ ଶୈଳୀରେ ହୋଇଛି। ଟୁର୍ନାମେଣ୍ଟର ପ୍ରଥମ ମ୍ୟାଚ୍‌ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) ସନରାଇଜର୍ସ ହାଇଦ୍ରାବାଦ (SRH) ବିପକ୍ଷରେ ଏକ…

ରୁଷିଆ ପାଇଁ ଆମେରିକାକୁ ଡ଼ରୁନାହିଁ ଇରାନ, ହଟିବାକୁ ନାରାଜ ମୋଜତାବା, ଆମେରିକା ପାଇଁ ବିପଦର ଘଣ୍ଟି!

ମସ୍କୋ/ତେହେରାନ,୨୮।୩: ବିଶ୍ୱ ରାଜନୀତିରେ ଏକ ନୂଆ ସମୀକରଣ ଦେଖିବାକୁ ମିଳିଛି। ପାଶ୍ଚାତ୍ୟ ଦେଶଗୁଡ଼ିକର କଠୋର ପ୍ରତିବନ୍ଧକ ସତ୍ତ୍ୱେ ରୁଷିଆ ଏବଂ ଇରାନ ମଧ୍ୟରେ ବନ୍ଧୁତା ଦିନକୁ ଦିନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri