Posted inଖେଳ

ସତ ହେଲା କୋହଲିଙ୍କ କଥା: ବିଜୟର କିଛି ସେକେଣ୍ଡ ପୂର୍ବରୁ ରୋହିତଙ୍କୁ କହିଥିଲେ ଏମିତି କଥା

ଦୁବାଇ,୫।୩:ଟିମ ଇଣ୍ଡିଆ ୨୦୨୫ ଚାମ୍ପିଅନ୍ସ ଟ୍ରଫିର ଫାଇନାଲରେ ପ୍ରବେଶ କରିଛି। ସେମିଫାଇନାଲରେ ଏହା ଅଷ୍ଟ୍ରେଲିଆକୁ ୪ ଉଇକେଟରେ ପରାସ୍ତ କରିଥିଲା। ଭାରତର ବିଜୟ ପରେ ଏକ ଭିଡିଓ ସାମ୍ନାକୁ ଆସିଛି। ଏହା ଟିମ ଇଣ୍ଡିଆର ଡ୍ରେସିଂ ରୁମ୍‌ ଆସିଛି। ଏଥିରେ ବିରାଟ କୋହଲି ପରବର୍ତ୍ତୀ ବଲ ବିଷୟରେ ରୋହିତ ଶର୍ମାଙ୍କୁ କିଛି କହିଥିଲେ। କୋହଲି ରୋହିତଙ୍କୁ ଯାହା କହିଥିଲେ, ଠିକ ତାହା ହିଁ ଘଟିଥିଲା। ଏହି ମ୍ୟାଚ୍‌ରେ ବିରାଟ ଏକ ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଥିଲେ। ସେ ୮୪ ରନ କରିଥିଲେ।

ଏକ୍ସରେ ଏକ ଭିଡିଓ ଶେୟାର କରାଯାଇଛି। ଏଥିରେ କୋହଲି ରୋହିତଙ୍କୁ ଆକ୍ସନ ଦେଖାଇ କହିଥିଲେ, ଛକା ହେବ। କୋହଲି ଏହା କହିବା ମାତ୍ରେ କେଏଲ ରାହୁଲ ପଡ଼ିଆରେ ଛକା ମାରିଲେ ଏବଂ ଟିମ ଇଣ୍ଡିଆ ଜିତିଗଲା। ଭାରତୀୟ ଇନିଂସର ୪୮ତମ ଓଭରରେ ହାର୍ଦ୍ଦିକ ପାଣ୍ଡ୍ୟା ଆଉଟ ହୋଇଥିଲେ। ଏହା ପରେ ରବିନ୍ଦ୍ର ଜାଡେଜା ବ୍ୟାଟିଂ କରିବାକୁ ଆସିଥିଲେ। ୪୯ତମ ଓଭରର ପ୍ରଥମ ବଲ୍‌ରେ ରାହୁଲ ଷ୍ଟ୍ରାଇକରେ ଥିଲେ। ରାହୁଲ ମ୍ୟାକ୍ସୱେଲଙ୍କ ବଲରେ ଛକା ମାରିଥିଲେ।
ବିରାଟ କୋହଲିଙ୍କୁ ମ୍ୟାଚର ଶ୍ରେଷ୍ଠ ଖେଳାଳି ଘୋଷଣା କରାଯାଇଥିଲା। ସେ ୯୮ଟି ବଲ ସାମ୍ନା କରି ୮୪ ରନ କରିଥିଲେ। ବିରାଟଙ୍କ ଏହି ଇନିଂସରେ ୫ଟି ଚୌକା ସାମିଲ ଥିଲା। ତାଙ୍କର ଶ୍ରେୟସ ଆୟରଙ୍କ ସହ ଏକ ଦୃଢ଼ ଭାଗୀଦାରି ଥିଲା। ଆୟର ୬୨ଟି ବଲ ସାମ୍ନା କରି ୪୫ ରନ କରିଥିଲେ। ଆୟରଙ୍କ ଇନିଂସରେ ୩ଟି ଚୌକା ସାମିଲ ଥିଲା।

ଭାରତ ଟୁର୍ନାମେଣ୍ଟରେ ତା’ର ସମସ୍ତ ମ୍ୟାଚ ଜିତିଥିଲା। ସେ ପୂର୍ବରୁ ବାଂଲାଦେଶ ଏବଂ ପାକିସ୍ତାନକୁ ପରାସ୍ତ କରିଥିଲେ। ଏହା ପରେ ନ୍ୟୁଜିଲାଣ୍ଡ ପରାସ୍ତ ହୋଇଥିଲା। ତିନୋଟି ଗ୍ରୁପ ମ୍ୟାଚ ଜିତିବା ପରେ, ଟିମ ଇଣ୍ଡିଆ ସେମିଫାଇନାଲରେ ଅଷ୍ଟ୍ରେଲିଆକୁ ପରାସ୍ତ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଯୋଡ଼ାରେ ବାୟୁ ପ୍ରଦୂଷଣ ଗମ୍ଭୀର ସ୍ଥିତିରେ

ଯୋଡ଼ା,୬ା୧୨(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଅଞ୍ଚଳରେ ବାୟୁ ପ୍ରଦୂଷଣର ଗମ୍ଭୀର ସ୍ଥିତିରେ ରହିଛି। ଯୋଡ଼ା, ଆଖପାଖ ଅଞ୍ଚଳରେ ସବୁଜିମା, ବନାଞ୍ଚଳ ଥାଇ ମଧ୍ୟ ବାୟୁ...

୨ ଡିଗ୍ରୀ ତଳେ ଶିମିଳିପାଳ: ବନ୍ୟପ୍ରାଣୀଙ୍କ ଉପରେ ପ୍ରଭାବ

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଶୀତର ଲହରୀ ବୃଦ୍ଧି ପାଉଛି। ଶିମିଳିପାଳରେ ପାରଦ ୨ ଡିଗ୍ରୀ ତଳକୁ ଖସିଆସିଛି। ତାପମାତ୍ରା ହ୍ରାସ ପାଇଥିବାରୁ ବନ୍ୟପ୍ରାଣୀଙ୍କ...

ଭୁବନେଶ୍ୱରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା

ଭୁବନେଶ୍ୱର,୬ା୧୨: ଆସନ୍ତା ୯ ତାରିଖରେ କଟକର ବାରବାଟୀ ଷ୍ଟାଡିୟମରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳାଯିବ। ଏନେଇ ଦୁଇ ଦଳର...

ପୁଣି ଜନନୀ ଯନ୍ତ୍ରଣା: ରାସ୍ତା ନ ଥିବାରୁ ଗାଁକୁ ଗଲାନି ଆମ୍ବୁଲାନ୍ସ, ଶେଷରେ…

ମୋହନା,୬ା୧୨(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ବ୍ଲକର ଢେପାଗୁଡ଼ା ପଞ୍ଚାୟତରେ ଜନନୀ ଯନ୍ତ୍ରଣା ଥମିବାରେ ନାଁ ଧରୁନି । ରାସ୍ତା ନ ଥିବାରୁ କେଉଁଠି ଭାର...

ଦୁଇ ପୁଅ ଭାଜପାରେ ମିଶିବା ପରେ ପ୍ରତିକ୍ରିୟା ରଖିଲେ ପ୍ରଫୁଲ୍ଲ, କହିଲେ ରାଜନୀତିରେ..

ଭୁବନେଶ୍ୱର,୬।୧୨: ଦୁଇ ପୁଅ ଏବଂ ଭଉଣୀ ଭାଜପାରେ ମିଶିବା ପରେ ବିଜେଡି ନେତା ପ୍ରଫୁଲ୍ଲ ସାମଲ ପ୍ରଥମ ଥର ପାଇଁ ପ୍ରତିକ୍ରିୟା ରଖିଛନ୍ତି। ପ୍ରଫୁଲ୍ଲ ପ୍ରତିକ୍ରିୟାରେ...

ଗୋଟିଏ ଜୁଇରେ ଜଳିଲା ସ୍ବାମୀ-ସ୍ତ୍ରୀଙ୍କ ମୃତଦେହ, କାନ୍ଦ ବୋବାଳିରେ ଫାଟୁଛି ଗାଁ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା ’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ଏକ...

ଗାଁକୁ ଫେରିବା ବେଳେ ବାଇକ୍‌କୁ ଧକ୍କାଦେଲା ବୁଲେଟ୍‌, ଚାଲିଗଲା ସଳିତା ବିକାଳିଙ୍କ ଜୀବନ

ଦିଗପହଣ୍ଡି,୬ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ଖଲିଙ୍ଗି ବାସୁଦେବପୁର ଶାସନ ଗ୍ରାମର ବାସୁ ଓରଫ ଦେବେନ୍ଦ୍ର ସାହୁ(୪୫)ଙ୍କର ଶନିବାର ସନ୍ଧ୍ୟାରେ...

ଫେରିଲେ ୩ ଯବାନ: ବାଜାବାଣ, ନାଚରେ ଦୁଲୁକିଲା ଗାଁ ଦାଣ୍ଡ

କେନ୍ଦୁଝର,୬।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଦେଶ ସେବା ପାଇଁ ଯାଇ ବିଭିନ୍ନ ସ୍ଥାନରେ ନିଯୁକ୍ତି ପାଇଥିବାକେନ୍ଦୁଝର ସଦର ବ୍ଳକ ଅଧୀନ ନରସିଂହପୁର, ବନାଯୋଡି, ସିଲିସୁଆଁ ଗ୍ରାମର ୩ଜଣ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri