Posted inଖେଳ

କୋହଲିଙ୍କ ଚିନ୍ତା ଦୂର କଲେ ଏହି କ୍ରିକେଟର୍‌: ଦିନେ ହୋଇଥିଲେ ଗିରଫ

ଦୁବାଇ,୧୯।୧୦: ଟି -୨୦ ବିଶ୍ୱକପ୍‌ର ପ୍ରଥମ ଅଭ୍ୟାସ ମ୍ୟାଚ୍‌ରେ ଟିମ ଇଣ୍ଡିଆ ୭ ଉଇକେଟରେ ଇଂଲଣ୍ଡକୁ ପରାସ୍ତ କରିଛି। ଭାରତର ବ୍ୟାଟ୍ସମ୍ୟାନ ଇଶାନ କିଶାନ ବିସ୍ଫୋରକ ଇନିଂସ ଖେଳି ୪୬ ବଲରେ ୭୦ ରନର ଇନିଂସ ଖେଳିଥିଲେ। ସେଥିରେ ୭ ଚୌକା ଓ ୩ ଛକା ଅନ୍ତର୍ଭୁକ୍ତ ଥିଲା। ଇଶାନଙ୍କ ଏହି ଇନିଂସ ପରେ କୋହଲିଙ୍କ ଚିନ୍ତା ଦୂର ହୋଇଛି। ଗତ ଆଇପିଏଲ୍‌ରେ ଇଶାନଙ୍କ ଫର୍ମ ସେତେଟା ଭଲ ନ ଥିଲା। ତାଙ୍କୁ ନେଇ ଚର୍ଚ୍ଚା ହେଉଛି।
ପାଞ୍ଚ ବର୍ଷ ପୂର୍ବେ ୨୦୧୬ ରେ ଇଶାନ କିଶନଙ୍କୁ କାର ଦୁର୍ଘଟଣା ଅଭିଯୋଗରେ ଗିରଫ କରାଯାଇଥିଲା। ଇଶାନ ସେହି ସମୟରେ ଭାରତର ଅଣ୍ଡର -୧୯ ଦଳର ଅଧିନାୟକ ଥିଲେ। ଇଶାନ ନିଜର ଦ୍ରୁତଗାମୀ କାରକୁ ଏକ ଅଟୋ ରିକ୍ସା ସହ ପିଟି ଦେଇଥିଲେ। ଏହା ପରେ ରିକ୍ସାରେ ବସିଥିବା ଅନେକ ଲୋକ ଆହତ ହୋଇଥିଲେ। ଇଶାନଙ୍କ ଏହି କାର୍ଯ୍ୟ ଯୋଗୁ ତାଙ୍କୁ ପାଟନା ପୋଲିସ ଗିରଫ କରିଥିଲା।
ଇଶାନଙ୍କ କାର ଅଟୋ ରିକ୍ସା ସହିତ ମୁହାଁମୁହିଁ ହେବା ମାତ୍ରେ ସେଠାରେ ବହୁ ସଂଖ୍ୟାରେ ଲୋକ ଏକତ୍ରିତ ହୋଇଥିଲେ ଏବଂ ସେମାନେ ସେଠାରେ ଇଶାନଙ୍କୁ ବିରୋଧ କରିବାକୁ ଲାଗିଲେ। ଏହା ପରେ ଇଶାନ କିଶନ ସେହି ଲୋକଙ୍କ ସହ ଝଗଡା ଆରମ୍ଭ କରିଥିଲେ। ଲୋକମାନେ ଇଶାନଙ୍କୁ ବହୁତ ମାଡ ମାରିଥିଲେ, ଯାହା ପରେ ପୋଲିସ ଏହାର ସମାଧାନ କରିଥିଲା। ସେହି ସମୟରେ ଇଶାନଙ୍କ ସହ ଅନ୍ୟ ଅନେକ ଲୋକଙ୍କୁ ମଧ୍ୟ ପୋଲିସ ଗିରଫ କରିଥିଲା। ଟି -୨୦ ବିଶ୍ୱକପରେ ଭାରତକୁ ୨୪ ଅକ୍ଟୋବରରେ ପାକିସ୍ତାନ ବିପକ୍ଷ ପ୍ରଥମ ମ୍ୟାଚ ଖେଳିବାକୁ ପଡିବ।


Enter your email to get our daily news in your inbox.

All Right Reserved By Dharitri.Com

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ମହିଳା କ୍ରିକେଟରଙ୍କ ପାଇଁ ଖୁସି ଖବର: ଅଢେଇଗୁଣା ମ୍ୟାଚ୍ ଫି’ ବଢ଼ାଇଲା BCCI

ମୁମ୍ବାଇ,୨୨ା୧୨: ଦେଶର ମହିଳା କ୍ରିକେଟରଙ୍କ ପାଇଁ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଏକ ବଡ଼ ଉପହାର ଦେଇଛି। ସୋମବାର, ଡିସେମ୍ବର ୨୨ ତାରିଖରେ ଅନୁଷ୍ଠିତ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ଗାଁକୁ ଫେରୁଥିବାବେଳେ ଟ୍ରେନରୁ ଖସି ଦାଦନ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର, ୨୨।୧୨(ଉମା ଚରଣ ନେପାକ): ପାତ୍ରପୁର ବ୍ଳକ ବାଦପୁର ପଞ୍ଚାୟତ ତିନିଘରିଆ ଗ୍ରାମର ନରସିଂହ ନାଇକ (୨୮) ନେଲୁରୁ ସ୍ଥିତ ଦିଶା ନାମକ ଏକ କମ୍ପାନୀରେ...

MGNREGA ନାମ ବଦଳାଇବା ବିବାଦ: ରାଜରାସ୍ତାକୁ ଓହ୍ଲାଇଲା କଂଗ୍ରେସ, କେନ୍ଦ୍ର ସରକାରଙ୍କୁ ଦେଲା ଚେତାବନୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା ନାମକୁ କେନ୍ଦ୍ର ସରକାର ଇତିମଧ୍ୟରେ ବଦଳାଇଛନ୍ତି। ଏଥିସହ ନୂଆ ଯୋଜନାରେ ବ୍ୟାପକ...

ଭଞ୍ଜନଗର ଏନ୍‌ଏସିକୁ ମିଳିଲା ମ୍ୟୁନିସିପାଲଟି ମାନ୍ୟତା: ମିଶିବ ଏହି ସବୁ ଗାଁ, ଖୁସିରେ ଅଞ୍ଚଳବାସୀ

ଭଞ୍ଜନଗର,୨୨।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଏନ୍‌ଏସିକୁ ସୋମବାରଠାରୁ ବିଧିବଦ୍ଧ ଭାବେ ମ୍ୟୁନିସିପାଲଟି ମାନ୍ୟତା ମିଳିଛି। ସେହିଭଳି ଜଗନ୍ନାଥପ୍ରସାଦ ପଞ୍ଚାୟତକୁ ଏନ୍‌ଏସି ମାନ୍ୟତା ମିଳିଛି। ଆଜି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri