ରାଜ୍ୟ ହୁଲୁସ୍ତୁଲ: କଂଗ୍ରେସର ବଡ଼ ଘୋଷଣା, ମୁଖ୍ୟମନ୍ତ୍ରୀଙ୍କ କୋକେଇ କରି…

ଭୁବନେଶ୍ୱର,୧୫।୭: ଜୀବନ ଯୁଦ୍ଧରେ ହାରିଗଲେ ସୌମ୍ୟାଶ୍ରୀ। ମୃତ୍ୟୁବରଣ କଲେ ବାଲେଶ୍ବର ଫକୀରମୋହନ କଲେଜର ଆତ୍ମାହୁତି ଉଦ୍ୟମ କରିଥିବା ଛାତ୍ରୀ ସୌମ୍ୟାଶ୍ରୀ ବିଶି। ଏହାକୁ ନେଇ ରାଜ୍ୟ ରାଜନୀତି ଜୋର ଧରିଛି। ମୁଖ୍ୟମନ୍ତ୍ରୀଙ୍କୁ ବିରୋଧୀ ଦଳ ଘେରିଛନ୍ତି। ଗୋଟିଏ ପଟେ ସାରା ରାଜ୍ୟରେ ବିଜେଡି ବିକ୍ଷୋଭ କରିବ ବୋଲି କହିଥିବା ବେଳେ ଅନ୍ୟପଟେ ଯୁବ କଂଗ୍ରେସ ପକ୍ଷରୁ ଏକ କୋକୋଇ ଶୋଭାଯାତ୍ରା ରାମ ମନ୍ଦିର ଠାରୁ ସତ୍ୟ ନଗର ଶ୍ମଶାନ ଯାଏଁ ଯିବ ବୋଲି ଘୋଷଣା କରିଛି। ଏଥିରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ଉଚ୍ଚଶିକ୍ଷା ମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀଙ୍କ କୋକେଇ କରାଯିବ। ରାଜ୍ୟରେ ସରକାର ଚିର ନିଦ୍ରାରେ ଶୋଇଥିବାରୁ ଅଭିନବ ଢ଼ଙ୍ଗରେ ପ୍ରତିବାଦ କରାଯିବ ବୋଲି ଜଣାପଡିଛି।

ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛି କଂଗ୍ରେସ। କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ବାଲେଶ୍ବର ଘଟଣାକୁ ବିରୋଧ କରି ଓଡ଼ିଶା ବନ୍ଦ ଡାକରା ଦିଆଯାଇଥିବା ଜଣାପଡିଛି। ୧୭ରେ ସାରା ରାଜ୍ୟରେ ବନ୍ଦର ପ୍ରଭାବ ଦେଖିବାକୁ ମିଳିବ।

ଆଜି ସବୁ ସହରରେ କ୍ୟାଣ୍ଡେଲ ଜାଳି ମୃତା ସୌମ୍ୟାଶ୍ରୀଙ୍କ ଅମର ଆତ୍ମାର ସଡଗତି କାମନା କରାଯିବ। ବାଲେଶର ଏଫଏମ କଲେଜ ଛାତ୍ରୀ ଆତ୍ମହତ୍ୟା ଘଟଣାରେ ମିଳିତ ବିରୋଧୀ ଦଳ ପକ୍ଷରୁ ସାମ୍ବାଦିକଙ୍କୁ ସୂଚନା କରିଛନ୍ତି ପିସିସି ସଭାପତି ଭକ୍ତ ଚରଣ ଦାସ। ସେ କହିଛନ୍ତି,ଶେଷରେ ଭାଜପା ଦଳର ଏବିଭିପିର ଝିଅ ବି ବାଦ ପଡିଲାନି । ଛାତ୍ରୀ ଜଳୁଥିବା ସମସ୍ତେ ଦେଖୁଥିଲେ। କେହି ପ୍ରତିବାଦ କଲେଣି। ଭାଜପା ଦଳ ଶାସନକୁ ଆସିବାପରେ କାହାରି କଥା ଶୁଣୁନାହାନ୍ତି। ନୈତିକତା ଦୃଷ୍ଟିରୁ ଶାସନରୁ ଗାଦିରୁ ଏ ସରକାର ଓହରିଯିବା ଦରକାର। ତାଙ୍କ ଦଳ ଏବିଭିପିର ଝିଅକୁ ହତ୍ୟା କରିଛନ୍ତି। ଯାହାର ପ୍ରତିବାଦରେ ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଇଛନ୍ତି। ଏଥିରେ କଂଗ୍ରେସ ସମେତ ୮ଟି ସମଭାବାପନ୍ନ ଦଳ ସାମିଲ ହେବେ। ସ୍କୁଲ, କଲେଜ, ଦୋକାନ ବଜାର ବନ୍ଦ ରହିବ ବୋଲି ଭକ୍ତ ଚରଣ ଦାସ ପ୍ରକାଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଥମେ ପ୍ରେମ, ପରେ ବଳାତ୍କାର କରି ବନ୍ଧାହେଲେ ୨ ଭାଇ, କଲେଜ ଯୁବତୀଙ୍କୁ ଟାର୍ଗେଟ୍‌ କରି…

ଜଗତ୍‌ସିଂହପୁର, ୧୬ା୫(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ପ୍ରଥମେ ପ୍ରେମ ଜାଲରେ ଫସାଇ ବଳାତ୍କାର କରି ବ୍ଲାକ ମେଲିଂ କରିବା ଭଳି ସଙ୍ଗିନ…

LPGକୁ ନେଇ ଦେଶ ପାଇଁ ଆସିଲା ଖୁସି ଖବର

ନୂଆଦିଲ୍ଲୀ,୧୬।୫: ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ପେଟ୍ରୋଲ, ଡିଜେଲ ଏବଂ CNG ର ମୂଲ୍ୟରେ ବୃଦ୍ଧି ପରିଲକ୍ଷିତ ହୋଇଛି। ଏହି ସମୟରେ, ଭାରତ ପାଇଁ LPG…

ପାକିସ୍ତାନରେ ଧୁମ୍‌ ମଚାଇଲା‘ଧୁରନ୍ଧର 2’ ନେଟଫ୍ଲିକ୍ସ ସର୍ଭର କ୍ରାସ, #1 ରେ ଟ୍ରେଣ୍ଡ କରୁଛି…

ଇସଲାମାବାଦ,୧୬।୫: ରଣବୀର ସିଂହଙ୍କ ଆକ୍ସନ ଥ୍ରୀଲର୍‌, ଧୁରନ୍ଧର: ଦି ରିଭେଞ୍ଜ, ପାକିସ୍ତାନରେ ଏକ ବିରାଟ ଆଲୋଡନ ସୃଷ୍ଟି କରିଛି। ଏହି ଫିଲ୍ମଟି ୧୫ ମଇ, ୨୦୨୬ରେ OTT…

ସାବିତ୍ରୀ ବ୍ରତ ପାଇଁ ଦେବାଳୟରେ ପ୍ରବଳ ଭିଡ଼

ପାଟଣା,୧୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଓ ସାହାରପଡ଼ା ଅଞ୍ଚଳରେ ଦେବାଳୟଗୁଡିକରେ ଶନିବାର ସାବିତ୍ରୀ ବ୍ରତ ପାଇଁ ପ୍ରବଳ ଭିଡ଼ ପରିଲକ୍ଷିତ ହୋଇଥିଲା। ମହିଳାମାନେ ନୂଆ ଶାଢ଼ି,…

କେତେବେଳେ ବି ମହଙ୍ଗା ହୋଇପାରେ ଗ୍ୟାସ୍‌; ପେଟ୍ରୋଲ ପରେ ଚମକାଇବ LPG ଦର!

ନୂଆଦିଲ୍ଲୀ,୧୬।୫: ସାରା ଦେଶରେ ପେଟ୍ରୋଲ ଏବଂ ଡିଜେଲର ବର୍ଦ୍ଧିତ ମୂଲ୍ୟ ମଧ୍ୟରେ, ଏଲପିଜି ସିଲିଣ୍ଡରର ମୂଲ୍ୟ ମଧ୍ୟ ଏବେ ସାଧାରଣ ଲୋକଙ୍କ ମଧ୍ୟରେ ଆଲୋଚନାର ବିଷୟ ପାଲଟିଛି।…

ପିକ୍‌ଅପ୍‌ରେ ଯାଉଥିଲେ ୨୭ ଶ୍ରମିକ, ଭାରସାମ୍ୟ ହରାଇ ରାସ୍ତାରେ ଓଲଟି ପଡ଼ିଲା, ତା’ ପରେ…

ବାସୁଦେବପୁର,୧୭ା୫(କାଳିପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ଅରଣ୍ଡୁଆ ପଞ୍ଚାୟତର ବେକମୁଡ଼ି ଛକ ନିକଟରେ ଶନିବାର ଏକ ପିକ୍‌ଅପ୍‌ ଭାରସାମ୍ୟ ହରାଇ ରାସ୍ତାକଡ଼କୁ ଓଲଟି ପଡ଼ିଛି।…

ସ୍ତ୍ରୀଙ୍କ ପାଇଁ ଆମିଷ ଛାଡ଼ିଦେଲେ କୋହଲି: କହୁ କହୁ କହିଦେଲେ…

ବିରାଟ କୋହଲି ଏବଂ ଅନୁଷ୍କା ଶର୍ମା ବଲିଉଡ ଏବଂ କ୍ରିକେଟ ଉଭୟରେ ସବୁଠାରୁ ଚର୍ଚ୍ଚିତ ଦମ୍ପତିଙ୍କ ମଧ୍ୟରୁ ଜଣେ। ଏହି ଦମ୍ପତି ସେମାନଙ୍କର କଠିନ ପରିଶ୍ରମ ଦ୍ୱାରା…

ଡୋନାଲ୍ଡ ଟ୍ରମ୍ପଙ୍କ ହତ୍ୟା ପାଇଁ ୫୦ ନିୟୁତ ପୁରସ୍କାର, ଘୋଷଣା କଲା ଏହି ଦେଶ ସାରା ବିଶ୍ୱ ଚକିତ

ଓ୍ବାଶିଂଟନ,୧୬।୫: ଇରାନୀ ଗଣମାଧ୍ୟମରେ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମ୍ପର୍କରେ ଏକ ରିପୋର୍ଟ ପ୍ରକାଶ ପାଇଛି, ଯାହା ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛି। ସଦ୍ୟତମ ରିପୋର୍ଟରେ ଦାବି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri