କୋକସରା କଲେଜ ଛାତ୍ରୀ ଦୀପାରାଣୀ ନାଗ ବିଶ୍ୱବିଦ୍ୟାଳୟର ଟପ୍ପର

କୋକସରା,୨୭ା୫ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ବିଶ୍ୱବିଦ୍ୟାଳୟ ମାଣିକ୍ୟ ବିହାର ଭବାନୀପାଟଣା ପକ୍ଷରୁ ଚଳିତବର୍ଷର ଯୁକ୍ତ ୩ କଳା ୟୁଜି ସେମିଷ୍ଟର ୬ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଇତିହାସ (ସମ୍ମାନ) ପରୀକ୍ଷାରେ କୋକସରା ପଞ୍ଚାୟତ ଡିଗ୍ରୀ ମହାବିଦ୍ୟାଳୟର ଛାତ୍ରୀ ଦୀପାରାଣୀ ନାଗ କଳାହାଣ୍ଡି ବିଶ୍ୱବିଦ୍ୟାଳୟ ଟପ୍ପର ହୋଇଛନ୍ତି। ସେ ୬ ଗୋଟି ସେମିଷ୍ଟରରେ ସିଜିପିଏ ୮.୪୫ ମାର୍କ ରଖି ଏହି ସଫଳତା ପାଇଛନ୍ତି। ସେ ତାଙ୍କର ଏହି ସଫଳତା ପଛରେ ଡିଗ୍ରୀ ବିଦ୍ୟାଳୟ ଅଧ୍ୟକ୍ଷ ପୁଷ୍ପରାଜ ମେହେର ସମେତ ଅଧ୍ୟାପକ ଅଧ୍ୟାପିକାଙ୍କ ପରିଶ୍ରମ ଓ ମା’ବାପାଙ୍କ ଆଶୀର୍ବାଦକୁ ଶ୍ରେୟ ଦେଇଛନ୍ତି। ଆଗକୁ ସେ ସିଭିଲ ସର୍ଭିସ ପାଇଁ ପ୍ରସ୍ତୁତି କରୁଥିବାବେଳେ ଇତିହାସ ବିଭାଗ ପାଇଁ ପିଜି ପ୍ରବେଶିକା ପରୀକ୍ଷା ଦେଇଥିବା କହିଛନ୍ତି। ଦୀପାରାଣୀ କୋକସରା ବ୍ଲକ ଲଡୁଗାଁ ପଞ୍ଚାୟତ ଆଇଁଲି ଗାଁର ସୁଧାଂଶୁ ନାଗ ଓ ଜ୍ୟୋତ୍ସ୍ନା ନାଗଙ୍କ ଝିଅ ଅଟନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘର ତିଆରି ନାଁରେ ୧୬ ଲକ୍ଷ ଟଙ୍କା ନେଇ ଫେରାର , ବାଉନ୍ସ ହେଲା ଚେକ୍‌: ଅଭିଯୁକ୍ତ ଯୁବକ ଗିରଫ

ପାରଳାଖେମୁଣ୍ଡି,୮ା୯(ଗିରିଧାରୀ ପରିଛା): ୧୬ ଲକ୍ଷ ଟଙ୍କା ଠକେଇ ଓ ଜୀବନରୁ ମାରିଦେବାକୁ ଧମକ ଦେବା ଅଭିଯୋଗରେ ପାରଳାଖେମୁଣ୍ଡି ଥାନା ପୋଲିସ ଆନ୍ଧ୍ରପ୍ରଦେଶର ଜଣେ ଯୁବକଙ୍କୁ ଗିରଫ କରି…

ନିଖୋଜ MKCG ମେଡିକାଲ ଛାତ୍ର ସାଗର ସାହୁ ମୟୂରଭଞ୍ଜରୁ ଉଦ୍ଧାର, ଝାଡ଼ଖଣ୍ଡରୁ ଫେରୁଥିବା ବେଳେ…

ଭୁବନେଶ୍ୱର/ବାରିପଦା, ୮।୯: ଗତ ଅଗଷ୍ଟ ୩୧ ତାରିଖରୁ ନିଖୋଜ ଥିବା ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି(MKCG) ମେଡିକାଲ କଲେଜର ଛାତ୍ର ସାଗର ସାହୁ(୨୧) ସୁରକ୍ଷିତ ଭାବେ ଉଦ୍ଧାର…

ଭାରତ-ଆଫଗାନିସ୍ତାନ ଟି୨୦ ସିରିଜ୍‌ ଏହି ଚ୍ୟାନେଲର ହେବ ପ୍ରସାରଣ, ଜାଣନ୍ତୁ…

ନୂଆଦିଲ୍ଲୀ,୮ା୯: ଆସନ୍ତା ୧୩ ତାରିଖରୁ ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ହେବାକୁ ଥିବା ଅନ୍ତର୍ଜାତୀୟ ଟି୨୦ ସିରିଜ୍‌ ଲାଗି ସୋନୀ ସ୍ପୋଟର୍‌ସ ନେଟ୍‌ଓ୍ବର୍କ ପ୍ରସାରଣ ଅଧିକାର…

ଗଣେଶପୂଜା କମିଟିକୁ ପୋଲିସର କଡ଼ା ନିର୍ଦ୍ଦେଶ, ଡିଜେ ସାଉଣ୍ଡ, ଅଶ୍ଳୀଳ ନୃତ୍ୟ ସମ୍ପୂର୍ଣ୍ଣ ମନା

ପୁରୁଷୋତ୍ତମପୁର,୮।୯(ସବିତା ମିଶ୍ର): ଆସନ୍ତା ୧୪ ତାରିଖରେ ହେବାକୁ ଥିବା ଗଣେଷପୂଜାକୁ ଶାନ୍ତିଶୃଙ୍ଖଳାର ସହ ପାଳନ କରିବାକୁ ପୁରୁଷୋତ୍ତମପୁର ପୋଲିସ ଏବଂ ପ୍ରଶାସନ ପକ୍ଷରୁ କଡ଼ା ପଦକ୍ଷେପ ନିଆଯାଇଛି।…

ଋଷିକୁଲ୍ୟା ପାଇଁ ବିପଦ ସାଜିଛି କାଶତଣ୍ଡୀ

ଧରାକୋଟ,୮ା୯ (ବିଷ୍ଣୁ କେଶରୀ ଆଚାର୍ଯ୍ୟ): କନ୍ଧମାଳ ଜିଲାର ଋଷୀମାଳ ପର୍ବତରୁ ଋଷିକୁଲ୍ୟା ନଦୀ ଜନ୍ମନେଇ ଗଞ୍ଜାମ ଜିଲାର ସୋରଡା, ଧାକୋଟ, ଆସିକା, ହିଞ୍ଜିଳି, ପୁରୁଷୋତ୍ତମପୁର ବ୍ଲକ୍‌ ପରେ…

ବାଲୁଙ୍କେଶ୍ୱର ହାଇସ୍କୁଲ ସହକାରୀ ଶିକ୍ଷକଙ୍କୁ ମରଣାନ୍ତକ ଆକ୍ରମଣ

ଖଲ୍ଲିକୋଟ, ୮/୯/୨୦୨୬ (ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ଏନ୍‌ଏସି ଅନ୍ତର୍ଗତ ବାଲୁଙ୍କେଶ୍ୱର ହାଇସ୍କୁଲର ଜଣେ ସହକାରୀ ଶିକ୍ଷକଙ୍କୁ ସ୍କୁଲ ଗେଟ୍‌ ନିକଟରେ ମଙ୍ଗଳବାର ମରଣାନ୍ତକ ଆକ୍ରମଣ କରାଯାଇଛି।…

ଦୁର୍ଗମ ଜଙ୍ଗଲରେ ଚଢାଉ: ମଦ କାରଖାନା ଭାଙ୍ଗିଲା ଅବକାରୀ ବିଭାଗ, ୧୯ ହଜାର ଲିଟର ମଦ ପୋଚ * ୧୧ ଶହ ଲିଟର ଦେଶୀ ମଦ ଜବତ

ଦିଗପହଣ୍ଡି,୮।୯(ଅଶେଷ ନାଥ ମିଶ୍ର) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଟି.ଗୋବିନ୍ଦପୁର ପଞ୍ଚାୟତ ଜନଜାତି ବହୁଳ ଦାମପୁର ଗାଁ ନିକଟ ଦୁର୍ଗମ ଜଙ୍ଗଲରେ ମଙ୍ଗଳବାର ସକାଳେ ସାନଖେମୁଣ୍ଡି…

ଭ୍ରମରପୁର ସ୍କୁଲରେ ଶିକ୍ଷକ ବଦଳି ବାତିଲ ଦାବିରେ ଜେନ୍ ଆଲଫାଙ୍କ ଆନ୍ଦୋଳନ, ସ୍କୁଲ ସମ୍ମୁଖରେ ଉତ୍ତେଜନା            

ଦିଗପହଣ୍ଡି,୮|୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭ୍ରମରପୁର ଗ୍ରାମ ପ୍ରକଳ୍ପ ପ୍ରାଥମିକ ବିଦ୍ୟାଳୟ ଶିକ୍ଷକ ଭାଗବତ ପ୍ରସାଦ ନାୟକଙ୍କୁ ଚୌଧୁରୀ ଟିକରପଡ଼ା ଗ୍ରାମ ବିଦ୍ୟାଳୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri