Posted inଜାତୀୟ

‘ବହୁ କଷ୍ଟରେ ଡାକ୍ତର କରିଥିଲି’, କୋଲକାତା ଟ୍ରେନି ଡାକ୍ତରଙ୍କ ବାପା କହିଲେ ମୋ ଝିଅର ଗୋଟିଏ ଇଚ୍ଛା ଥିଲା…

କୋଲକାତା,୨୧।୮: କୋଲକାତାର ଆର୍‌.ଜି କର ହସ୍ପିଟାଲରେ ଟ୍ରେନି ଡାକ୍ତରଙ୍କ ବଳାତ୍କାର ଓ ହତ୍ୟା ମାମଲାରେ ପୀଡିତାଙ୍କ ବାପା ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ତାଙ୍କ ଝିଅ କେବଳ ଗୋଟିଏ କାମ କରୁଥିଲେ । ସେଇଟା ହେଉଛି ଅଧ୍ୟୟନ। ସେ କେବଳ ପଢନ୍ତି। ଅତୀତକୁ ମନେ ପକାଇ ସେ ଅତ୍ୟଧିକ ଦୁଃଖ ପ୍ରକାଶ କରି କହିଛନ୍ତି, ତାଙ୍କ ଝିଅର ଅଧ୍ୟୟନ ଏବଂ ଆଡମିଶନ ପାଇଁ ସେ କଠିନ ପରିଶ୍ରମ କରିଥିଲେ ଏବଂ ତାଙ୍କ ସ୍ବପ୍ନକୁ ପୂରଣ କରିଥିଲେ। ବର୍ତ୍ତମାନ କେବଳ ଗୋଟିଏ କାମ କରିପାରିବି ଏବଂ ତାହା ହେଉଛି ଦୋଷୀମାନଙ୍କୁ ଦଣ୍ଡ ଦେବା ବୋଲି ପୀଡିତାଙ୍କ ବାପା କହିଛନ୍ତି।

୯ ଅଗଷ୍ଟ ମଧ୍ୟରାତ୍ରିରେ ଡ୍ୟୁଟି ପରେ ଶୋଇଥିବା ଜଣେ ଟ୍ରେନି ଡାକ୍ତରଙ୍କ ବଳାତ୍କାର ଓ ହତ୍ୟାକୁ ନେଇ ଦେଶରେ ଉତ୍ତେଜନା ଲାଗି ରହିଛି। ଏହି ମାମଲାର ତଦନ୍ତ ସିବିଆଇକୁ ହସ୍ତାନ୍ତର କରାଯାଇଛି ଏବଂ ଅନୁସନ୍ଧାନ ବେଳେ ଆର୍‌.ଜି କର କଲେଜର ପ୍ରିନ୍ସପାଲଙ୍କୁ ମଧ୍ୟ ପଚରାଉଚରା କରାଯାଉଛି । ସାରା ଭାରତରେ ଡାକ୍ତରମାନେ ବିରୋଧ ପ୍ରଦର୍ଶନ କରୁଛନ୍ତି। ସୁପ୍ରିମକୋର୍ଟ ନିଜେ ଏହି ମାମଲାର ଶୁଣାଣି କରୁଛନ୍ତି। ରିପୋର୍ଟ ଅନୁଯାୟୀ, ଲେଡି ଡାକ୍ତରଙ୍କ ପିତା ଅତୀତ ବିଷୟରେ କହିଛନ୍ତି ଏବଂ କହିଛନ୍ତି ଯେ ତାଙ୍କ ଝିଅର ଏକମାତ୍ର ଇଚ୍ଛା ହେଉଛି ଚିକିତ୍ସା କ୍ଷେତ୍ରରେ କ୍ୟାରିୟର କରିବା।


Enter your email to get our daily news in your inbox.

All Right Reserved By Dharitri.Com

ବିମାନ କର୍ମଚାରୀଙ୍କ ଖୋଲାଚିଠି ଭାଇରାଲ, ଏଥିରେ ଲେଖାଅଛି…

ନୂୂଆଦିଲ୍ଲୀ,୬ା୧୨: ଦେଶର ଅନେକ ବିମାନବନ୍ଦରରେ ବହୁ ବିମାନ ବାତିଲ ହେବା ପରେ ପ୍ରବଳ ଅସନ୍ତୋଷ ପ୍ରକାଶ ପାଇଛି। ସାଧାରଣ ଯାତ୍ରୀଙ୍କଠାରୁ ଆରମ୍ଭ କରି କର୍ମଚାରୀମାନେ ଅସନ୍ତୋଷ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

ଚୁଲି ଜାଳି ନିଆଁ ପୁଇଁ ହେଉଥିଲେ ମହିଳା, ଶାଢ଼ିରେ ଲାଗିଗଲା ନିଆଁ, ଆଉ ତା’ ପରେ…

ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): ଚୁଲିନିଆଁରେ ପୋଡ଼ି ହୋଇ ଜଣେ ମହିଳା ଗୁରୁତର ହୋଇଛନ୍ତି। ଆନନ୍ଦପୁର ଉପଖଣ୍ଡ ନନ୍ଦିପଦା ଥାନା କରଗୋଳା ଗାଁରେ ଘଟିଛି ଏଭଳି ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri