Posted inଜାତୀୟ

କୋଲକାତା ଡାକ୍ତର ବଳାତ୍କାର ମାମଲାରେ ନୂଆ ମୋଡ, ଫୋରେନସିକ ରିପୋର୍ଟରେ ଆସିଲା ଚାଞ୍ଚଲ୍ୟକର ଖବର, ସିବିଆଇ ଶୁଣି…

କୋଲକାତା,୯।୯: କୋଲକାତାର ଆର.ଜି କର ମେଡିକାଲ କଲେଜରେ ଟ୍ରେନି ଡାକ୍ତରଙ୍କ ବଳାତ୍କାର-ହତ୍ୟା ମାମଲାରେ ଏକ ନୂଆ ମୋଡ ଦେଖାଦେଇଛି। ସିବିଆଇ ଅନୁସନ୍ଧାନରେ ଏ ପର୍ଯ୍ୟନ୍ତ କିଛି ଏଭଳି ଜିନିଷ ସାମ୍ନାକୁ ଆସିଛି, ଯାହା ସମଗ୍ର ମାମଲାର ଗତି ବଦଳାଇପାରେ। ସିବିଆଇ ସୂତ୍ର ଅନୁଯାୟୀ, ପୋଷ୍ଟ ମର୍ଟମ ରିପୋର୍ଟରୁ ଏହା ସ୍ପଷ୍ଟ ହୋଇଛି ଯେ ମହିଳା ଡାକ୍ତର ବଳାତ୍କାର ହୋଇଥିଲେ, କିନ୍ତୁ ଫୋରେନସିକ ରିପୋର୍ଟରେ ଆଉ କିଛି କୁହାଯାଇଛି। ଫୋରେନସିକ ରିପୋର୍ଟରୁ ଏହି ପ୍ରସଙ୍ଗରେ ସ୍ପଷ୍ଟ ସୂଚନା ମିଳିନାହିଁ । ଏଥିରୁ ଜଣାପଡିଛି ଯେ ଘଟଣା ପରେ ପ୍ରମାଣକୁ ନଷ୍ଟ କରି ଦିଆଯାଇଥିଲା। ସିବିଆଇ ସୁପ୍ରିମକୋର୍ଟଙ୍କୁ କହିଛି ଯେ ଏଥିରେ ସମ୍ପୃକ୍ତ ଅନେକ ଗୁରୁତ୍ୱପୂର୍ଣ୍ଣ ସୂତ୍ର ରହିଛି, ଯାହା ପ୍ରମାଣ ନଷ୍ଟ କରିବାକୁ ଚେଷ୍ଟା କରାଯାଇଛି ବୋଲି ଦର୍ଶାଉଛି।

୧୭ସେପ୍ଟେମ୍ବର ସୁଦ୍ଧା ଏହି ମାମଲାରେ ଏ ପର୍ଯ୍ୟନ୍ତ କରାଯାଇଥିବା ଅନୁସନ୍ଧାନର ସ୍ଥିତି ରିପୋର୍ଟ ଦାଖଲ କରିବାକୁ ସୁପ୍ରିମକୋର୍ଟ କହିଛନ୍ତି। ସୂଚନାନୁସାରେ, ପୋଷ୍ଟ ମର୍ଟମ ରିପୋର୍ଟରେ ସ୍ପଷ୍ଟ ହୋଇଛି ଯେ ମହିଳା ଡାକ୍ତରଙ୍କୁ ବଳାତ୍କାର କରାଯାଇଥିଲା କିନ୍ତୁ ଫୋରେନସିକ ରିପୋର୍ଟ ଚୂଡ଼ାନ୍ତ ତଥ୍ୟ ଦେଇନାହିଁ। ପୋଷ୍ଟ ମର୍ଟମ ରିପୋର୍ଟରେ ଦର୍ଶାଯାଇଛି ଯେ ମହିଳା ଡାକ୍ତରଙ୍କ ତଣ୍ଟି ଚିପି ହତ୍ୟା କରାଯାଇଛି। ସୂତ୍ରରୁ ପ୍ରକାଶ ଯେ ଅନ୍ୟ ଏକ ପ୍ରମାଣ ଅଛି ଯେଉଁଥିରେ ଦର୍ଶାଏ ଯେ ମୁଖ୍ୟ ଅଭିଯୁକ୍ତ ସଞ୍ଜୟ ରୟଙ୍କ ଡିଏନ୍‌ଏ ନମୁନା ପୀଡିତାଙ୍କ ଶରୀରରେ ମିଳିଥିବା ଡିଏନ୍‌ଏ ସହିତ ମେଳ ଖାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଳ୍ପ ସ୍ଥାପନ ପାଇଁ ଚାଲିଛି ଇଡ୍‌କୋକୁ ଜମି ହସ୍ତାନ୍ତର ପ୍ରକ୍ରିୟା, ଅଞ୍ଚଳବାସୀଙ୍କ ବିରୋଧ

ଦାରିଙ୍ଗବାଡ଼ି,୨୨ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତର ଏକ ୯ ହେକ୍ଟର ଜମିରେ ଶିଳ୍ପ ସ୍ଥାପନ ହେବ। ଏଥିପାଇଁ ଇଡ୍‌କୋ ଏବଂ ରାଜ୍ୟ ପର୍ଯ୍ୟଟନ…

ମମତାଙ୍କୁ ସୁପ୍ରିମକୋର୍ଟଙ୍କ କଡ଼ା ସମାଲୋଚନା, ଗଣତନ୍ତ୍ରକୁ ବିପଦରେ ପକାଇଛନ୍ତି ମୁଖ୍ୟମନ୍ତ୍ରୀ

କୋଲକାତା,୨୨ା୪: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନର ପ୍ରଥମ ପର୍ଯ୍ୟାୟ ପାଇଁ ଭୋଟ୍ ଏପ୍ରିଲ୍ ୨୩ ତାରିଖରେ ହେବାକୁ ଯାଉଛି । ଶାସକ ତୃଣମୂଳ କଂଗ୍ରେସ ଏବଂ ମୁଖ୍ୟମନ୍ତ୍ରୀ ମମତା…

ଅସ୍ତ୍ରବିରତି ବୃଦ୍ଧି ପରେ ହର୍ମୁଜ୍ ପ୍ରଣାଳୀରେ ଗୁଳିମାଡ଼, ୩ଜାହାଜ…

ନୂଆଦିଲ୍ଲୀ,୨୨ା୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସମ୍ପର୍କରେ ଡୋନାଲ୍ଡ ଟ୍ରମ୍ପଙ୍କ ବିବୃତ୍ତି ପରେ, ହର୍ମୁଜ୍ ପ୍ରଣାଳୀରେ ତିନୋଟି ମାଲବାହୀ ଜାହାଜ ଉପରେ ଆକ୍ରମଣ ହୋଇଛି। ବର୍ତ୍ତମାନ,…

କୋରାପୁଟରେ ସ୍କୁଲ ଛୁଟି ଘୋଷଣା: କାଲିଠୁ ଏତିକି ଦିନ ପର୍ଯ୍ୟନ୍ତ…

କୋରାପୁଟ,୨୨ା୪(ଅମିତାଭ ବେହେରା): ସାରା ଓଡ଼ିଶାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ପରିସ୍ଥିତିକୁ ଦୃଷ୍ଟିରେ ରଖି ଛାତ୍ରୀଛାତ୍ରଙ୍କୁ ପ୍ରଚଣ୍ଡ ଗରମରୁ ରକ୍ଷା କରିବା ପାଇଁ ସତର୍କତାମୂଳକ ପଦକ୍ଷେପ ସ୍ବରୂପ କୋରାପୁଟ…

ବଲାଙ୍ଗୀରରେ ବସ୍‌ ଚକାତଳେ ଜୀବନ ଯାଇଥିବା ଯୁବକଙ୍କ ମିଳିଲା ପରିଚୟ

ବଲାଙ୍ଗୀର,୨୨ା୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରର ପାଟଣେଶ୍ୱରୀ ମନ୍ଦିର ସମ୍ମୁଖରେ ଏକ ସଡ଼କ ଦୁର୍ଘଟଣା ଘଟିଥିଲା। ଦ୍ରୁତଗତିରେ ଆସୁଥିବା ଏକ ବସ୍‌ ଚକାତଳେ ଦ୍ରୁତଗତିରେ ଆସି ଗୋଟିଏ…

ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ନର କଙ୍କାଳ ଉଦ୍ଧାର, ଦେଖିଲେ ଲାଗୁଛି….

ବଲାଙ୍ଗିର/ସଇଁନ୍ତଲା,୨୨ା୪(ସୁନିଲ ମହାନ୍ତି/ରାଖାଲ ଶତପଥୀ): ବଲାଙ୍ଗିର ଜିଲା ସଇଁତଳା ଥାନା ବର୍ଣୀ ସଂରକ୍ଷିତ ଜଙ୍ଗଲରୁ ଝୁଲନ୍ତା ଅବସ୍ଥାରେ ନର କଙ୍କାଳ ଉଦ୍ଧାର ହୋଇଛି । ତେବେ ନରକଙ୍କାଳଟି ଏକ…

ସରକାରଙ୍କୁ ବଡ଼ ଝଟ୍‌କା: ଇସ୍ତଫା ଦେଇଦେଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମାତ୍ର ୨୬ ଦିନରେ…

କାଠମାଣ୍ଡୁ,୨୨ା୪: ନେପାଳ ସରକାରଙ୍କୁ ବଡ଼ ଝଟ୍‌କା। ମାତ୍ର ୨୬ ଦିନ ମଧ୍ୟରେ ସ୍ବରାଷ୍ଟ୍ର ମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି ସୁଧାନ ଗୁରୁଙ୍ଗ। ଫଳରେ ବାଲେନ ଶାହ ସରକାରଙ୍କୁ…

ବିପ୍ପଜନକ ମିଶନରେ ପ୍ରିୟଙ୍କା ଚୋପ୍ରା

ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ସବୁଠି ରାଜ୍‌ କରୁଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଚର୍ଚ୍ଚାରେ। ତାଙ୍କ ଅଭିନୀତ ହଲିଉଡ ସିରିଜ୍‌ ‘ସିଟାଡେଲ’ ଚହଳ ସୃଷ୍ଟି କରିଛି। ପିସି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri