Posted inଜାତୀୟ

କୋଲକାତା ବଳାତ୍କାର ଘଟଣାର ଅଭିଯୁକ୍ତଙ୍କ ଶାଶୁ ଖୋଲିଲେ ବଡ଼ ଗୁମର, କହିଲେ ସେ ଜଣେ…

କୋଲକାତା,୧୯।୮: କୋଲକାତାର ଆର.ଜି କର ମେଡିକାଲ କଲେଜ ଏବଂ ହସ୍ପିଟାଲରେ ଜଣେ ଟ୍ରେନି ଡାକ୍ତରଙ୍କ ବଳାତ୍କାର ଏବଂ ହତ୍ୟାକୁ ନେଇ ଦେଶରେ ବିରୋଧ ପ୍ରଦର୍ଶନ କରାଯାଉଛି। ବର୍ତ୍ତମାନ ଏହି ମାମଲାରେ ସିବିଆଇ ଅଭିଯୁକ୍ତ ସଞ୍ଜୟ ରାୟଙ୍କ ପଲିଗ୍ରାଫ ଟେଷ୍ଟ କରିବ। ଅଭିଯୁକ୍ତ ସଞ୍ଜୟ ରୟଙ୍କ ଶାଶୁ ଏକ ବୟାନ ଜାରି କରି ତାଙ୍କ ବିରୋଧରେ ଅନେକ ଗୁରୁତର ଅଭିଯୋଗ ଆଣିଛନ୍ତି।

ଅଭିଯୁକ୍ତ ସଞ୍ଜୟ ରୟଙ୍କ ଶାଶୁ କହିଛନ୍ତି, ସଞ୍ଜୟଙ୍କ ସହ ଆମର ସମ୍ପର୍କ ଭଲ ନ ଥିଲା। ସେ ଆମ ଝିଅ ସହ ଅସଦାଚରଣ କରୁଥିଲେ। ସେ ତାଙ୍କୁ ମାଡ ମାରୁଥିଲେ,ମୋ ଝିଅ ଯେତେବେଳେ ୩ ମାସର ଗର୍ଭବତି ଥିଲା ତା’ର ଗର୍ଭପାତ କରାଇଥିଲେ। ସଞ୍ଜୟ ରାୟ ଜଣେ ଭଲ ବ୍ୟକ୍ତି ନୁହେଁ। ତାଙ୍କୁ ଫାଶୀ ଖୁଣ୍ଟରେ ଝୁଲାନ୍ତୁ ଅବା ଯାହା ଇଚ୍ଛା ତାହା ତାଙ୍କ ସହ କରନ୍ତୁ। ସେ ପୂର୍ବରୁ ଆଉ ଜଣଙ୍କୁ ବିବାହ କରିଥିଲେ, ଏହା ପରେ ସେ ମୋ ଝିଅ ସହିତ ଦ୍ୱିତୀୟ ବିବାହ କରିଥିଲେ। ଯଦି ସେ କିଛି ଭୁଲ କରିଛନ୍ତି, ତେବେ ତାଙ୍କୁ ଦଣ୍ଡ ଦିଆଯାଉ।

କୋଲକାତା ବଳାତ୍କାର ମାମଲାରେ ଦେଶରେ ରାଜନୀତି ମଧ୍ୟ ଚରମ ସୀମାରେ ରହିଛି। ଭାଜପା ରାଜ୍ୟ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଇସ୍ତଫା ଦାବି କରୁଥିବାବେଳେ ଇଣ୍ଡିଆ ଆଲାଇନ୍ସର ନେତାମାନେ ଭାଜପାକୁ ରାଜନୀତି କରୁଥିବା ଅଭିଯୋଗ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲେୟର ଅଫ ଦ ମନ୍ଥ ଘୋଷଣା କଲା ICC, ବାଜି ମାରିଲେ ଟିମ୍ ଇଣ୍ଡିଆର ଖେଳାଳି

ନୂଆଦିଲ୍ଲୀ,୨୩।୩:  ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଫେବୃଆରୀ ୨୦୨୬ ପାଇଁ ମାସର ଶ୍ରେଷ୍ଠ ଖେଳାଳି ପୁରସ୍କାର ଘୋଷଣା କରିଛି। ମହିଳା ବର୍ଗରେ, ଟିମ୍ ଇଣ୍ଡିଆର ଜଣେ ଖେଳାଳି ବାଜି…

ଓଜନ କମାଇବାକୁ ଚାହୁଁଛନ୍ତି କି, ଆପଣାନ୍ତୁ ଏହି ଉପାୟ

ନିୟମିତ ମହୁ ଖାଇଲେ ତାହା ଓଜନ କମାଇବାରେ ସାହାଯ୍ୟ କରିଥାଏ। ଏଭଳି ସମସ୍ୟା ସହ ଜଡିତ କେତେକ ବ୍ୟକ୍ତିଙ୍କୁ ପ୍ରତିଦିନ କିଛି ପରିମାଣରେ ମହୁ ଖାଇବାକୁ ଦିଆଯାଇଥିଲା।…

ଭାରତ ପାଇଁ ଆଶ୍ୱସ୍ତି: ଷ୍ଟ୍ରେଟ ଅଫ୍‌ ହର୍ମୁଜ ଅତିକ୍ରମ କଲା ୨ ଏଲପିଜି ଟ୍ୟାଙ୍କର୍‌

ତେହେରାନ୍‌,୨୩।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଭୟଙ୍କର ଯୁଦ୍ଧ ମଧ୍ୟରେ ଭାରତ ବଡ଼ କୂଟନୈତିକ ସଫଳତା ହାସଲ କରିପାରିଛି। ଇରାନ ଏଲପିଜି ବୋଝେଇ ୨ଟି ଭାରତୀୟ ଟ୍ୟାଙ୍କରକୁ ଷ୍ଟ୍ରେଟ ଅଫ୍‌…

ଡରାଉଛି ମୁଖ କ୍ୟାନ୍ସର: ୧୦ ବର୍ଷରେ ନେଲାଣି ୩ ହଜାର ଜୀବନ

ଭୁବନେଶ୍ୱର,୨୩।୩: ମୁଖ କ୍ୟାନ୍ସର ଏବେ ମୁଣ୍ଡ ବିନ୍ଧାର ମୁଖ୍ୟ କାରଣ ସାଜିଛି। ରାଜ୍ୟରେ ୧୦ ବର୍ଷରେ ମୁଖ କ୍ୟାନ୍ସରରେ ୩ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା…

ମଧ୍ୟପ୍ରାଚ୍ୟ ସଙ୍କଟ ମଧ୍ୟରେ ବଡ଼ କଥା କହିଦେଲେ ମୋଦି; LPGକୁ ପ୍ରାଥମିକତା, ତେଲକୁ ନେଇ କହିଲେ…

ନୂଆଦିଲ୍ଲୀ,୨୩।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଲୋକସଭାରେ ଅଭିଭାଷଣ ଦେଇଛନ୍ତି । ପ୍ରଧାନମନ୍ତ୍ରୀ ମୋଦି ତାଙ୍କ ଅଭିଭାଷଣରେ କହିଛନ୍ତି, ପଶ୍ଚିମ ଏସିଆରେ…

ନନ୍ଦପୁର ବଜାରରେ ସିଓଟିପିଏ ଏନଫୋର୍ସମେଣ୍ଟ ଟିମ୍‌ :ଗୁଟଖା,ଫୁଡ ଲାଇସେନ୍ସ ଯାଞ୍ଚ

ନନ୍ଦପୁର,୨୩।୩: କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମାରେ ସୋମବାର ସିଓଟିପିଏ ଏନଫୋର୍ସମେଣ୍ଟ ଟିମ ପହଞ୍ଚି ନନ୍ଦପୁର ବଜାରର ଏକାଧିକ ଦୋକାନରେ ଗୁଟଖା ବିକ୍ରି, ଫୁଡ ଲାଇସେନ୍ସ,…

ନନ୍ଦପୁର ପୋଲିସକୁ ସଫଳତା, ସମ୍ବାଇ ଜଙ୍ଗଲରୁ ମିଳିଲା ଗୁଣ୍ଠାପୁଟରୁ ଚୋରି ବୋଲେରୋ

ନନ୍ଦପୁର,୨୩।୩(ତୁଷାର କାନ୍ତ ମହାନ୍ତି): ଗାଡ଼ି ଚୋରି ଘଟଣାରେ କୋରାପୁଟ ଜିଲା ନନ୍ଦପୁର ଥାନା ପୋଲିସକୁ  ସଫଳତା ମିଳିଛି । ଗତ ୧୫ ତାରିଖ ରବିବାର ରାତ୍ର ଗୁଣ୍ଠାପୁଟ…

ଘରେ ବିଲେଇ ରଖିବାକୁ ନେଇ ଘରେ ହେଉଥିଲା ଯୁକ୍ତିତର୍କ, ଜିଦିରେ ଜୀବନ ହାରିଦେଲେ ଡାକ୍ତର

ନୂଆଦିଲ୍ଲୀ,୨୩।୩: ହାଇଦ୍ରାବାଦର ଆଲୱାଲ ଅଞ୍ଚଳରେ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଯେଉଁଠାରେ ଜଣେ ୨୩ ବର୍ଷୀୟା ଏମବିବିଏସ ଡାକ୍ତର ବିଲେଇ ପାଇଁ ଆତ୍ମହତ୍ୟା କରିଛନ୍ତି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri