ଭୁବନେଶ୍ବରର ୫ଟି ସ୍ଥାନରେ କୋଲକାତା EDର ରେଡ୍

ଭୁବନେଶ୍ବର,୨୬।୨: ଭୁବନେଶ୍ବରର ୫ଟି ସ୍ଥାନରେ କୋଲକାତା EDର ରେଡ୍ । ସକାଳୁ ସକାଳୁ ରେଡ୍ ଜାରି ରହିଛି । ହାଇଟେକ୍ ମେଡିକାଲ କଲେଜ ସମେତ ୫ଟି ସ୍ଥାନରେ ଚଢ଼ାଉ ଜାରି ରହିଛି । ତେବେ ବ୍ୟାପକ ଅର୍ଥ ହେରଫେର ଓ ଜମି ଜାଲିଆତି ନେଇ ରେଡ୍ ଚାଲିଥିବା ନେଇ ସୂଚନା ରହିଛି ।

ଭାରତୀୟ ବିଜ୍ଞାନ ବିକାଶ ଚାରିଟେବୁଲ ଟ୍ରଷ୍ଟର ସହିଦନଗର ଅଫିସ୍‌ରେ ବି ରେଡ୍ ଜାରି ରହିଛି । ଭୁବନେଶ୍ବର ସହିଦନଗର କାର୍ଯ୍ୟାଳୟ ଉପରେ କୋଲକାତା ED ପକ୍ଷରୁ ରେଡ୍ କରାଯାଇଛି । ବ୍ରହ୍ମପୁରରେ ସାହାରା ଇଣ୍ଡିଆ ଜମି ଜାଲିଆତି କରି କିଣିଥବା ନେଇ ଅଭିଯୋଗ ପରେ ED ପକ୍ଷରୁ ରେଡ୍ କରାଯାଉଛି। ତେବେ ଏ ସମ୍ପର୍କରେ କୌଣସି କର୍ତ୍ତୃପକ୍ଷଙ୍କ ପ୍ରତିକ୍ରିୟା ସାମ୍ନାକୁ ଆସିପାରି ନାହିଁ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଭୂପର୍ଯ୍ୟବେକ୍ଷକ ସାଟେଲାଇଟ୍‌ ଉତ୍‌କ୍ଷେପଣ କଲା ଇସ୍ରୋ

ଶ୍ରୀହରିକୋଟା,୫ା୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଶୁକ୍ରବାର ଦେଶର ପ୍ରଥମ ଇମେଜିଂ ସାଟେଲାଇଟ୍‌କୁ ସଫଳତାର ସହ ଭୂସ୍ଥିର କକ୍ଷରେ ସ୍ଥାପନ କରି ଆଉ ଏକ ଇତିହାସ…

ଚାଷୀଙ୍କ ଶ୍ରମକୁ ଉଚିତ ସମ୍ମାନ ମିଳୁଛି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫।୯ (ସୁନିତ୍‌ ମିଶ୍ର): ଜନ୍ମାଷ୍ଟମୀ ଅବସରରେ ରାଜ୍ୟର ଚାଷୀମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ଓୟୁଏଟିର କୃଷି ଶିକ୍ଷା ସଦନଠାରେ ସିଏମ୍‌ କିଷାନ ଯୋଜନାର…

ବୈଭବ ସୂର୍ଯ୍ୟବଂଶୀଙ୍କ ସହ ଓପନିଂ କରିବେ ସଞ୍ଜୁ? ବୋଲରଙ୍କ ମୁଣ୍ଡବିନ୍ଧାର କାରଣ ସାଜିବେ ଏହି ଯୋଡ଼ି

ନୂଆଦିଲ୍ଲୀ,୪।୮: ଶ୍ରୀଲଙ୍କା ବିପକ୍ଷ ଟେଷ୍ଟ ସିରିଜ୍‌ ଶେଷ ହେବା ପରେ ଏବେ ପୁଣି ଥରେ ଟି-୨୦ ଫର୍ମାଟ୍‌ରେ ମଇଦାନକୁ ଓହ୍ଲାଇବାକୁ ପ୍ରସ୍ତୁତ ହେଉଛି ଭାରତୀୟ ଦଳ। ଏହି…

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

୨୦୨୯ରେ ବିଜୟ ହେବେ PM ପ୍ରାର୍ଥୀ? TVK ଦଳର ବଡ଼ ଦାବି, କଂଗ୍ରେସ ଶିବିରରେ ହଇଚଇ!

ଚେନ୍ନାଇ,୪।୯: ୨୦୨୯ ସାଧାରଣ ନିର୍ବାଚନରେ ପ୍ରଧାନମନ୍ତ୍ରୀ ପଦ ଲାଗି ପ୍ରାର୍ଥୀ ଚୟନକୁ ନେଇ ତାମିଲନାଡୁର ଶାସକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’ (TVK) ଏବଂ ସହଯୋଗୀ ଦଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri