Posted inଜାତୀୟ

କୋଲକାତା ଅଗ୍ନିକାଣ୍ଡରେ ୯ ମୃତ: ଶୋକ ପ୍ରକାଶ କଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

କୋଲକାତା,୯ ।୩: ପଶ୍ଚିମବଙ୍ଗ କୋଲକାତାର କୋଲାଘାଟ ପ୍ରସାଦାର ୧୩ ମହଲାରେ ସୋମବାର ସନ୍ଧ୍ୟାରେ ଲାଗିଥିବା ନିଆଁରେ ଏପର୍ଯ୍ୟନ୍ତ ୯ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । ମୃତକଙ୍କ ମଧ୍ୟରେ ୪ ଦମକଳ କର୍ମୀ, ରେଲୱେ ପୋଲିସ କର୍ମୀ, ଏଏସ୍‌ଆଇ ସମେତ ଅନ୍ୟ ୩ ଲୋକ ସାମିଲ ଅଛନ୍ତି । ଉକ୍ତ କୋଠାରେ ପୂର୍ବ ଓ ଦକ୍ଷିଣ ପୂର୍ବ ରେଲୱେର କାର୍ଯ୍ୟାଳୟ ରହିଥିବା ବେଳେ ତଳ ମହଲାରେ ରେଲୱେର କମ୍ପୁଟରିକରଣ ଟିକେଟ କେନ୍ଦ୍ର ରହିଛି । ଦମକଳ ବାହିନିର ୧୫ ଗାଡି ନିଆଁଲିଭା କାର୍ଯ୍ୟରେ ଲାଗିଥିବା ବେଳେ ରାତିରେ ନିଆଁକୁ ଆୟତ୍ତ କରାଯାଇଥିଲା । ଏହି ଘଟଣାକୁ ନେଇ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରିଛନ୍ତି । ଉଭୟ ଟୁଇଟ୍ କରି ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ଆହତଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ରାହୁଙ୍କ ନକ୍ଷତ୍ରରେ ମଙ୍ଗଳଙ୍କ ଉଗ୍ର ଚାଲ! ୨ ସେପ୍ଟେମ୍ବର ପର୍ଯ୍ୟନ୍ତ ଏହି ୫ଟି ରାଶି ଉପରେ ବଡ଼ ସଙ୍କଟ

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କର ସେନାପତି ମଙ୍ଗଳ ଏବଂ ଛାୟା ଗ୍ରହ ରାହୁଙ୍କ ସମ୍ବନ୍ଧକୁ ଅତ୍ୟନ୍ତ ଉଗ୍ର ଓ ସମ୍ବେଦନଶୀଳ ମାନାଯାଏ। ପରାକ୍ରମ, ଉର୍ଜା ଏବଂ କ୍ରୋଧର କାରକ…

ଏକାଠି ହେଲେ ଭାରତ-ଚାଇନା ସେନା, ଓଡ଼ିଶା ସମୁଦ୍ରରେ ଚାଲିଛି ଜୋର୍‌ ଅପରେଶନ

ନୂଆଦିଲ୍ଲୀ,୨୫।୮: ସମୁଦ୍ର ଗର୍ଭରେ ବିରାଟ ବଡ଼ MV ଓସେନ ୱିନର ଜାହାଜ ଗାଏବ ହୋଇଯିବା ଘଟଣା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି । ଏତେ ବଡ଼ ସର୍ଚ୍ଚ ଅପରେସନ୍…

ସୁଭଦ୍ରା ଟଙ୍କା ଆସିବା ଆଗରୁ ମୋଦିଙ୍କୁ ଭେଟିଲେ ପ୍ରଭାତୀ ପରିଡ଼ା, ହୋଇପାରେ ବଡ଼ ଘୋଷଣା!

ଭୁବନେଶ୍ୱର,୨୫।୮: ବଡ଼ ଖବର । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏ ନେଇ ସୋସିଆଲ ମିଡିଆରେ ପୋଷ୍ଟ କରି ସୂଚନା ଦେଇଛନ୍ତି…

ସୂର୍ଯ୍ୟ-କେତୁ ଆଣିବେ ବଡ଼ ସଙ୍କଟ! ଆଗାମୀ ୨୬ ଦିନ ୩ ରାଶି ପାଇଁ ବଢିବ ଅଯଥା ଟେନସନ୍, ହୋଇଯାଆନ୍ତୁ ସାବଧାନ…

ଜ୍ୟୋତିଷ ଶାସ୍ତ୍ରରେ, ସୂର୍ଯ୍ୟ ଦେବତାଙ୍କୁ ଆତ୍ମା, ପିତା, ସମ୍ମାନ ଏବଂ ନେତୃତ୍ୱର କାରକ ଭାବରେ ବିବେଚନା କରାଯାଏ । ସମାନକ୍ରମରେ ପାପି କେତୁଙ୍କୁ ଏକ ଛାୟା ଗ୍ରହ…

ହଠାତ୍‌ ଏତେ ଟଙ୍କା କମିଗଲା ଚିନିଦର! ଜାଣନ୍ତୁ କେବେଠୁ ଲାଗୁ ହେବ…

ନୂଆଦିଲ୍ଲୀ,୨୫।୮: କେନ୍ଦ୍ର ସରକାରଙ୍କ କହିବା ଅନୁସାରେ, ସରକାର ଚିନି ଆମଦାନୀ ପାଇଁ ଅନୁମତି ଦେବା ଏବଂ କଳାବଜାରୀ ଉପରେ କଡ଼ା ପଦକ୍ଷେପ ନେବା ପରେ ଚିନିର ଏକ୍ସ-ମିଲ୍…

କିରିକୁଟିରେ ‘ଆମ ଗାଁ ଆମ ତହସିଲ: ଅଭିଯୋଗ ଶୁଣିଲେ

ଦାରିଙ୍ଗବାଡ଼ି, ୨୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ତହସିଲ ଅଧୀନ କିରିକୁଟି ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ‘ଆମ ଗାଁ ଆମ ତହସିଲ’ ଶିବିର ଅନୁଷ୍ଠିତ…

ଟ୍ରେନରେ ଆସୁଛି ୮୦୦ଟନ୍‌ ପିଆଜ, କିଲୋ ପ୍ରତି ଏତେ କମିଯିବ ପିଆଜ ଦର?

ନୂଆଦିଲ୍ଲୀ,୨୫।୮: ଏହି ଦିନଗୁଡ଼ିକରେ ପିଆଜ ଦର ଆକାଶଛୁଆଁ ହେଉଛି। ପିଆଜ କିଣିବା ଦାମ୍‌ରେ ହାରାହାରି ୫୯ ପ୍ରତିଶତରୁ ଅଧିକ ବୃଦ୍ଧି ରେକର୍ଡ କରାଯାଇଛି। ଏଭଳି ପରିସ୍ଥିତିରେ କେନ୍ଦ୍ର…

ତୃତୀୟ ଦିନରେ ଶ୍ରୀଲଙ୍କାର ଲଢ଼ୁଆ ବ୍ୟାଟିଂ, ଭାରତର ନିୟନ୍ତ୍ରଣରେ ଦ୍ୱିତୀୟ ଟେଷ୍ଟ

କଲମ୍ବୋ,୨୫ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ତୃତୀୟ ଦିନ ଶେଷ ସୁଦ୍ଧା ଭାରତ ନିୟନ୍ତ୍ରଣରେ ରହିଛି। ପ୍ରଥମ ଇନିଂସ୍‌ରେ ଭାରତ ୫୦୩/୯ ସ୍କୋର କରିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri