ଡିସେମ୍ବର ୧୫ରୁ କୋଲକାତା ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲ

କୋଲକାତା: ୨୮ତମ କୋଲକାତା ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲ ଖୁବ୍‌ଶୀଘ୍ର ଆୟୋଜିତ ହେବାକୁ ଯାଉଛି। ଚଳିତ ବର୍ଷ ଦ୍ୱିତୀୟ ଥର ପାଇଁ ଏହି ଫିଲ୍ମ ଫେଷ୍ଟିଭାଲ ହେବାକୁ ଯାଉଛି।
ଏହି ଫେଷ୍ଟିଭାଲ ୧୫ ଡିସେମ୍ବରରୁ ଆରମ୍ଭ ହେବାକୁ ହୋଇ ୨୨ ପର୍ଯ୍ୟନ୍ତ ଚାଲିବ। ପ୍ରାୟ ଅଢ଼େଇ ଦଶନ୍ଧି ଇତିହାସରେ ଏହା ପ୍ରଥମ ଥର ପାଇଁ ଘଟିବାକୁ ଯାଉଛି। ଏଥର ବଲିଉଡ୍‌ ସୁପରଷ୍ଟାର ଅମିତାଭ ବଚ୍ଚନ ଏବଂ ତାଙ୍କ ସ୍ତ୍ରୀ ଜୟା ବଚ୍ଚନଙ୍କ ସହ ଫିଲ୍ମ ଫେଷ୍ଟିଭାଲର ଉଦ୍‌ଘାଟନୀ ସମାରୋହରେ ଯୋଗଦେବେ।

କରୋନା ମହାମାରୀ ପରଠାରୁ ଫିଲ୍ମ ଫେଷ୍ଟିଭାଲ ଆୟୋଜିତ ହେଉନାହିଁ। ଏଥି ସହିତ ଯେତେବେଳେ ଚଳିତ ବର୍ଷ ସ୍ଥିତିରେ ସୁଧାର ଆସିଥିଲା, କୋଲକାତା ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲ ୨୭ତମ ସଂସ୍କରଣ ଏପ୍ରିଲ ୨୫ରୁ ଆରମ୍ଭ ହୋଇ ମେ’ ୧ ପର୍ଯ୍ୟନ୍ତ ଚାଲିଥିଲା। ସେହି ସମୟ ମଧ୍ୟରେ ଏହି ଉତ୍ସବରେ ୪୦ଟି ଦେଶରୁ ୧୬୩ଟି ଫିଲ୍ମ ପ୍ରଦର୍ଶିତ ହୋଇଥିଲା। ବର୍ତ୍ତମାନ ଫିଲ୍ମ ମହୋତ୍ସବ ଡିସେମ୍ବର ୧୫ରୁ ୨୨ଡିସେମ୍ବର ମଧ୍ୟରେ ଆୟୋଜିତ ହେବାକୁ ଯାଉଛି।

ପଶ୍ଚିମବଙ୍ଗ ସରକାର ଏବଂ ସଂସ୍କୃତି ବିଭାଗ ଦ୍ୱାରା ୨୮ତମ କୋଲକାତା ଅନ୍ତର୍ଜାତୀୟ ଫିଲ୍ମ ଫେଷ୍ଟିଭାଲ ଆୟୋଜିତ ହେଉଛି। କୁହାଯାଉଛି, ଚଳିତ ବର୍ଷର ଉତ୍ସବରେ ଏହାକୁ ନେଟ୍‌ ପ୍ୟାକ ପୁରସ୍କାର ସହିତ ୫ଟି ବିଭାଗରେ ବିଭକ୍ତ କରାଯାଇଛି। ଏଥିରେ ମୁଭିଙ୍ଗ ଇମେଜ, ଭାରତୀୟ ଭାଷାର ଫିଲ୍ମ, ଡକ୍ୟୁମେଣ୍ଟାରୀ ଏବଂ କ୍ଷୁଦ୍ର ଗଳ୍ପ ଅନ୍ତର୍ଭୁକ୍ତ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଯୋଜନାରେ ୨ କୋଟି ଟଙ୍କା ପର୍ଯ୍ୟନ୍ତ ଋଣ ପ୍ରଦାନ କରୁଛନ୍ତି ସରକାର, ଏହି ଉପାୟରେ ଲାଭ ଉଠାଇପାରିବେ କୃଷକ

ନୂଆଦିଳ୍ଲୀ,୩।୪: ଦେଶର ଅଧାରୁ ଅଧିକ ଜନସଂଖ୍ୟା ଏବେ ବି ଚାଷ ଏବଂ କୃଷି ମାଧ୍ୟମରେ ଜୀବିକା ନିର୍ବାହ କରନ୍ତି, ଏବଂ ଏହି କାରଣରୁ ଭାରତର ପ୍ରଗତି ପାଇଁ…

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର,୩ା୪: ରାଜଧାନୀରେ ପୁଣି ଥରେ ଧକ୍କା କରିଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ…

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

IRGCର ହିଟ ଲିଷ୍ଟରେ ୮ଟି ପ୍ରମୁଖ ଉପସାଗରୀୟ ସେତୁ; B1 ସେତୁ ଉପରେ ଆମେରିକା-ଇସ୍ରାଏଲ କାର୍ଯ୍ୟାନୁଷ୍ଠାନ ଯୋଗୁ ଇରାନ କ୍ରୋଧିତ

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକା ଏବଂ ଇସ୍ରାଏଲ ଇରାନର ସବୁଠାରୁ ଉଚ୍ଚ ସେତୁ – B1 -କୁ ଟାର୍ଗେଟ କରିଥିଲେ, ଯାହା ଏହି ଅଞ୍ଚଳରେ…

ଅବକାରୀ ବିଭାଗର ନୂଆ ଗାଇଡଲାଇନ: ଏଣିକି ଏମିତି ମିଳିବ ମଦ

ଭୁବନେଶ୍ୱର,୩।୪: ଅବକାରୀ ବିଭାଗ ନୂଆ ଗାଇଡଲାଇନ ଆଣିଛି। ଏଣିକି ଟେଟ୍ରା ପ୍ୟାକରେ ମଦ ମିଳିବ। ଟେଟ୍ରା ପ୍ୟାକରେ ରହିବ ୬ଟି ସୁରକ୍ଷା ଲେୟର। ୧୮୦ ମିଲି ପର୍ଯ୍ୟନ୍ତ…

ଦୁର୍ଗମ ଅଞ୍ଚଳରେ ସ୍ବାସ୍ଥ୍ୟସେବା ଅପହଞ୍ଚ: ଆମ୍ବୁଲାନ୍ସ ବିଳମ୍ବରେ ପହଞ୍ଚିବାରୁ ଗର୍ଭବତୀଙ୍କ ଅକାଳ ମୃତ୍ୟୁ ଅଭିଯୋଗ

ଦାରିଙ୍ଗବାଡି, ୩।୪ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଜଣେ ଗର୍ଭବତୀଙ୍କ ଗୁରୁବାର ଅପରାହ୍ନରେ ଅକାଳରେ ମୃତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ରାସ୍ତା…

ଯୁଦ୍ଧ ମଧ୍ୟରେ ହଠାତ୍‌ ୟୁ-ଟର୍ନ ନେଲେ ଟ୍ରମ୍ପ, କହିଲେ ଇରାନୀ ଲୋକମାନେ ବହୁତ ଶକ୍ତିଶାଳୀ, ମୁଁ ସେମାନଙ୍କୁ…

ଓ୍ବାଶିଂଟନ୍‌,୩।୪: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କ କାର୍ଯ୍ୟ ଅପେକ୍ଷା ତାଙ୍କ ଅଜବ ବୟାନ ପାଇଁ ଅଧିକ ପ୍ରସିଦ୍ଧ। ଇରାନ ସହିତ ଆମେରିକା-ଇସ୍ରାଏଲ ଯୁଦ୍ଧ ମଧ୍ୟରେ ଟ୍ରମ୍ପ…

ଟ୍ରମ୍ପଙ୍କ ମିଛର ପର୍ଦ୍ଦାଫାସ କଲା ଆମେରିକୀୟ ରିପୋର୍ଟ: ଖୋଲିଗଲା ସବୁ ପୋଲ୍‌, ଏବେ ବି..

ନୂଆଦିଲ୍ଲୀ,୩।୪:ପଶ୍ଚିମ ଏସିଆରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ପ୍ରମୁଖ ଗୋଇନ୍ଦା ରିପୋର୍ଟ ଆମେରିକା ଏବଂ ଇସ୍ରାଏଲର ଦାବି ଉପରେ ପ୍ରଶ୍ନ ଉଠାଇଛି। ଆମେରିକୀୟ ଗୋଇନ୍ଦା ସୂତ୍ରରୁ ଜଣାପଡିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri