Posted inଖେଳ

ବୋଲିଂ ବାଛିଲା କେକେଆର

ଅହମ୍ମଦାବାଦ,୨୬।୪ : ଚଳିତ ଆଇପିଏଲର ଦ୍ୱିତୀୟ ପର୍ଯ୍ୟାୟ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରୁ ସୋମବାର ଆରମ୍ଭ ହୋଇଯାଇଛି। କିଙ୍ଗ୍ସ ପଞ୍ଜାବ ବିପକ୍ଷ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଅଧିନାୟକ ଇଆନ ମୋର୍ଗାନ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତିି। କୋଲକାତା ଦଳରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଆଇସିସି ବିଶ୍ୱକପ୍‌: ଅସମ୍ଭବ ଫଳାଫଳ ଲକ୍ଷ୍ୟରେ ପାକିସ୍ତାନ

ଲଣ୍ଡନ,୫।୭(ପି.ଟି.)- ଚଳିତ ଆଇସିସି ବିଶ୍ୱକପ୍‌ରେ ପୂର୍ବତନ ଚାମ୍ପିୟନ ପାକିସ୍ତାନ ତା’ର ଶେଷ ଲିଗ୍‌ ମ୍ୟାଚ୍‌ରେ ଶୁକ୍ରବାର ବାଂଲାଦେଶକୁ ଭେଟିବାକୁ ଯାଉଛି। ସେମିଫାଇନାଲରେ ପହଞ୍ଚିବା ପାକିସ୍ତାନ ପାଇଁ...

ବଦଳିପାରେ ଓଭରଥ୍ରୋ ନିୟମ

ଲଣ୍ଡନ,୨୦।୭(ପି.ଟି.)- କ୍ରିକେଟ ନିୟମ ପ୍ରସ୍ତୁତକାରୀ ମାରିଲେବୋନ କ୍ରିକେଟ କ୍ଲବ (ଏମ୍‌ସିସି) ଓଭରଥ୍ରୋ ନିୟମରେ ପରିବର୍ତ୍ତନ କରିପାରେ। ନ୍ୟୁଜିଲାଣ୍ଡ ଓ ଇଂଲଣ୍ଡ ମଧ୍ୟରେ ବିଶ୍ୱକପ୍‌ ଫାଇନାଲରେ ଓଭରଥ୍ରୋ...

ମହିଳା ହକିର ନୂଆ ଜ୍ୟୋତି

ଓଡ଼ିଶାର ଜ୍ୟୋତି ସୁନୀତା କୁଲୁ ନିଜ ଦକ୍ଷତା ବଳରେ ଭାରତୀୟ ଦଳର ଅଧିନାୟିକା ହେବାର ଗୌରବ ଅର୍ଜନ କରିଥିଲେ। ଏବେ ଜାତୀୟ ସିନିୟର ମହିଳା ହକିରେ...

୬ ବର୍ଷ ପରେ ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ଏହି ଅଲରାଉଣ୍ଡର, ବଢ଼ିଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୨୬।୧: ଆସନ୍ତା ମାସରୁ ଘରୋଇ ସିରିଜ ଖେଳିବ ଟିମ୍‌ ଇଣ୍ଡିଆ। ଭାରତ ଏବଂ ଓ୍ବେଷ୍ଟଇଣ୍ଡିଜ ମଧ୍ୟରେ ଫେବୃୟାରୀ ୬ରୁ ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ...

କ୍ଲିନ ବୋଲ୍ଡ ହେବା ପରେ ନେଲେ ଡିଆରଏସ୍‌

ମୁମ୍ବାଇ,୪।୧୨: ନ୍ୟୁଜିଲାଣ୍ଡ ବିପକ୍ଷରେ ଚାଲିଥିବା ମୁମ୍ବାଇ ତଥା ଦ୍ୱିତୀୟ ଟେଷ୍ଟରେ ଭିନ୍ନ କାରଣରୁ ଚର୍ଚ୍ଚକୁ ଆସିଛନ୍ତି ଭାରତୀୟ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ମ୍ୟାଚ୍‌ର ଦ୍ୱିତୀୟ...

ଧୋନୀ ଆଉ ପ୍ରଥମ ଉଇକେଟକିପର ବିକଳ୍ପ ନୁହନ୍ତି

ନୂଆଦିଲ୍ଲୀ,୧୭।୭- ଆଇସିସି ବିଶ୍ୱକପ୍‌ରେ ଭାରତୀୟ ଦଳର ଅଭିଯାନ ଶେଷ ହେବା ପରେ ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଭବିଷ୍ୟତ ନେଇ ଅନିଶ୍ଚିତତା ଲାଗି ରହିଛି।...

କୋଚ୍‌ ଚୟନ ପ୍ରକ୍ରିୟାରେ କୋହଲିଙ୍କର ମତ ଦେବା ଅଧିକାର ରହିଛି: ସୌରଭ

କୋଲକାତା, ୧।୮(ପି.ଟି.)- ଅଧିନାୟକ ଭାବେ ବିରାଟ କୋହଲିଙ୍କର କୋଚ୍‌ ଚୟନ ପ୍ରକ୍ରୟାରେ ମତ ଦେବାର ଅଧିକାର ରହିଛି ବୋଲି ପୂର୍ବତନ ଟିମ୍‌ ଇଣ୍ଡିଆ ଅଧିନାୟକ ସୌରଭ...

ଆଇସିସି ନିର୍ଦ୍ଦେଶକୁ ମାନିଲେ ଧୋନୀ

ଲଣ୍ଡନ, ୧୦ା୬ (ପି.ଟି.)-ଭାରତର ଭେଟେରାନ ଉଇକେଟକିପର ମହେନ୍ଦ୍ର ସିଂ ଧୋନୀ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ନିର୍ଦ୍ଦେଶକୁ ମାନିଛନ୍ତି। ରବିବାର ଅଷ୍ଟ୍ରେଲିଆ ବିପକ୍ଷ ବିଶ୍ୱକପ୍‌ ମ୍ୟାଚରେ...

Advertisement
Archives

Model This Week