Posted inଖେଳ

ଚନ୍ଦ୍ରକାନ୍ତ ପଣ୍ଡିତ ହେବେ କେକେଆରର ମୁଖ୍ୟ କୋଚ

ନୂଆଦିଲ୍ଲୀ,୧୭।୮: ଆଇପିଏଲ ଦଳ କୋଲକାତା ନାଇଟ ରାଇଡର୍ସ(କେକେଆର) ନୂଆ କୋଚ ନିଯୁକ୍ତ କରିଛି। ଏନେଇ କେକେଆର୍‌ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଚନ୍ଦ୍ରକାନ୍ତଙ୍କ ପୂର୍ବରୁ କେକେଆରର ମୁଖ୍ୟ କୋଚ ନ୍ୟୁଜିଲାଣ୍ଡର ପୂର୍ବତନ ଭେଟେରାନ ବ୍ରାଣ୍ଡନ ମ୍ୟାକକୁଲମ ଥିଲେ। କିନ୍ତୁ ବର୍ତ୍ତମାନ ସେ ଇଂଲଣ୍ଡ ଟେଷ୍ଟ ଦଳର କୋଚ ହୋଇଛନ୍ତି। ସେବେଠାରୁ କେକେଆର୍‌ ଏକ ନୂତନ କୋଚ ଖୋଜୁଥିଲା। ଆଇପିଏଲର ପରବର୍ତ୍ତୀ ସିଜିନରୁ ଚନ୍ଦ୍ରକାନ୍ତ ଦଳର ନେତୃତ୍ୱ ନେବେ।
ଚନ୍ଦ୍ରକାନ୍ତ ପଣ୍ଡିତ କୋଚିଂରେ ବହୁତ ସଫଳ ହୋଇଛନ୍ତି। ତାଙ୍କ କୋଚିଂ ଅଧୀନରେ ବିଭିନ୍ନ ଦଳ ରଣଜୀ ଟ୍ରଫି ଦଖଲ କରିଛନ୍ତି। ତାଙ୍କ କୋଚିଂ ଅଧୀନରେ ୨୦୦୩, ୨୦୦୪, ୨୦୧୬ରେ ମୁମ୍ବାଇ ରଣଜୀ ଟ୍ରଫି, ୨୦୧୮, ୨୦୧୯ରେ ବିଦର୍ଭ ଏବଂ ଚଳିତ ବର୍ଷ ୨୦୨୨ରେ ମଧ୍ୟପ୍ରଦେଶ ରଣଜୀ ଟ୍ରଫି ଜିତିଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଭାରତୀୟ କ୍ରିକେଟ୍‌ର ଗୁମର ଖୋଲିଲେ ଗାଭାସ୍କର: ଦେଲେ ଚାଞ୍ଚଲ୍ୟକର ମନ୍ତବ୍ୟ

ନୂଆଦିଲ୍ଲୀ,୧୨।୧୦:ଭାରତୀୟ ଘରୋଇ କ୍ରିକେଟର ସବୁଠାରୁ ପ୍ରତିଷ୍ଠିତ ପ୍ରଥମ ଶ୍ରେଣୀ ଟୁର୍ନାମେଣ୍ଟ ରଣଜୀ ଟ୍ରଫିର ମାନକୁ ନେଇ ପ୍ରଶ୍ନ ଉଠାଇଛନ୍ତି କିମ୍ବଦନ୍ତୀ କ୍ରିକେଟର ସୁନୀଲ ଗାଭାସ୍କର। ରଣଜୀ ଟ୍ରଫିରେ…

ଏମିତି କରି T20ରେ ବିଶ୍ୱ ରେକର୍ଡ ସ୍ଥାପନ କରିଛି ୱେଷ୍ଟଇଣ୍ଡିଜ; ଭାରତ ରହିଛି ପଛରେ

ନୂଆଦିଲ୍ଲୀ,୧୨।୧୦: ୱେଷ୍ଟଇଣ୍ଡିଜ କ୍ରିକେଟ ଦଳ T20 କ୍ରିକେଟରେ ଇତିହାସ ସୃଷ୍ଟି କରିଛି। ରବିବାର ଭାରତ ବିପକ୍ଷ ତୃତୀୟ T20 ମ୍ୟାଚରେ କାରିବିଆନ ଦଳ ମୋଟ ୧୩ଟି ଛକା…

ବଦଳିଲା କ୍ରିକେଟ ମ୍ୟାଚର ସ୍ଥାନ, ଏଥିପାଇଁ ଦାୟୀ ରହିବ କି ପାକିସ୍ତାନ ରାଜନୀତି? ଜାଣନ୍ତୁ…

ଇସଲାମାବାଦ,୧୨।୧୦: ପାକିସ୍ତାନର ରାଜନୈତିକ ସଙ୍କଟର ପ୍ରଭାବ ବର୍ତ୍ତମାନ କ୍ରିକେଟ ଉପରେ ମଧ୍ୟ ପଡ଼ିବା ଆରମ୍ଭ ହୋଇଛି। ଖୈବର ପଖତୁନଖୱା ଅଞ୍ଚଳରେ ପାକିସ୍ତାନ ସରକାରଙ୍କ ଦ୍ୱାରା ନିକଟରେ ଜରୁରୀକାଳୀନ…

ଭାରତ ବିପକ୍ଷ ସିରିଜ୍‌ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷିତ, ଦଳକୁ ଫେରିଲେ ଏହି ଖେଳାଳି ଜାଣନ୍ତୁ…

ଓ୍ବେଲିଂଟନ,୧୨ା୧୦: ଆସନ୍ତା ୨୨ ତାରିଖରୁ ଭାରତ ବିପକ୍ଷରେ ଆରମ୍ଭ ହେବାକୁ ଥିବା ଦିନିକିଆ କ୍ରିକେଟ ସିରିଜ୍‌ ପାଇ ନ୍ୟୁଜିଲାଣ୍ଡ ଦଳ ଘୋଷଣା କରାଯାଇଛି। ଫିନ ଆଲେନ, ଲୋକି…

ବଡ଼ ଖୁଲାସା କଲେ ପୂର୍ବତନ କ୍ରିକେଟର, ବିରାଟଙ୍କ ଟେଷ୍ଟ ସନ୍ନ୍ୟାସ ପଛରେ ଥିଲା ଏହି ବ୍ୟକ୍ତିଙ୍କ ହାତ

ନୂଆଦିଲ୍ଲୀ,୧୨।୧୦: ଭାରତୀୟ କ୍ରିକେଟ୍‌ର ଦୁଇ ଅଭିଜ୍ଞ ଖେଳାଳି ବିରାଟ କୋହଲି ଓ ରୋହିତ ଶର୍ମାଙ୍କ ଟେଷ୍ଟ କ୍ରିକେଟ୍‌ରୁ ଅବସର ଘୋଷଣା ଏବେ ବି କ୍ରିକେଟ୍‌ପ୍ରେମୀଙ୍କ ମନରେ ରହିଛି…

ଆଖିରୁ ବହିଗଲା ଧାର ଧାର ଲୁହ…! ଶ୍ରେୟସ ଆୟରଙ୍କୁ ଏମିତି ପଡ଼ିଆରେ ଦେଖି ସହ୍ୟ କରିପାରିଲେ ନାହିଁ ଏହି ମହିଳା ପ୍ରଶଂସକ

ନୂଆଦିଲ୍ଲୀ,୧୨।୧୦: ଶ୍ରେୟସ ଆୟରଙ୍କ ଆଶ୍ଚର୍ଯ୍ୟଜନକ ପାଗଳାମି ଇନ୍ଦୋରରେ ଦେଖିବାକୁ ମିଳିଥିଲା। ୱେଷ୍ଟଇଣ୍ଡିଜ ବିପକ୍ଷରେ ଭାରତୀୟ ଅଧିନାୟକ ବାହାରକୁ ଯିବା ମାତ୍ରେ ତାଙ୍କର ଜଣେ ମହିଳା ପ୍ରଶଂସକ କାନ୍ଦିବାକୁ…

ଖୁବ ଖୁସି ଅଛନ୍ତି ଅଧିନାୟକ ଶ୍ରେୟସ ଆୟର, ହେଲେ ଏହା ପଛର କାରଣ କ’ଣ ଜାଣନ୍ତୁ

ନୂଆଦିଲ୍ଲୀ,୧୨।୧୦: ରବିବାର ଭାରତ ୱେଷ୍ଟଇଣ୍ଡିଜକୁ ୧୪ ରନରେ ପରାସ୍ତ କରି ସିରିଜରେ ୨-୧ରେ ଅଗ୍ରଣୀ ହାସଲ କରିଛି। ଅଭିଷେକ ଶର୍ମାଙ୍କ ଅର୍ଦ୍ଧଶତକ ଏବଂ ଅନ୍ୟ ଖେଳାଳିଙ୍କ ଉପଯୋଗୀ…

ଏହି ଖେଳାଳିଙ୍କ ରେକର୍ଡ ଭାଙ୍ଗି ଇତିହାସ ରଚିଲେ ଅଭିଷେକ ଶର୍ମା,ସମସ୍ତେ କରୁଛନ୍ତି ଖୁବ ପ୍ରଶଂସା

ନୂଆଦିଲ୍ଲୀ,୧୨।୧୦: ଇନ୍ଦୋରରେ ୱେଷ୍ଟଇଣ୍ଡିଜ ବିପକ୍ଷ ମ୍ୟାଚରେ ଅଭିଷେକ ଶର୍ମା ୫ଟି ଛକା ଓ ୬ଟି ଚୌକା ସହାୟତାରେ ୬୯ ରନର ଏକ ଚମତ୍କାର ଇନିଂସ ଖେଳିଥିଲେ। ୨୩୦ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?