Posted inଖେଳ

ଫେରିଲେ ଡି’କକ୍‌ , ବାଦ୍‌ ପଡ଼ିଲେ ଲିନ

ଚେନ୍ନାଇ, ୧୩ା୪- ଚେପକ ଷ୍ଟାଡିୟମର ପିଚ୍‌ ସ୍ପିନରଙ୍କୁ ସୁହାଇବ। ଏହାକୁ ଦୃଷ୍ଟିରେ ରଖି କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଅଧିନାୟକ ଇଆନ ମୋର୍ଗାନ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦୁଇ ଦଳରେ ସ୍ଥାନ ପାଇଛନ୍ତି ଏକାଧିକ ସ୍ପିନର। ହାଇଦ୍ରାବାଦ୍‌କୁ ହରାଇଥିବା ଦଳରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ଅନ୍ୟପକ୍ଷରେ ନିକଟରେ କ୍ୱାରେଣ୍ଟିନ ଶେଷ କରିଥିବା କ୍ୱିଣ୍ଟନ ଡି’କକ୍‌ ମୁମ୍ବାଇ ଦଳକୁ ଫେରିଛନ୍ତି। ଫଳରେ ବାଦ୍‌ ପଡ଼ିଛନ୍ତି କ୍ରିସ ଲିନ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଇଣ୍ଡିଆନ ସୁପର ଲିଗ୍‌: ବେଙ୍ଗାଲୁରୁକୁ ହରାଇଲା ମୁମ୍ବାଇ ସିଟି

ମାର୍ଗୋଆ,୬।୧(ପି.ଟି.): ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌)ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ମୁମ୍ବାଇ ସିଟି ୩-୧ ଗୋଲରେ ବେଙ୍ଗାଲୁରୁ ଏଫ୍‌ସିକୁ ପରାସ୍ତ କରିଛି। ସ୍ଥାନୀୟ ଫାଟୋର୍ଡ ଷ୍ଟାଡିୟମରେ...

ଡୋପ୍‌ ଟେଷ୍ଟରେ ବିଫଳ ହୋଇ ୨ ବର୍ଷ ବାସନ୍ଦ ହେଲେ ଏହି ଯୁବ କ୍ରିକେଟର୍‌

ଢାକା, ୨୭।୭: ବାଂଲାଦେଶ କ୍ରିକେଟ୍‌ ବୋର୍ଡ (ବିସିବି) ଯୁବ ଦ୍ରୁତ ବୋଲର କାଜି ଅନିକ୍‌ ଇସ୍‌ଲାମଙ୍କୁ ୨ ବର୍ଷ ଲାଗି ବାସନ୍ଦ କରିଛି। ୨୦୧୮ରେ ହୋଇଥିବା...

ପୂଜାରାଙ୍କୁ ବୋଲିଂ କରିବା କଷ୍ଟକର: କୁମିନ୍ସ

ମେଲବୋର୍ନ,୨୬।୪(ପି.ଟି.): ଭାରତୀୟ ଟେଷ୍ଟ ମିଡଲଅର୍ଡର ବ୍ୟାଟ୍ସମ୍ୟାନ ଚେତେଶ୍ୱର ପୂଜାରାଙ୍କୁ ବୋଲିଂ କରିବା କଷ୍ଟକର ବୋଲି ବିଶ୍ୱର ୧ ନମ୍ବର ଦ୍ରୁତ ବୋଲର ଅଷ୍ଟ୍ରେଲିଆର ପ୍ୟାଟ କୁମିନ୍ସ...

ଭାରତୀୟ ଦଳକୁ ବଡ଼ ଝଟ୍‌କା: ଇଂଲଣ୍ଡ ବିପକ୍ଷ ସିରିଜ୍‌ରୁ ବାଦ୍‌ ପଡିଲେ ଏହି ଖେଳାଳି

ନୂଆଦିଲ୍ଲୀ,୨୧।୧: ଅଷ୍ଟ୍ରେଲିଆ ବିପକ୍ଷରେ ଜବରଦସ୍ତ ପ୍ରଦର୍ଶନ କରିଥିବା ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଆଗାମୀ ଇଂଲଣ୍ଡ ବିପକ୍ଷ ଟେଷ୍ଟ ସିରିଜ୍‌ରୁ ବାଦ୍‌ ପଡିଛନ୍ତି। ସିଡନୀ ଟେଷ୍ଟ ଖେଳୁଥିବା...

ଭାରତର ସର୍ବଶ୍ରେଷ୍ଠ ମ୍ୟାଚ୍‌ ବିଜେତା ଭାବେ କେଉଁ ଖେଳାଳିଙ୍କ ନାମ କହିଲେ ଗାଭାସ୍କର

ନୂଆଦିଲ୍ଲୀ, ୨୫।୩- କପିଳ ଦେବଙ୍କ ନେତୃତ୍ୱରେ ଭାରତ ପ୍ରଥମଥର ଲାଗି ୧୯୮୩ ମସିହାରେ ଦିନିକିଆ ବିଶ୍ୱକପ୍‌ ଜିତିବାର ସୌଭାଗ୍ୟ ଲାଭ କରିଥିଲା। ଏହି ସ୍ମରଣୀୟ ବିଶ୍ୱକପ୍‌...

ଆର୍ଚର, ରଏଙ୍କ ମ୍ୟାଚ୍ ଫି କଟିଲା

ନଟ୍ଟିଂହାମ, ୪୬(ପି.ଟି.)- ଆଇସିସି ଆଚରଣ ସଂହିତା ଉଲ୍ଲଂଘନ କରିଥତ୍ବା କାରଣରୁ ଦୁଇ ଇଂଲଣ୍ଡ କ୍ରିକେଟର ଜୋଫ୍ରା ଅାର୍ଚର ଓ ଜୋ ରୁଟ୍ଙ୍କୁ ଅାଥର୍ତ୍କ ଦଣ୍ଡରେ ଦଣ୍ଡିତ...

ଶାଲଓ୍ବାର କମିଜ୍‌ ଉପରେ ବ୍ଲେଜର ପିନ୍ଧି ଲୋକହସା ହେଲେ ପାକ୍‌ କ୍ୟାପଟେନ୍‌

ବକିଂଘମ୍‌,୩୧।୫: ପାକିସ୍ତାନ କିକ୍ରେଟ ଟିମ୍‌ର କ୍ୟାପଟେନ ସରଫରାଜ ଅହମ୍ମଦ ବକିଂଘମ୍‌ ପ୍ୟାଲେସରେ ମହାରାଣୀଙ୍କୁ ପାରମ୍ପରିକ ପୋଷାକ ପିନ୍ଧି ଭେଟିବାକୁ ଯାଇଥିଲେ। ଏହି ପୋଷାକ ପାଇଁ ତାଙ୍କୁ...

ଅନ୍ତିମ ବଲରେ ମ୍ୟାଚ୍‌ ଛଡ଼ାଇ ଆଣିଲେ ଶାହରୁଖ ଖାନ

ନୂଆଦିଲ୍ଲୀ,୨୨।୧୧: ଚଳିତ ସୟଦ ମୁସ୍ତାକ ଅଲି ଟି୨୦ ଟୁର୍ନାମେଣ୍ଟର ଟ୍ରଫି ହାତେଇଛି ତାମିଲନାଡୁ। ସୋମବାର ଅରୁଣ ଜେଟଲି ଷ୍ଟାଡିୟମରେ ଖେଳାଯାଇଥିବା ରୋମାଞ୍ଚକ ଫାଇନାଲରେ ତାମିଲନାଡୁ ୪...

Advertisement


Archives

Model This Week