Posted inଖେଳ

ଫେରିଲେ ଡି’କକ୍‌ , ବାଦ୍‌ ପଡ଼ିଲେ ଲିନ

ଚେନ୍ନାଇ, ୧୩ା୪- ଚେପକ ଷ୍ଟାଡିୟମର ପିଚ୍‌ ସ୍ପିନରଙ୍କୁ ସୁହାଇବ। ଏହାକୁ ଦୃଷ୍ଟିରେ ରଖି କୋଲକାତା ନାଇଟ୍‌ ରାଇଡର୍ସ (କେକେଆର) ଅଧିନାୟକ ଇଆନ ମୋର୍ଗାନ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦୁଇ ଦଳରେ ସ୍ଥାନ ପାଇଛନ୍ତି ଏକାଧିକ ସ୍ପିନର। ହାଇଦ୍ରାବାଦ୍‌କୁ ହରାଇଥିବା ଦଳରେ କୌଣସି ପରିବର୍ତ୍ତନ କରାଯାଇ ନାହିଁ। ଅନ୍ୟପକ୍ଷରେ ନିକଟରେ କ୍ୱାରେଣ୍ଟିନ ଶେଷ କରିଥିବା କ୍ୱିଣ୍ଟନ ଡି’କକ୍‌ ମୁମ୍ବାଇ ଦଳକୁ ଫେରିଛନ୍ତି। ଫଳରେ ବାଦ୍‌ ପଡ଼ିଛନ୍ତି କ୍ରିସ ଲିନ।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଚେତାବନୀ ଦେଲେ ସଚିନ ତେନ୍ଦୁଲକର: ଚୟନକର୍ତ୍ତାଙ୍କୁ କଲେ ଟାର୍ଗେଟ, ମାତ୍ର ୧୫ ବର୍ଷ ବୟସରୁ…

ନୂଆଦିଲ୍ଲୀ,୪।୧୧: ନ୍ୟୁଜିଲାଣ୍ଡ ଗସ୍ତରେ ଭାରତୀୟ ଟି-୨୦ ଦଳରେ ସାମିଲ ହୋଇଥିବା ବୈଭବଙ୍କୁ ମାତ୍ର ୨ଟି ମ୍ୟାଚ ଖେଳିବାର ସୁଯୋଗ ମିଳିଥିଲା। ଏଥିମଧ୍ୟରୁ ଗୋଟିଏ ମ୍ୟାଚ୍‌ରେ ସେ ନିଜ…

ପୂର୍ବତନ ମନ୍ତ୍ରୀ ରାସ ବିହାରୀ ବେହେରାଙ୍କ ପରଲୋକ: ଝୁରୁଛି କଳାହାଣ୍ଡି

ଭବାନୀପାଟଣା,୪।୧୧(ଉତ୍ତମ କୁମାର ଦାଶ):କଳାହାଣ୍ଡିର ପୂର୍ବତନ ମନ୍ତ୍ରୀ ତଥା ସାଂସଦ ରାସ ବିହାରୀ ବେହେରାଙ୍କ ୮୮ ବର୍ଷ ବୟସରେ ମଙ୍ଗଳବାର ବିଳମ୍ବିତ ରାତିରେ ଭବାନୀପାଟଣାସ୍ଥିତ ବାସ ଭବନରେ ପରଲୋକ…

ଧନ ମାଗୁଅଛି-ଜନ ମାଗୁଅଛି

ଜୀବନ ପ୍ରବାହର ଗତିପଥକୁ ଶୃଙ୍ଖଳିତ ଓ ବ୍ୟବସ୍ଥିତ କରିବା ପାଇଁ ମଣିଷ ଅନେକ କିଛି ଆପଣେଇ ନେଇଥାଏ, ଭୁଲ ଠିକ୍‌ର ନିର୍ଣ୍ଣୟ କରି ସମୟୋଚିତ ପଦକ୍ଷେପ ମଧ୍ୟ…

ବାତ୍ୟା ‘ଅର୍ଣ୍ଣବ’ ପରେ ପିଇବା ପାଣି ପାଇଁ ହାହାକାର: ୨୦୦ ପରିବାର ହନ୍ତସନ୍ତ

ଦାରିଙ୍ଗବାଡ଼ି, ୪/୧୧ (ଅରୁଣ ସାହୁ): ବାତ୍ୟା ‘ଅର୍ଣ୍ଣବ’ ପରେ ବିପର୍ଯ୍ୟସ୍ତ ହୋଇପଡ଼ିଛି ଜନଜୀବନ। କେଉଁଠି ରାସ୍ତା ବିଚ୍ଛିନ୍ନ ତ ଆଉ କେଉଁଠି ଭୂସ୍ଖଳନ। ଅନ୍ୟପଟେ ବିଦ୍ୟୁତ୍‌ ସଂଯୋଗ…

ଚିଠା ତାଲିକାରୁ ନାଁ କଟିଥିଲେ ଫର୍ମ-୬ ଦାଖଲ କରିପାରିବେ ଭୋଟର

ନୂଆଦିଲ୍ଲୀ,୪ା୧୧: ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ଚିଠା ତାଲିକାରୁ ପୁରୁଣା ଭୋଟରଙ୍କ ନାମ କଟିଥିଲେ, ସେମାନେ ନିଜ ନାମ ଯୋଡ଼ିବା ପାଇଁ ଫର୍ମ-୬…

IND vs NZ: ବଡ଼ ନିଷ୍ପତ୍ତି ନେଲେ ଅଧିନାୟକ ଶୁଭମନ: ଏହି ଷ୍ଟାର୍‌ ଖେଳାଳି ପଡିଲେ ବାଦ୍‌, ଦେଖନ୍ତୁ କିଏ ପାଇଲେ ସ୍ଥାନ

ନୂଆଦିଲ୍ଲୀ, ୪।୧୧: ଭାରତ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ପ୍ରଥମ ଦିନିକିଆ ମ୍ୟାଚରେ ଟିମ ଇଣ୍ଡିଆ ୪ ଜଣ ଦ୍ରୁତ ବୋଲର ଏବଂ ୨…

ଭାରତ ବନାମ ନ୍ୟୁଜିଲାଣ୍ଡ ପ୍ରଥମ ଦିନିକିଆ: ଟସ୍‌ ଜିତିଲା ଭାରତ, ଦେଖନ୍ତୁ ୨ ଦଳର ପ୍ଲେଇଙ୍ଗ୍‌ ୧୧

ନୂଆଦିଲ୍ଲୀ, ୪।୧୧: ଭାରତ ବନାମ ନ୍ୟୁଜିଲାଣ୍ଡ ପ୍ରଥମ ଦିନିକିଆ ଅକ୍ଲାଣ୍ଡର ଇଡେନ ପାର୍କ ଷ୍ଟାଡିୟମରେ ଖେଳାଯିବ। ତେବେ ଭାରତର ଅଧିନାୟକ ଶୁଭମନ ଗିଲ ଟସ୍‌ ଜିତି ପ୍ରଥମେ…

୧୨୩ ବର୍ଷର ବିଶ୍ୱ ରେକର୍ଡ ଭାଙ୍ଗିଲେ ଏହି ଭାରତୀୟ ବ୍ୟାଟର! କ୍ରିକେଟ ଇତିହାସରେ ଯୋଡ଼ିହେଲା ନୂଆ ଅଧ୍ୟାୟ

ନୂଆଦିଲ୍ଲୀ,୪।୧୧:କ୍ରିକେଟ ଇତିହାସରେ ନୂଆ ଅଧ୍ୟାୟ ଯୋଡ଼ିଛନ୍ତି ଭାରତୀୟ ବ୍ୟାଟର ଚିନ୍ମୟ ସୁତାର। ମାତ୍ର ୫ଟି ଫାର୍ଷ୍ଟ କ୍ଲାସ ପାଳିରେ ୭୯୪ ରନ ସଂଗ୍ରହ କରି ସେ ୧୨୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?