Posted inଖେଳ

ପଞ୍ଜାବକୁ ୧୨୩ ରନ୍‌ରେ ରୋକିଲା କୋଲକାତା

ଅହମ୍ମଦାବାଦ,୨୬।୪ : କିଙ୍ଗ୍ସ ପଞ୍ଜାବୁ ମାତ୍ର ୧୨୩ ରନ୍‌ରେ ରୋକି ଦେଇଛି କୋଲକାତା ନାଇଟ୍‌ ରାଇଡର୍ସ (କେକେଆର)। ବୋଲରଙ୍କ ମାପଚୁପ ବୋଲିଂ ଯୋଗୁ ଫେଲ୍‌ ମାରିଥିଲା ପଞ୍ଜାବର ବ୍ୟାଟିଂ ଲାଇନ ଅପ୍‌। ଦଳର ୫ ଜଣ ବ୍ୟାଟ୍ସମ୍ୟାନ ଦୁଇ ଅଙ୍କ ଛୁଇଁ ଥିଲେ। ହେଲେ କେହି ଖେଳି ପାରି ନ ଥିଲେ ବଡ଼ ଇନିଂସ। ମୟଙ୍କ ଅଗ୍ରଓ୍ବାଲ ୩୧, କ୍ରିସ ଜୋର୍ଡାନ ୩୦, ଅଧିନାୟକ ଲୋକେଶ ରାହୁଲ ୧୯ ରନ୍‌ କରିଥିଲେ। କୋଲକାତା ପକ୍ଷରୁ ପ୍ରସିଦ୍ଧ କ୍ରିଷ୍ଣା ୩ ଉଇକେଟ ନେଇଥିବାବେଳେ ପାଟ କୁମିନ୍ସ ଓ ସୁନିଲ ନାରିନ ହାତେଇଥିଲେ ୨ ଲେଖାଏ ଉଇକେଟ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ଲଟିଂ ହେଉଥିବା ଅଞ୍ଚଳରେ ଲାଗୁଛି ଷ୍ଟ୍ରିଟ୍ ଲାଇଟ୍‌: ଆବଶ୍ୟକ ସ୍ଥାନରେ ନାହିଁ, ଦାୟିତ୍ୱରେ ଥିବା କର୍ମଚାରୀଙ୍କୁ ହଟାଇବାକୁ….

ପୁରୁଷୋତ୍ତମପୁର, ୨୧।୭ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଏନଏସି ପକ୍ଷରୁ ସହରରେ ଆବଶ୍ୟକ ସ୍ଥାନରେ ଷ୍ଟ୍ରିଟ୍ ଲାଇଟ୍ ଲଗାଇବା ଦାବିରେ ଦିବ୍ୟାଙ୍ଗ ଯୁବ ଆଇନଜୀବୀ ସନ୍ତୋଷ…

୪ ମାସ ହେଲା ମିଳୁନି ଭତ୍ତା: ଅନ୍ଦୋଳନ ପାଇଁ ସଜବାଜ ହିତାଧିକାରୀ

ଭଞ୍ଜନଗର,୨୧।୭(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକର କିଛି ହିତାଧିକାରୀ ବିଗତ ୪ ମାସ ହେଲା ବକେୟା ଭତ୍ତା ଅର୍ଥ ପାଇ ପାରିନାହାନ୍ତି। ଫଳରେ ଉକ୍ତ ହିତାଧିକାରୀ ମାନେ…

ଆନ୍ଦୋଳନ ଛାଡି ଖାଉଥିଲେ ବର୍ଗର! CJP ନେଲା କାର୍ଯ୍ୟାନୁଷ୍ଠାନ, ସଂଗଠନର ମୁଖପାତ୍ର ପଦରୁ…

ନୂଆଦିଲ୍ଲୀ,୨୧।୭: କକ୍ରୋଚ ଜନତା ପାର୍ଟି (CJP) ବିଜେତା ଦହିୟାଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ତାଙ୍କୁ ସଂଗଠନର ମୁଖପାତ୍ର ପଦରୁ ହଟାଇ ଦେଇଛି। ଏହାର ସୂଚନା CJP…

୬୪୭ ଦିନ ପରେ ଟିମ୍‌ ଇଣ୍ଡିଆକୁ ଫେରିବେ ଏହି ଘାତକ ଖେଳାଳି: ବଢୁଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୭: ଇଂଲଣ୍ଡ ବିପକ୍ଷ ନିରାଶାକୁ ପଛରେ ପକାଇ, ଭାରତୀୟ କ୍ରିକେଟ ଦଳ ଏବେ ଜିମ୍ବାୱେ ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବାକୁ ପ୍ରସ୍ତୁତ। ଶ୍ରେୟସ…

କଲ୍ୟାଣସିଂହପୁର ସେରିଗୁମାଠାରେ ଭାଜପାର ମିଶ୍ରଣ ପର୍ବ: ବିଭିନ୍ନ ଦଳ ଛାଡ଼ି ପଦ୍ମ ଧରିଲେ ୨୦୦ କର୍ମୀ

କଲ୍ୟାଣସିଂହପୁର,୨୧।୭( ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ମାଝିଗୁଡ଼ା ମଣ୍ଡଳର ସେରିଗୁମା ଠାରେ ଭାରତୀୟ ଜନତା ପାର୍ଟି (ଭାଜପା ) ପକ୍ଷରୁ…

ଆଗକୁ ପେଟ୍ରୋଲରେ ମିଶିବ କି ୨୦% ରୁ ଅଧିକ ଇଥାନଲ୍? ସଂସଦରେ ସ୍ପଷ୍ଟ କଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୧।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ ବା ଇ-୨୦ ପେଟ୍ରୋଲକୁ ନେଇ ଚର୍ଚ୍ଚା ଆଲୋଚନା ଲାଗି ରହିଛି । ଏହାଦ୍ୱାରା ଗାଡି଼ର ଇଞ୍ଜିନ ଖରାପ ହେଉଥିବା ନେଇ କହୁଛନ୍ତି…

ଅଗଷ୍ଟ ୩ରୁ ୫ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର, ୨୧।୭: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ଅଗଷ୍ଟ ୩ରୁ ୫ ତାରିଖ ପର୍ଯ୍ୟନ୍ତ ତିନି ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ଏହି ଗସ୍ତ ଅବସରରେ ସେ…

CJP ଆନ୍ଦୋଳନକୁ ନେଇ ମମତାଙ୍କ ବଡ଼ ଘୋଷଣା, ବିରୋଧୀ ହେଲେ କାବା!

ନୂଆଦିଲ୍ଲୀ,୨୧।୭: ପଶ୍ଚିମବଙ୍ଗର ତୃଣମୂଳ କଂଗ୍ରେସ (TMC) ପ୍ରମୁଖ ମମତା ବାନାର୍ଜୀ ଦଳର ବିଦ୍ରୋହୀ ନେତାମାନଙ୍କ ଉପରେ ଏପର୍ଯ୍ୟନ୍ତର ସବୁଠାରୁ କଡ଼ା ଆକ୍ରମଣ କରିଛନ୍ତି। ସେ ସ୍ପଷ୍ଟ ଶବ୍ଦରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri