Posted inଖେଳ

ସୁପରମ୍ୟାଚ୍‌ ଭଳି ଉଡିକି କ୍ୟାଚ୍‌ ଧରିଲେ ସଲ୍ଟ: ସମସ୍ତେ ଆଶ୍ଚର୍ଯ୍ୟ, ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ ୨୦୨୪ର ଏକ ମ୍ୟାଚ୍‌ରେ କୋଲକାତା ନାଇଟ ରାଇଡର୍ସ ୮ ଉଇକେଟ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସକୁ ପରାସ୍ତ କରିଛି। କେକେଆର୍‌ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ଆସିଥିଲେ ଏବଂ ସେମାନଙ୍କର ନିଷ୍ପତ୍ତି ମଧ୍ୟ କାମ କଲା। ଏହି ସମୟ ମଧ୍ୟରେ କୋଲକାତା ଉଇକେଟ କିପର ଫିଲ ସଲ୍ଟ ଏପରି ଏକ କ୍ୟାଚ ନେଇଥିଲେ, ଯାହା ହୋଶ୍‌ ଉଡାଇଦେବ। ତାଙ୍କ କ୍ୟାଚ୍‌ ଧରିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଲକ୍ଷ୍ନୌ ର ଇନିଂସର ଦ୍ୱାଦଶ ଓଭରରେ ସଲ୍ଟ ଜମ୍ପ ମାରି ମାର୍କସ ଷ୍ଟୋଇନିସଙ୍କୁ ମାତ୍ର ୧୦ ରନ ସ୍କୋରରେ ଆଉଟ୍‌ କରିଥିଲେ।
ବରୁଣ ଚକ୍ରବର୍ତ୍ତୀଙ୍କ ଓଭରର ଦ୍ୱିତୀୟ ବଲରେ ଆୟୁଷ ବାଡୋନି ଗୋଟିଏ ଛକା ମାରିଥିଲେ। ଏହାପରେ ସେ ଷ୍ଟାଇକ୍‌ ନେଇ ମାର୍କସ ଷ୍ଟୋଇନିସ ଷ୍ଟ୍ରାଇକ୍‌ ଦେଇଥିଲେ। ଷ୍ଟୋଇନିସ୍‌ ଚତୁର୍ଥ ବଲ୍‌କୁ ସାମ୍ନା କରିଥିଲେ। ଚକ୍ରବର୍ତ୍ତୀଙ୍କ ସ୍ପିନ ବଲ ତାଙ୍କ ବ୍ୟାଟର ଭିତର ଧାରକୁ ନେଇ ଉପରକୁ ଉଠିଥିଲା। ଏହି କ୍ୟାଚ ଧରିବା ପାଇଁ ଫିଲ ସଲ୍ଟ ସୁପରମ୍ୟାନ ପରି ଡେଇଁପଡି କ୍ୟାଚ ନେଇଥିଲେ। ସଲ୍ଟଙ୍କ ଏହି କ୍ୟାଚ ମଧ୍ୟ ସୁନ୍ଦର ଥିଲା କାରଣ ସେ ଧରିବା ପାଇଁ ଗୋଟିଏ ହାତ ବ୍ୟବହାର କରିଥିଲେ। ସୋସିଆଲ ମିଡିଆରେ ତାଙ୍କର ଏହି କ୍ୟାଚ ବହୁତ ପସନ୍ଦ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଥମୁନି ହାତୀ ମୃତ୍ୟୁ, ୩ ବର୍ଷରେ ମଲେଣି ୨୫୬: ପ୍ରାଣୀ ବିଶେଷଜ୍ଞଙ୍କ ଉଦ୍‌ବେଗ

ଭୁବନେଶ୍ୱର,୨୩ା୯(ରବିନାରାୟଣ ଜେନା):ରାଜ୍ୟରେ ହାତୀ-ମଣିଷ ଲଢ଼େଇ ଥମୁନାହିଁ। କେତେବେଳେ ହାତୀ ଖାଦ୍ୟ ଅନ୍ବେଷଣରେ ଜନବସତି ଆଡ଼କୁ ମୁହଁାଇବା ଯୋଗୁ ଲୋକଙ୍କ ରୋଶର ଶିକାର ହେଉଛନ୍ତି ତ’ ଆଉ କେତେବେଳେ…

୫୫ରୁ ୬୫ କିମି ବେଗରେ ବହିବ ପବନ: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୩ା୯:ବଙ୍ଗୋପସାଗରରେ ସକ୍ରିୟ ଥିବା ଗଭୀର ଅବପାତ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତିକରି ବୁଧବାର ରାତି କିମ୍ବା ଗୁରୁବାର ସକାଳ ସୁଦ୍ଧା ବିଶାଖାପାଟଣାମ୍‌ ଓ ଗୋପାଳପୁର ମଧ୍ୟରେ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ…

ବିଶାଖାପାଟଣାମ୍‌-ଗୋପାଳପୁର ମଧ୍ୟରେ ଅତିକ୍ରମ କରିବ ଗଭୀର ଅବପାତ: କାଲିଠୁ ରାଜ୍ୟରେ ପବନ ସହ ଭୀଷଣ ବର୍ଷା, ୪ ଜିଲାକୁ…

ଭୁବନେଶ୍ୱର, ୨୨ା୯(ବନ୍ଦନା ସେଠୀ) – କେନ୍ଦ୍ରୀୟ ବଙ୍ଗୋପସାଗରରେ ସକ୍ରିୟ ଥିବା ଅବପାତ ମଙ୍ଗଳବାର ଅପରାହ୍ନ ୫ଟା ୩୦ରେ ଗଭୀର ଅବପାତରେ ପରିଣତ ହୋଇଛି। ସନ୍ଧ୍ୟା ସୁଦ୍ଧା ଏହା…

୨ କିଲୋମିଟର ଘୋଷାଡ଼ି ନେଲା ପିକଅପ୍: ଅତାବିରାରେ ମର୍ମନ୍ତୁଦ ଦୁର୍ଘଟଣା, ଚାଲିଗଲା ଜଳଖିଆ ବ୍ୟବସାୟୀଙ୍କ ଜୀବନ

ଅତାବିରା, ୨୨।୯(ଯୁଧିଷ୍ଠିର ମହାପାତ୍ର): ସମ୍ବଲପୁର-ବରଗଡ଼ ୫୩ ନମ୍ବର ଜାତୀୟ ରାଜପଥର ଅତାବିରାରେ ମଙ୍ଗଳବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି। ମୃତ…

ସୁବଳୟା ମହାନଦୀରୁ ଦୁଇ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ଗଞ୍ଜେଇ ମାଫିଆ ହୋଇଥିବା ସନ୍ଦେହ, ପରିଚୟ ଖୋଜୁଛି…

ଅମରପାଲି, ୨୨।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ମହାନଦୀ ଫେରିଘାଟ ନିକଟରୁ ମଙ୍ଗଳବାର ଅପରାହ୍ନରେ ଦୁଇଜଣ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି।…

କଳାହାଣ୍ଡିରେ ଲଗାଣ ବର୍ଷାର ତାଣ୍ଡବ: କାଲି ସମସ୍ତ ଶିକ୍ଷାନୁଷ୍ଠାନ ଛୁଟି, ୨୫ ଯାଏ ସରକାରୀ କର୍ମଚାରୀଙ୍କ…

ଭବାନୀପାଟଣା, ୨୨।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ପ୍ରଭାବରେ କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ଜାରି ରହିଛି। ମଙ୍ଗଳବାର ସକାଳୁ ଘଡ଼ଘଡ଼ି ଓ ବିଜୁଳି…

ଦିଗପହଣ୍ଡିରେ ଲଗାଣ ବର୍ଷା: ଘୋଡ଼ାହାଡ଼ ନଦୀକୂଳିଆ ଗ୍ରାମବାସୀଙ୍କୁ ଆଲର୍ଟ, ଯେକୌଣସି ମୁହୂର୍ତ୍ତରେ ଖୋଲିପାରେ ଡ୍ୟାମ୍ ଗେଟ୍

ଦିଗପହଣ୍ଡି,୨୨।୯(ଅଶେଷ ନାଥ ମିଶ୍ର): ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଅଧିକ ଘନୀଭୂତ ହୋଇ ଘୂର୍ଣ୍ଣିବଳୟରେ ପରିଣତ ହେବା ଫଳରେ ଦିଗପହଣ୍ଡି ଅଞ୍ଚଳରେ ମଙ୍ଗଳବାର ସକାଳୁ ଅବିଶ୍ରାନ୍ତ ବର୍ଷା…

ରାହୁ-ଚନ୍ଦ୍ରଙ୍କ ଭାରି ଖରାପ ଯୋଗ: ୩ରାଶିରେ ଘଟିବ ଅଶୁଭ, ପାଖରୁ ସରିଯିବ ସବୁ ଟଙ୍କା

ଜ୍ୟୋତିଷ ଶାସ୍ତ୍ରରେ ସମୟ ସମୟରେ ଗ୍ରହମାନଙ୍କ ଯୁତି ଯୋଗୁଁ ଅନେକ ଶୁଭ ତଥା ଅଶୁଭ ଯୋଗ ସୃଷ୍ଟି ହୋଇଥାଏ। ଜ୍ୟୋତିଷରେ ରାହୁ ଏବଂ ଚନ୍ଦ୍ରଙ୍କ ଯୁତିରୁ ‘ଗ୍ରହଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?