Posted inଜାତୀୟ

ବାଜି ମାରିନେଲେ ଦିଦି

କୋଲକତା,୨୧।୧୨: କୋଲକାତା ମ୍ୟୁନିସିପାଲିଟି କର୍ପୋରେସନ (କେଏମସି) ନିର୍ବାଚନରେ ଶାସକ ତୃଣମୂଳ କଂଗ୍ରେସ (ଟିଏମସି) ମଧ୍ୟ ଏକ ବିଜୟ ଆଡକୁ ଗତି କରୁଛି। ୧୪୪ଟି ସିଟ ମଧ୍ୟରୁ ଟିଏମସି ୫୪ଟି ଜିତିଛି ଏବଂ ୭୮ରେ ଆଗୁଆ ରହିଛି। ଏଠାରେ ଭୋଟ ଗଣତି ମଧ୍ୟରେ ତୃଣମୂଳ କଂଗ୍ରେସର ଉତ୍ସବ ମଧ୍ୟ ଆରମ୍ଭ ହୋଇଛି। କୋଲକାତାର କାଲିଘାଟରେ ମୁଖ୍ୟମନ୍ତ୍ରୀ ତଥା ଟିଏମସି ସୁପ୍ରିମୋ ମମତା ବାନାର୍ଜୀଙ୍କ ଘର ବାହାରେ ବହୁ ସଂଖ୍ୟାରେ କର୍ମୀ ଏକାଠି ହେବା ଆରମ୍ଭ କରିଛନ୍ତି। ସୂଚନାଯୋଗ୍ୟ ଯେ, କୋଲକାତାରେ ଡିସେମ୍ବର ୧୯ରେ ଅନୁଷ୍ଠିତ ମ୍ୟୁନିସିପାଲିଟି କର୍ପୋରେସନ ନିର୍ବାଚନରେ ପ୍ରାୟ ୬୪ ପ୍ରତିଶତ ମତଦାନ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଚୋକ୍‌ସିଙ୍କ ପ୍ରତ୍ୟର୍ପଣ: ଖାଲି ହାତରେ ଫେରୁଛି ଭାରତର ପ୍ରତିନିଧି ଦଳ

ନୂଆଦିଲ୍ଲୀ,୪।୬ : ପଳାତକ ହୀରା ବ୍ୟବସାୟୀ ମେହୁଲ ଚୋକ୍‌ସିଙ୍କ ପ୍ରତ୍ୟର୍ପଣରେ ଆହୁରି ବିଳମ୍ବ ହେବ। ପିଏନ୍‌ବି ବ୍ୟାଙ୍କରୁ ଋଣ ଠକେଇ ମାମଲାର ମୁଖ୍ୟ ଅଭିଯୁକ୍ତଙ୍କୁ ଆଣିବାକୁ...

କେଜରିଓ୍ବାଲଙ୍କ ଶପଥ ଗ୍ରହଣ ଉତ୍ସବକୁ ନେଇ ସୂଚନା ଦେଲେ ସିସୋଡିଆ

ନୂଆଦିଲ୍ଲୀ,୧୫।୨: ଆମ ଆଦମି ପାର୍ଟି(ଏଏପି)ର ମୁଖ୍ୟ ଅରବିନ୍ଦ କେଜରିଓ୍ବାଲ ତୃତୀୟ ଥର ଲାଗି ରବିବାର ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବାକୁ ଯାଉଛନ୍ତି। ଏଥିରେ ବାହାର...

କରୋନା ଭାଇରସ ଭୟରେ ଫିକା ପଡିଲା ହୋଲି!

ନୂଆଦିଲ୍ଲୀ,୧୦।୩: ରଙ୍ଗର ପର୍ବ ହୋଲି ସାରା ଦେଶରେ ପାଳନ କରାଯାଉଥିବା ବେଳେ ଚଳିତ ବର୍ଷ କିନ୍ତୁ ଏହି ପର୍ବ ସାମାନ୍ୟ ଫିକା ପଡିଥିବା ପରିଲକ୍ଷିତ ହୋଇଛି।...

ମଦ୍ୟପାନ କରି ବିବାହ କଲେ ୨ ଯୁବକ, ଆଉ ତା’ପରେ

ହାଇଦ୍ରାବାଦ,୧୧।୪:ତେଲେଙ୍ଗାନାରେ ଏକ ରୋଚକ ଘଟଣା ଘଟିଛି। ଏଠାରେ ଦୁଇଜଣ ମଦ୍ୟପ ଯୁବକ ଅଜବ କାଣ୍ଡ କରିଛନ୍ତି। ଯୁବକଦ୍ୱୟ ମଦ ନିଶାରେ ବିବାହ କରିବା ପରେ ୧୦...

ଉତ୍ତର ପ୍ରଦେଶରେ ପୋଲିସ ଉପରକୁ ପଥରମାଡ଼ କଲେ ବିକ୍ଷୋଭକାରୀ

ଗୋରଖପୁର,୨୦।୧୨: ନାଗରିକତ୍ୱ ସଂଶୋଧନ ଆଇନ୍‌(ସିଏଏ)କୁ ନେଇ ବିଭିନ୍ନ ସ୍ଥାନରେ ହୋଇଥିବା ବିରୋଧ ପ୍ରଦର୍ଶନ ବେଳକୁ ବେଳ ଉଗ୍ରରୂପ ନେବାରେ ଲାଗିଲାଣି। ଶୁକ୍ରବାର କେତେକ ସ୍ଥାନରେ ଲୋକେ...

ଦିନକୁ ଘଟୁଛି ୮୮ ବଳାତ୍କାର, ଦୋଷୀ ହାର ୩୦%ରୁ କମ୍‌

ନୂଆଦିଲ୍ଲୀ,୮।୧୦: ଦେଶରେ ମହିଳାଙ୍କ ପ୍ରତି ଅସଦାଚରଣ ବଢ଼ିବାରେ ଲାଗିଛି। ବଳାତ୍କାର ସହ ନାନାଦି ପ୍ରକାର ଅକଥନୀୟ ଅତ୍ୟାଚାର କରାଯାଉଛି। ଗତ ସେପ୍ଟେମ୍ବର ୧୪ରେ ଉତ୍ତରପ୍ରଦେଶର ହାଥ୍‌ରସ...

ଜମ୍ମୁ-କଶ୍ମୀରରେ ୨ ହିଜିବୁଲ୍‌ ମୁଜାହିଦ୍ଦିନ୍‌ ଆତଙ୍କବାଦୀ ନିହତ

ଶ୍ରୀନଗର,୧୯।୫: ଜମ୍ମୁ-କଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ସଫଳତା ମିଳିଛି। ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ୨ ହିଜିବୁଲ୍‌ ମୁଜାହିଦ୍ଦିନ୍‌ ଆତଙ୍କବାଦୀ ନିହତ ହୋଇଛନ୍ତି। ଶ୍ରୀନଗରର ନଓ୍ବାକଦଲ ଅଞ୍ଚଳରେ କିଛି ଆତଙ୍କାବାଦୀ ଲୁଚି...

ଉତ୍ତରାଖଣ୍ଡରେ କଂଗ୍ରେସ ଜାରି କଲା ନିର୍ବାଚନୀ ଇସ୍ତାହାର

ନୂଆଦିଲ୍ଲୀ/ଡେରାଡୁନ,୨।୨: ୫ଟି ରାଜ୍ୟରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପୂର୍ବରୁ ପ୍ରତ୍ୟେକ ରାଜନୈତିକ ଦଳ ଲୋକଙ୍କୁ ଆକୃଷ୍ଟ କରିବା ଲାଗି ବିଭିନ୍ନ ପ୍ରତିଶ୍ରୁତି ଦେବାରେ ଲାଗିଛନ୍ତି।...

Advertisement
Archives

Model This Week