Posted inଜାତୀୟ

କେଏମସି ନିର୍ବାଚନ ମତଗଣନା ଆରମ୍ଭ: ବହୁ ପଛରେ ଭାଜପା

କୋଲକାତା,୨୧।୧୨: କୋଲକାତା ମ୍ୟୁନିସିପାଲିଟି କର୍ପୋରେସନ (କେଏମସି) ନିର୍ବାଚନର ଫଳାଫଳ ମଙ୍ଗଳବାର ସ୍ପଷ୍ଟ ହେବ। ଏଥିପାଇଁ ସକାଳୁ ମତଗଣନା ଆରମ୍ଭ ହୋଇ ଯାଇଛି। କୋଲକାତା ମ୍ୟୁନିସିପାଲିଟି କର୍ପୋରେସନ ନିର୍ବାଚନରେ ଟିଏମସି ୬୯ଟି ଆସନରେ ଆଗୁଆ ରହିଛି। ଚାରିଟି ଆସନରେ ଭାଜପା ଅଗ୍ରଣୀ ଥିବାବେଳେ ବାମ ଓ କଂଗ୍ରେସ ଗୋଟିଏ ଆସନରେ ଆଗୁଆ ରହିଛନ୍ତି। ୧୪୪ ୱାର୍ଡରେ ଭୋଟ ଗଣତି ପାଇଁ ୧୬ଟି ଗଣନା କେନ୍ଦ୍ର ସ୍ଥାପନ କରାଯାଇଛି । ତୃଣମୂଳ କଂଗ୍ରେସ ଏବଂ ଭାଜପା ମଧ୍ୟରେ ଏକ କଡ଼ା ଟକ୍କର ହେବାକୁ ଯାଉଛି। ଏହି ଗଣନା କେନ୍ଦ୍ରଗୁଡିକରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି। କୌଣସି ଦଳର କର୍ମୀଙ୍କୁ ଏହି ପରିପ୍ରେକ୍ଷୀରେ ଗଣତି କେନ୍ଦ୍ରକୁ ଆସିବାକୁ ଦିଆଯିବ ନାହିଁ । ଡିସେମ୍ବର ୧୯ ରେ କୋଲକାତା ମ୍ୟୁନିସିପାଲିଟି କର୍ପୋରେସନ ନିର୍ବାଚନରେ ପ୍ରାୟ ୬୪ ପ୍ରତିଶତ ଭୋଟ ଗ୍ରହଣ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଡ଼ୋଶୀଙ୍କ ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ: ମୋଦି-ରାଜପାକ୍ସେ ଭର୍ଚୁଆଲ ବୈଠକ

ନୂଆଦିଲ୍ଲୀ, ୨୬।୯: ଏଲ୍‌ଏସିରେ ଚାଇନା ସହିତ ସୀମା ବିବାଦ ବଢ଼ି ଚାଲିଥିବାବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପଡ଼ୋଶୀ ଦେଶଙ୍କ ସହିତ ବନ୍ଧୁତ୍ୱପୂର୍ଣ୍ଣ ସମ୍ପର୍କ ସ୍ଥାପନ ଲାଗି...

ଟ୍ରାକ୍ଟର ରାଲିକୁ ପୋଲିସ ଅନୁମତି

ନୂଆଦିଲ୍ଲୀ, ୨୫।୧(ପି.ଟି.): ସାଧାରଣତନ୍ତ୍ର ଦିବସରେ ଆନ୍ଦୋଳନରତ ଚାଷୀମାନଙ୍କ ପ୍ରସ୍ତାବିତ ଟ୍ରାକ୍ଟର ରାଲିକୁ ଦିଲ୍ଲୀ ପୋଲିସ ଅନୁମତି ପ୍ରଦାନ କରିଛି। ରବିବାର ଏ ସମ୍ପର୍କରେ ପୋଲିସ ଏକ...

ଡବ୍ଲୁଏଚ୍‌ଓର ଚେତାବନୀ: ଆଗକୁ ଆସୁଛି ଆହୁରି ଖରାପ ସମୟ

ନୂଆଦିଲ୍ଲୀ,୬।୭: ଆମେରିକାକୁ ପୁଣିଥରେ ଫେରୁଛି କରୋନା ସଂକ୍ରମଣ। ଅନ୍ୟପଟେ ଭାରତ ଓ ବ୍ରାଜିଲରେ ଦିନକୁ ହଜାର ହଜାର ସଂକ୍ରମିତଙ୍କୁ ଚିହ୍ନଟ କରାଯାଉଛି। ରବିବାର ସାରା ବିଶ୍ୱରେ...

ଜଙ୍ଗଲରୁ ମିଳିଲା ୪୦ରୁ ଊର୍ଦ୍ଧ୍ୱ ମାଙ୍କଡଙ୍କର ମୃତଦେହ

ଅମରାବତୀ,୨୬।୧୦: ଆନ୍ଧ୍ରପ୍ରଦେଶର ଶ୍ରୀକାକୁଲମ ଜିଲାର କବିତା ମଣ୍ଡଳର ଶିଲାଗାମ ଅଞ୍ଚଳରେ ୪୦ରୁ ଊର୍ଦ୍ଧ୍ୱ ମାଙ୍କଡଙ୍କର ମୃତଦେହ ଉଦ୍ଧାର କରାଯାଇଛି। ବିଷାକ୍ତ ଖାଦ୍ୟ ଖାଇ ଏଭଳି ଘଟିଥିବା...

ପଶ୍ଚିମବଙ୍ଗ ଜୟ ଯୋଜନା: ଭାଜପା ଗଠନ କଲା ୫ ଜଣିଆ ଟିମ୍‌

କୋଲକାତା,୧୮।୧୧: ଭାଜପା ଏବେ ପଶ୍ଚିମବଙ୍ଗ ଜୟ ଯୋଜନା କରିଛି। ଏଥି ପାଇଁ ଦଳ ପକ୍ଷରୁ ୫ ଜଣିଆ ଟିମ୍‌ ଗଠନ କରାଯାଇଛି। ଟିମ୍‌ ସଦସ୍ୟମାନେ ରାଷ୍ଟ୍ରୀୟ...

ବିବିସିର ଡକ୍ୟୁମେଣ୍ଟାରୀର ଭିଡିଓ-ଟୁଇଟ ଅବରୋଧ ପାଇଁ ସରକାରଙ୍କ ନିର୍ଦ୍ଦେଶ…

ନୂଆଦିଲ୍ଲୀ,୨୧।୧ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିେରୋଧରେ ପ୍ରଚାର କରୁଥିବା ବିବିସିର ଡକ୍ୟୁମେଣ୍ଟାରୀ ଶେୟାର କରୁଥିବା ଭିଡିଓ ଏବଂ ଟୁଇଟକୁ ଅବରୋଧ କରିବାକୁ ଭାରତ ସରକାର...

ସୁପ୍ରିମକୋର୍ଟ ଗଲେ ପ୍ରଶାନ୍ତ

ନୂଆଦିଲ୍ଲୀ,୨୦ା୮ : ଅଦାଲତ ଅବମାନନା ମାମଲାରେ ଦଣ୍ଡବିଧାନର ଦିନକ ପୂର୍ବରୁ ବରିଷ୍ଠ ଆଇନୀବୀ ପ୍ରଶାନ୍ତ ଭୂଷଣ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ରିଭ୍ୟୁ ପିଟିଶନ୍‌ର ଶୁଣାଣି ନ...

କରୋନା ଲକ୍ଷେ ମୁହାଁ : ୨୪ ଘଣ୍ଟାରେ ୯୩ ହଜାରରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ,୪।୪: ଦେଶରେ କରୋନାର ସଂକ୍ରମଣ ଥମିବାର ନା ଧରୁନି। ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ବଢ଼ି ଚାଲିିଛି। ଦେଶରେ ଲଗାତାର ଗତ ୩ ଦିନ ନୂଆ ଆକ୍ରାନ୍ତଙ୍କ...

Advertisement
Archives

Model This Week