ବରଗଡ଼ର ସୁନା ବ୍ୟବସାୟୀଙ୍କୁ ଉଠାଇ ନେଲା କୋଲକାତା ପୋଲିସ, ସୁନା ଆଣି ଟଙ୍କା ନ ଦେବାରୁ…

ବରଗଡ଼,୧୦।୧(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଜଣେ ସୁନା ଗହଣା ବ୍ୟବସାୟୀ ହେମନ୍ତ ବର୍ମାକୁ କୋଲକତା ପୋଲିସ ଉଠାଇ ନେଇଥିବା ସୂଚନା ମିଳିଛି । ମିଳିଥିବା ସୂଚନା ଅନୁଯାୟୀ, ସମ୍ପୃକ୍ତ ସୁନା ବ୍ୟବସାୟୀ କୋଲକାତାରୁ ଅନ୍ୟ ଜଣେ ବ୍ୟବସାୟୀଙ୍କ ପାଖରୁ ଲକ୍ଷାଧିକ ଟଙ୍କାର ସୁନା ଆଣି ଟଙ୍କା ଦେଇ ନ ଥିବା ପୋଲିସରେ ଅଭିଯୋଗ ହୋଇଥିଲା। ଫଳରେ କୋଲକାତା ପୋଲିସ ଯେଉଁଥିପାଇଁ ତାଙ୍କ ତାଙ୍କ ବିରୁଦ୍ଧରେ ମାମଲା ରୁଜୁ କରିଥିଲା ଏବଂ ବରଗଡରେ ପହଞ୍ଚି ଥିଲା । କୋଲକାତା ପୋଲିସ ଏସଆଇ ପ୍ରଶାନ୍ତ କର ଦାଶ, ଏସଆଇ କବିତା ସାମନ୍ତ ପ୍ରମୁଖ ବରଗଡ଼ ଆସି ସୁନା ବ୍ୟବସାୟୀଙ୍କୁ ଉଠାଇ ନେଇଛନ୍ତି।

 

 

Dharitri – The Largest & Most Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବାଲଡ଼ା ସରପଞ୍ଚଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ପ୍ରସଙ୍ଗ ଅନାସ୍ଥା ବୈଠକ କରିବାକୁ ଜିଲାପାଳଙ୍କୁ ଦାବିପତ୍ର

ନନ୍ଦପୁର,୨୭ା୨(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ୍‌ ବାଲଡ଼ା ପଞ୍ଚାୟତ ସରପଞ୍ଚ ବିକ୍ରମ ସୀସାଙ୍କ ବିରୋଧରେ ଆଗତ ଅନାସ୍ଥା ପ୍ରସ୍ତାବ ସମ୍ପର୍କିତ ବୈଠକ ଶୀଘ୍ର କରିବାକୁ…

ବାବୁଲ ସୁପ୍ରିୟୋ, ପୂର୍ବ DGP ରାଜୀବ କୁମାର…ରାଜ୍ୟ ସଭା ପାଇଁ ଏହି ୪ ପ୍ରାର୍ଥୀଙ୍କ ଉପରେ ଭରସା କଲେ ମମତା

କୋଲକାତା,୨୭।୨: ପଶ୍ଚିମବଙ୍ଗର ୫ଟି ରାଜ୍ୟ ସଭା ଆସନ ପାଇଁ ଶୁକ୍ରବାର ତୃଣମୂଳ କଂଗ୍ରେସ ନିଜର ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ଦଳ ଏଥର ପ୍ରଶାସନିକ ଅଭିଜ୍ଞତା, ଆଇନଗତ…

କର୍ଣ୍ଣାଟକରେ ପ୍ରେମୀଯୁଗଳଙ୍କ ମୃତ୍ୟୁ: ମୃତଦେହ ଗାଁକୁ ଆଣିବା ପାଇଁ ପୋଲିସ, ପ୍ରଶାସନ ନିକଟରେ ନିବେଦନ

ଗୁଣପୁର, ୨୭।୨ (ସଂକେତ ପାତ୍ର ): ପ୍ରଥମେ ଭଲ ପାଇଲେ, ପରେ ବାହା ହେଲେ। ବାହାଘର ପରେ କାମ ଅନ୍ବେଷଣରେ କର୍ଣ୍ଣାଟକ ଚାଲିଯାଇଥିଲେ। ସେଠାରେ କୌଣସି କାରଣରୁ…

ପୌର ପରିଷଦରେ ବ୍ୟାପକ ଦୁର୍ନୀତିର ଭିଜିଲାନ୍ସ ତଦନ୍ତ ଦାବି ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଦାବିପତ୍ର

ଗୁଣପୁର, ୨୭।୨ (ସଂକତେ ପାତ୍ର/ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣପୁର ବିଜେଡି ପକ୍ଷରୁ ଶୁକ୍ରବାର ବିଭିନ୍ନ ପ୍ରସଙ୍ଗକୁ ନେଇ ଶୋଭାଯାତ୍ରା ଏବଂ ବିକ୍ଷୋଭ ପ୍ରଦର୍ଶନ କରାଯାଇଥିଲା l…

ମଲା କୁକୁଡ଼ା ମାଂସ ଖାଇ ୪ ମହିଳା ଗୁରୁତର

କଲ୍ୟାଣସିଂହପୁର, ୨୭।୨ (ଦୀପକ କୁମାର ପରିଡା ): ମଲା କୁକୁଡ଼ା ମାଂସ ଖାଇ ଗୋଟିଏ ପରିବାରର ୪ ଜଣ ମହିଳା ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି ହୋଇଛନ୍ତି।…

ଟିମ୍‌ ଇଣ୍ଡିଆକୁ ଫେରିବେ ରିଙ୍କୁ ସିଂ, ପିତାଙ୍କୁ ହରାଇଥିବା ସତ୍ତ୍ୱେ ଦେଶ ପାଇଁ ନେଲେ ବଡ଼ ନିଷ୍ପତ୍ତି 

ନୂଆଦିଲ୍ଲୀ,୨୭।୨: ଭାରତୀୟ କ୍ରିକେଟର ଯୁବ ତାରକା ରିଙ୍କୁ ସିଂ ବର୍ତ୍ତମାନ ନିଜ ଜୀବନର ସବୁଠାରୁ କଷ୍ଟକର ସମୟ ଦେଇ ଗତି କରୁଛନ୍ତି। ଟି-୨୦ ବିଶ୍ୱକପ ୨୦୨୬ ଅଭିଯାନ…

ବରଗଡ଼ରେ ଲଜ୍ଜା: ୧୨ ବର୍ଷୀୟ ନାବାଳିକାଙ୍କୁ ବଳାତ୍କାର, ଜଣେ ବ୍ୟକ୍ତିଙ୍କୁ ଅଟକ ରଖି…

ବରଗଡ଼,୨୭।୨(ପ୍ରେମାନନ୍ଦ ଖମାରୀ): ବରଗଡ ଜିଲା ସଦର ଥାନା ଅଞ୍ଚଳରେ ଜଣେ ନାବାଳିକା(୧୨)ଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ଏ ନେଇ ଶୁକ୍ରବାର ବରଗଡ଼ ସଦର ଥାନାରେ ପୀଡିତାଙ୍କ ପରିବାର…

IPL ୨୦୨୬: ୩୦ ଦିନ ପୂର୍ବରୁ ବଦଳିଲା କାର୍ଯ୍ୟସୂଚୀ, ଏବେ ଏହି ତାରିଖରୁ ଆରମ୍ଭ ହେବ ୧୯ତମ ସିଜନ୍‌

ନୂଆଦିଲ୍ଲୀ,୨୭।୨: ଆଇସିସି ଟି-୨୦ ବିଶ୍ୱକପ୍‌ ୨୦୨୬ର ଉତ୍ସାହ ମଧ୍ୟରେ କ୍ରିକେଟ ପ୍ରେମୀଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ବିଶ୍ୱକପ୍‌ ଶେଷ ହେବାର ମାତ୍ର କିଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri