Posted inଜାତୀୟ

କୋଲକାତା ଲଜ୍ୟା: ‘ପୀଡିତାଙ୍କ ମାଆବାପାଙ୍କୁ କିଏ କହିଲା ଏହା ସୁଇସାଇଡ’, ମମତା ସରକାରଙ୍କ ଉପରେ ଗର୍ଜିଲେ ସ୍ମୃତି

ନୂଆଦିଲ୍ଲୀ,୧୭।୮: ପଶ୍ଚିମବଙ୍ଗର ଆର.ଜି କର ମେଡିକାଲ କଲେଜର ଜଣେ ତାଲିମପ୍ରାପ୍ତ ଡାକ୍ତରଙ୍କ ସହ ହୋଇଥିବା ବଳାତ୍କାର ଓ ହତ୍ୟା ମାମଲା ସାରା ଦେଶବାସୀଙ୍କୁ ଚକିତ କରି ଦେଇଛି। ଏହି ଘଟଣା ପରେ ମମତା ସରକାର ଏବଂ ବଙ୍ଗଳା ପ୍ରଶାସନ ପ୍ରଶ୍ନ ଘେରକୁ ଚାଲି ଆସିଛନ୍ତି।

ଭାଜପା ଏବଂ କଂଗ୍ରେସ ସମେତ ଅନେକ ଦଳ ମମତା ସରକାରଙ୍କୁ ଟାର୍ଗେଟ କରିଛନ୍ତି। ଏଥି ସହ ଭାଜପା ନେତାମାନେ ମଧ୍ୟ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଇସ୍ତଫା ଦାବି କରିଛନ୍ତି। ଏହି ଘଟଣାରେ ସମ୍ପୃକ୍ତ ଅଭିଯୋଗର ପୁଙ୍ଖାନୁପୁଙ୍ଖ ତଦନ୍ତ ପାଇଁ କେନ୍ଦ୍ରର ପୂର୍ବତନ ମନ୍ତ୍ରୀ ସ୍ମୃତି ଇରାନୀ ଶୁକ୍ରବାର କହିଛନ୍ତି।
ସ୍ମୃତି ଆହୁରି ପ୍ରଶ୍ନ ଉଠାଇଥିଲେ, ସେ କିଏ ଯେଉଁ କାରଣରୁ ଅଭିଯୁକ୍ତ ବଳାତ୍କାର ପରେ ସେ ଘରକୁ ଫେରି ପାରିବେ ବୋଲି ଆଶ୍ୱସନା ଦେଇଥିଲେ। ସେ କିଏଯିଏ ସେହି ମହଲାରେ ନବୀକରଣ କାର୍ଯ୍ୟ ଜାରି ରଖିଥିଲେ। ସ୍ମୃତି ଇରାନୀ ଆହୁରି ପ୍ରଶ୍ନ କରିଛନ୍ତି, ପୋଳଇସ ଏପର୍ଯ୍ୟନ୍ତ ସେହି ଅଧିକାରୀଙ୍କ ବିରୋଧରେକ’ଣ କାର୍ଯ୍ୟାନୁଷ୍ଠାନ ନେଇଛନ୍ତି ଯିଏ ପୀଡ଼ିତାଙ୍କ ମାତାପିତାଙ୍କୁ ଫୋନ କରି କହିଥିଲେ କି ଝିଅ ଆତ୍ମହତ୍ୟା କରିଛି। ବାସ୍ତବରେ ସ୍ମୃତି ଇରାନୀ ଏହି ପ୍ରଶ୍ନ ମାଧ୍ୟମରେ ମମତା ସରକାରଙ୍କୁ ଟାର୍ଗେଟ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ପାକିସ୍ତାନରେ ହେବ ଲକ୍‌ଡାଉନ୍‌

ଇସ୍‌ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍‌ ସରକାର ପ୍ରତି…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

 ଓହରିଯାଉଥିବା ବିଦେଶୀ ଖେଳାଳିଙ୍କୁ କଠୋର ଦଣ୍ଡ ଦେବାକୁ ଦାବି କଲେ ଗାଭାସ୍କର

ନୂଆଦିଲ୍ଲୀ,୨୯ା୩: କିମ୍ବଦନ୍ତୀ ଭାରତୀୟ କ୍ରିକେଟର ସୁନୀଲ ଗାଭାସ୍କର ଆଇପିଏଲ୍‌ରୁ ଅନ୍ତିମ ସମୟରେ ଓହରିଯାଉଥିବା ବିଦେଶୀ ଖେଳାଳିଙ୍କ ପାଇଁ କଠୋର ଦଣ୍ଡ ଲାଗି ଦାବି କରିଛନ୍ତି। ଏଥିସହିତ ବର୍ତ୍ତମାନ…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ଗାଧୋଇବାକୁ ଯାଇ ମହାନଦୀରେ ବୁଡ଼ିଗଲେ ନାବାଳକ

ବାଙ୍କୀ,୨୯।୩(ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ବୈଦେସ୍ବର ଥାନା ଅଧୀନ ମହାନଦୀରେ ଗାଧୋଉଥିବା ବେଳେ ପାଣିରେ ବୁଡି ଜଣେ ନାବାଳକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ଶୁଭମ୍‌ କୁମାର ରାଉତ(୧୫)।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri