୧୨.୫ କୋଟିରେ ଶ୍ରେୟସଙ୍କୁ ନେଲା କୋଲକାତା

ବେଙ୍ଗାଲୁରୁ,୧୨।୨: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ସିଜନ-୧୫ ମେଗା ଅକ୍ସନ ଶନିବାର ଆରମ୍ଭ ହୋଇଯାଇଛି। ଅକ୍ସନର ପ୍ରଥମ ଦିନରେ ନାମୀଦାମୀ ଖେଳାଳିଙ୍କୁ ମୋଟା ଦାମରେ କିଣିଛନ୍ତି ଫ୍ରାଞ୍ଚାଇଜ।

ଭାରତର ଷ୍ଟାର୍‌ ବ୍ୟାଟର ଶ୍ରେୟସ୍‌ ଆୟରଙ୍କୁ କୋଲକାତା ନାଇଟ ରାଇଡର୍ସ ୧୨.୨୫ କୋଟି ଟଙ୍କାରେ କିଣିଛି। ପୂର୍ବରୁ ଆୟର ଦିଲ୍ଲୀ କ୍ୟାପିଟାଲ୍ସ ଟିମ୍‌ ପକ୍ଷରୁ ଖେଳୁଥିଲେ। ସେ ଦିଲ୍ଲୀର ଅଧିନାୟକ ବି ରହିଥିଲେ। ହେଲେ ଚଳିତ ସଂସ୍କରଣ ପାଇଁ ସେ ନିଜକୁ ଟିମରୁ ରିଲିଜ କରିନେଇଥିଲେ। ଶ୍ରେୟସ୍‌ କୋଲକାତାକୁ ଯାଇଥିବାରୁ ଟିମ୍‌ର କ୍ୟାପଟେନ୍‌ ହୋଇପାରନ୍ତି ବୋଲି ଅନୁମାନ କରାଯାଉଛି।
ସେହିପରି ଶିଖର ଧୱନ ଓ ରବିଚନ୍ଦ୍ରନ ଅଶ୍ୱିନଙ୍କୁ ମଧ୍ୟ ଭଲ ଦାମ୍‌ ମିଳିଛି। ଅକ୍ସନର ପ୍ରଥମ ଖେଳାଳି ଭାବେ ନିଲାମ ହୋଇଛନ୍ତି ଟିମ୍‌ ଇଣ୍ଡିଆର ଷ୍ଟାର୍‌ ଓପ୍ନର ଶିଖର ଧୱନ। ଧୱନଙ୍କୁ ପଞ୍ଜାବ କିଙ୍ଗ୍‌ସ ୮.୨୫ କୋଟି ଟଙ୍କାରେ କିଣିଛି।


Enter your email to get our daily news in your inbox.

All Right Reserved By Dharitri.Com

ତେନ୍ଦୁଲକରଙ୍କ ଝିଅ ସାରା ସୋସିଆଲ ମିଡିଆରେ ଲୋକପ୍ରିୟ, ଜଷ୍ଟିନ ବିବରଙ୍କ ବଡ଼ ପ୍ରଶଂସକ

ଭାରତର ମହାନ କ୍ରିକେଟର ସଚିନ ତେନ୍ଦୁଲକର ତାଙ୍କ ଖେଳ ପାଇଁ ସାରା ବିଶ୍ୱରେ ପ୍ରସିଦ୍ଧ। ସଚିନଙ୍କ ପରି ତାଙ୍କ ଝିଅ ସାରା ତେନ୍ଦୁଲକର ମଧ୍ୟ ବହୁତ...

ପତିକ୍ରିୟା ରଖିବାକୁ ମନା କଲେ ଗାଙ୍ଗୁଲି

କୋଲକାତା,୧୬।୧୨: ଭାରତୀୟ ଦଳର ଟେଷ୍ଟ ଅଧିନାୟକ ବିରାଟ କୋହଲିଙ୍କ ବୟାନକୁ ନେଇ ଝଡ଼ ସୃଷ୍ଟି ହେବାର ଗୋଟିଏ ଦିନ ପରେ ପତିକ୍ରିୟା ରଖିବାକୁ ମନା କରି...

ବଳାତ୍କାର ଅଭିଯୋଗ ପରେ ବକ୍ସିଂ କୋଚ୍‌ ଗିରଫ

ନୂଆଦିଲ୍ଲୀ,୧୮।୩- ମହିଳା ଟ୍ରେନିଙ୍କୁ ବଳାତ୍କାର ଅଭିଯୋଗ ଆସିବା ପରେ ହରିୟାଣା ବକ୍ସିଂ କୋଚ୍‌ଙ୍କୁ ଗିରଫ କରାଯାଇଛି। ଫେବୃୟାରୀରେ ଓ୍ବେଷ୍ଟ ବେଙ୍ଗଲ କ୍ଲାସିକ ବକ୍ସିଂ ଚାମ୍ପିୟନଶିପ୍‌ ପାଇଁ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଏକଦବିସୀୟ,ସିରିଜ ସମାନ ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇବ ଟିମ୍‌ ଇଣ୍ଡିଆ…

ରାଞ୍ଚି,୯।୧୦ : ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜର ଦ୍ୱିତୀୟ ମ୍ୟାଚ ରବିବାର ରାଞ୍ଚିରେ ଖେଳାଯିବ। ଟିମ ଇଣ୍ଡିଆ...

ଗୁରୁବାରଠାରୁ ବର୍ଡର-ଗାଭାସ୍କର ଟ୍ରଫି: ପୁରୁଣା ଇତିହାସ ଦୋହରାଇବା ଲକ୍ଷ୍ୟରେ ଟିମ୍‌ ଇଣ୍ଡିଆ…

କୋଲକାତା,୮।୨ : ଯଦିଓ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ସିରିଜ ୭୫ ବର୍ଷ ପୂର୍ବେ ଖେଳାଯାଇଥିଲା, କିନ୍ତୁ ବର୍ଡର-ଗାଭାସ୍କର ଟ୍ରଫି ଅଧୀନରେ ଟେଷ୍ଟ...

ଫାଇନାଲରେ ଇଣ୍ଡିଆ କ୍ୟାପିଟାଲ୍ସ

ଯୋଧପୁର,୩ା୧୦(ପି.ଟି.): ଲିଜେଣ୍ଡ୍ସ ଲିଗ୍‌ ଟି-୨୦ କ୍ରିକେଟ ଟୁର୍ନାମେଣ୍ଟରେ ପ୍ରଥମ ଦଳ ଭାବେ ଫାଇନାଲରେ ପ୍ରବେଶ କରିଛି ଇଣ୍ଡିଆ କ୍ୟାପିଟାଲ୍ସ। ପ୍ରଥମ କ୍ୱାଲିଫାୟରରେ କଡ଼ା ସଂଘର୍ଷପୂର୍ଣ୍ଣ ମ୍ୟାଚରେ...

ଦ୍ୱିତୀୟ ଟି୨୦: ଭାରତୀୟ ମହିଳା ୧୦ ଉଇକେଟରେ ବିଜୟୀ ଶେଫାଳି, ଦୀପ୍ତିଙ୍କ ଚମତ୍କାର ପ୍ରଦର୍ଶନ

ଗ୍ରସ୍‌ ଆଇଲେଟ (ସେଣ୍ଟ ଲୁସିଆ)- ଅଫ୍‌ ସ୍ପିନର ଦୀପ୍ତି ଶର୍ମାଙ୍କ କ୍ୟାରିୟର ଶ୍ରେଷ୍ଠ ପ୍ରଦର୍ଶନ (୪-୦-୧୦-୪) ଓ ଟିନଏଜ ବ୍ୟାଟିଂ ସେନସେସନ ଶେଫାଳି ବର୍ମାଙ୍କ ଅପରାଜିତ...

ବର୍ଷା ଯୋଗୁ ଅଧାରୁ ଅଟକିଲା ମ୍ୟାଚ, ଖେଳାଯିବ ୪୨ ଓଭର

କଲମ୍ବୋ,୧୪।୯: ଗୁରୁବାର କଲମ୍ବୋର ଆର ପ୍ରେମାଦାସା ଷ୍ଟାଡିୟମରେ ଖେଳାଯାଉଥିବା ପାକିସ୍ତାନ ଏବଂ ଶ୍ରୀଲଙ୍କା ମ୍ୟାଚ ସମୟରେ ବର୍ଷା ଯୋଗୁ ମ୍ୟାଚକୁ ଅଧାରୁ ବନ୍ଦ କରାଯାଇଛି। ୨୭.୪...

Advertisement
Archives

Model This Week