କୋଲକାତାରେ ହେବ ଟାୟାର ପାର୍କ

କୋଲକାତା,୩୧।୧୦: ପଶ୍ଚିମବଙ୍ଗର କୋଲକାତାରେ ଏକ ଟାୟାର ପାର୍କ ପ୍ରତିଷ୍ଠା ହେବ। ଅଦରକାରୀ ଟାୟାରରୁ ଏଠାରେ ବିଭିନ୍ନ କଳାକୃତି ନିର୍ମାଣ କରାଯିବାର ଯୋଜନା ପ୍ରସ୍ତୁତ ହୋଇଛି। ସ୍ଥାନୀୟ ଇସପ୍ଲାନେଡ୍‌ ଅଞ୍ଚଳର ଏଭଳି ଅନନ୍ୟ ପାର୍କ ପ୍ରତିଷ୍ଠା କରାଯିବ। ପାର୍କରେ ଫାଷ୍ଟ ଫୁଡ୍‌ ଦୋକାନ ରହିଛି। ପଶ୍ଚିମବଙ୍ଗ ପରିବହନ ନିଗମ ପକ୍ଷରୁ ଏହି ଯୋଜନା କରାଯାଇଛି। ଏନେଇ ରାଜ୍ୟ ପରିବହନ ନିଗମ ପ୍ରବନ୍ଧ ନିର୍ଦ୍ଦେଶକ ରାଜନବୀର କପୁର ସୂଚନା ଦେଇଛନ୍ତି। ଅଦରକାରୀ ସାମଗ୍ରୀର ବ୍ୟବହାର ଦ୍ୱାରା କିପରି କଳାକୃତ୍ତି ନିର୍ମାଣ କରାଯିବ ସେ ନେଇ ପରିବହନ ନିଗମ ପକ୍ଷରୁ ଆଗରୁ ପ୍ରସ୍ତାବ ଦିଆଯାଇଥିଲା। ଏବେ ଏନେଇ କାର୍ଯ୍ୟ ଜାରି ରହିଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଯୋଗଦେଲେ ୧୫ ଅଯୋଗ୍ୟ ଘୋଷିତ ବିଧାୟକ

ବେଙ୍ଗାଲୁରୁ,୧୪।୧୧: କର୍ନାଟକ କଂଗ୍ରେସ ଓ ଜେଡି(ଏସ୍‌)ର ୧୫ ଅଯୋଗ୍ୟ ଘୋଷିତ ବିଧାୟକ ଗୁରୁବାର ଭାରତୀୟ ଜନତା ପାର୍ଟି(ଭାଜପା)ରେ ଯୋଗ ଦେଇଛନ୍ତି। କର୍ନାଟକ ମୁଖ୍ୟମନ୍ତ୍ରୀ ବିଏସ୍‌ ୟେଦୁରପ୍ପାଙ୍କ...

କୋଣାଦିତ୍ୟର କଳାକୃତି ପାଇଁ ଅଖଣ୍ଡ ଓଡ଼ିଶାର ଶିଳ୍ପୀ ସାମିଲ ଥିଲେ

କୋଣାର୍କରେ ଶ୍ରୀପଦ୍ମକେଶର ମନ୍ଦିର ନିର୍ମାଣରେ ଅଖଣ୍ଡ ଓଡ଼ିଶାର ଅବଦାନ ଥିଲା। ଓଡ଼ିଶାରୁ ଅଲଗା କରାଯାଇ ଅନ୍ୟ ପ୍ରଦେଶରେ ଯେଉଁ ଅଞ୍ଚଳଗୁଡ଼ିକୁ ମିଶାଇ ଦିଆଯାଇଛି, ସେମାନଙ୍କର ବି...

ତଲାକ୍‌କୁ ରୋକା ଯାଇ ପାରିବ ନାହିଁ, କହିଲେ ହାଇକୋର୍ଟ…

ଥିରୁଭାନନ୍ତପୁରମ୍‌, ୨୫।୮ : କେରଳ ହାଇକୋର୍ଟଙ୍କ ଅନୁଯାୟୀ ଜଣେ ମୁସଲମାନ ପୁରୁଷଙ୍କୁ ତାଙ୍କ ସ୍ତ୍ରୀଙ୍କୁ ଛାଡପତ୍ର ଦେବାରେ ରୋକି ପାରିବେ ନାହିଁ। ଏଥିସହିତ କୋର୍ଟ ଏହା...

ସଂସଦର ଜଣେ ଅଧିକାରୀ କରୋନା ପଜିଟିଭ୍‌: ଆନେକ୍ସି ଭବନର ଦ୍ୱିତୀୟ ମହଲା ସିଲ୍‌

ନୂଆଦିଲ୍ଲୀ,୨୯।୫: ଦିଲ୍ଲୀ ସ୍ଥିତ ସଂସଦରେ ରାଜ୍ୟସଭା ସଚିବାଳୟର ଜଣେ ଅଧିକାରୀ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ନିର୍ଦ୍ଦେଶକ ସ୍ତରରେ କାର୍ଯ୍ୟ କରୁଥିବା ଅଧିକାରୀ ଓ ତାଙ୍କ...

ଦୈନିକ ସଂକ୍ରମଣ ୭ ହଜାର ଟପିଲା…

ନୂଆଦିଲ୍ଲୀ, ୯।୬ : ଦେଶରେ କରୋନା ମହାମାରୀ ସଂକ୍ରମଣ ନେଇ ପୁଣି ଆତଙ୍କ ସୃଷ୍ଟି ହୋଇଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ...

‘ଖାନ ସାର୍‌ଙ୍କ ଉପରୁ ମାମଲା ହଟାଅ’

ପାଟଣା,୨୮।୧: ରେଲଓ୍ବେର ରିକ୍ରୁଟମେଣ୍ଟ ପ୍ରକ୍ରିୟା ବିରୋଧରେ ଚାଲିଥିବା ହିଂସାତ୍ମକ ଛାତ୍ର ଆନ୍ଦୋଳନ ସହ ସମ୍ପୃକ୍ତି ଅଭିଯୋଗରେ ବିହାରର ଖାନ ସାରଙ୍କ ସହ ଅନ୍ୟମାନଙ୍କ ବିରୋଧରେ ମାମଲା...

ବିସ୍ମୟ ମଣିଷ

କୁହାଯାଏ ଈଶ୍ୱରଙ୍କ ସର୍ବଶ୍ରେଷ୍ଠ ସୃଷ୍ଟି ହେଉଛି ମଣିଷ। ତା’ ମଧ୍ୟରେ ଭରି ରହିଥାଏ ଅସୀମ ଶକ୍ତି। ହେଲେ ଅନେକ ସମୟରେ ସେ ଅଜ୍ଞ ଥାଏ ନିଜ...

ଦିଲ୍ଲୀ-ଏନ୍‌ସିଆରର କେତେକ ଅଞ୍ଚଳରେ ପ୍ରବଳ ବର୍ଷା: ଅପରାହ୍ନ ୪ଟାରେ ସୃଷ୍ଟି ହେଲା ରାତିର ଭ୍ରମ

ନୂଆଦିଲ୍ଲୀ,୬।୩: ଦିଲ୍ଲୀ ଓ ଆଖପାଖ ଅଞ୍ଚଳରେ ଶୁକ୍ରବାର ପ୍ରବଳ ବର୍ଷା ହୋଇଛି। ଏଭଳି ବର୍ଷା ହୋଇଥିଲା ଯେ ଅପରାହ୍ନ ୪ଟାରେ ରାତିର ଭ୍ରମ ସୃଷ୍ଟି ହୋଇଥିଲା।...

Advertisement
Archives

Model This Week