Posted inଖେଳ

ଟସ୍‌ ଜିତିଲା କୋଲକାତା, ବ୍ୟାଟିଂ ନିଷ୍ପତ୍ତି

ହାଇଦ୍ରାବାଦ,୪ା୫: ଆଇପିଏଲ ସିଜିନ ୧୬ର ୪୭ତମ ମ୍ୟାଚ୍‌ ହାଇଦ୍ରାବାଦ ଏବଂ କୋଲକାତା ମଧ୍ୟରେ ଖେଳାଯାଉଛି। ହାଇଦ୍ରାବାଦର ରାଜୀବ ଗାନ୍ଧୀ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ କୋଲକାତା ନାଇଟ୍‌ ରାଇଡର୍ସର ଅଧିନାୟକ ନୀତିଶ ରାଣା ଟସ୍‌ ଜିତିବା ପରେ ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି।
ହାଇଦ୍ରାବାଦ ଦଳ ନିଜ ଘରୋଇ ଗ୍ରାଉଣ୍ଡରେ ଭଲ ବୋଲିଂ ସହ ଦଳକୁ ଏକ ଛୋଟ ସ୍କୋରରେ ଅଟକାଇବାକୁ ଚାହୁଁଛି।  ଏହି ମ୍ୟାଚ୍‌ ପାଇଁ ଖେଳାଳିଙ୍କ ମଧ୍ୟରେ କୋଲକାତା ଦୁଇଟି ପରିବର୍ତ୍ତନ କରିଛି। ଡେଭିଡ୍‌ ଓ୍ବିଜେଙ୍କ ସ୍ଥାନରେ ଜସନ ରୟ ଏବଂ ଏନ ଜଗଦୀଶାନଙ୍କ ସ୍ଥାନରେ ବୈଭବ ଆରୋରାଙ୍କୁ ସୁଯୋଗ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ସର୍ବୋଚ୍ଚ ଶିବ ପ୍ରତିମୂର୍ତ୍ତି: ବେଲେଶ୍ୱର ପୀଠରେ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁ…

ଭଞ୍ଜନଗର,୧୫ା୨(ବାବୁଲା ପ୍ରଧାନ): ଆଜି ହେଉଛି ମହାଶିବରାତ୍ରି ପର୍ବ। ତେଣୁ ରବିବାର ଭଞ୍ଜନଗର ଅଞ୍ଚଳର ସମସ୍ତ ଶୈବ ପୀଠରେ ଭଗବାନ ଶିବଠାକୁରଙ୍କ ଦର୍ଶନ ପାଇଁ ସକାଳୁ ସକାଳୁ ଶ୍ରଦ୍ଧାଳୁଙ୍କ…

ମା’ କାଳୀଙ୍କ ପାଦତଳେ କାହିଁକି ଶୋଇଥିଲେ ଭଗବାନ ଶିବ, ଜାଣନ୍ତୁ ଆକର୍ଷଣୀୟ କାହାଣୀ…

ଆଜି ହେଉଛି ପବିତ୍ର ମହାଶିବରାତ୍ରି। ଏହି ଦିନରେ ଭଗବାନ ଶିବଙ୍କୁ ପୂଜା ଏବଂ ଉପବାସ କରାଯାଏ। ଏହି ଦିନରେ ଉପବାସ ଏବଂ ପୂଜା କରିବା ଦ୍ୱାରା ଆନନ୍ଦ…

India vs Pakistan: ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ସବୁଠୁ ବଡ଼ ଭବିଷ୍ୟବାଣୀ! ଜିତିବ ଏହି ଟିମ୍‌ …

କଲମ୍ୱୋ,୧୫ା୨: ଟ୍ବେଣ୍ଟି ଟ୍ବେଣ୍ଟି ବିଶ୍ବକପ୍‌ ୨୦୨୬ର ସବୁଠୁ ହାଇ ଭୋଲଟେଜ୍ ମୁକାବିଲା ଆସନ୍ତାକାଲି ଖେଳାଯିବ । ଦୁଇ ପାରମ୍ପରିକ ପ୍ରତିଦ୍ବନ୍ଦୀଙ୍କ ମଧ୍ୟରେ ଘମାଘୋଟ୍‌ ଲଢେଇ ହେବାକୁ ଯାଉଛି…

ମହାଶିବରାତ୍ରିକୁ ନେଇ ଚଳଚଞ୍ଚଳ ଭୋଗରାଇ: ଭକ୍ତଙ୍କ ପ୍ରବଳ ଗହଳି, ଭୋର ୪.୩୦ରେ ଉଠିବ ମହାଦୀପ

ଭୋଗରାଇ, ୧୫।୨(ପ୍ରଦୀପ ଦାସ): ଆଜି ହେଉଛି ପବିତ୍ର ମହାଶିବରାତ୍ରି। ସମସ୍ତ ଶୈବପୀଠ ହୋଇଛି ଭକ୍ତମୟ। ସବୁଠି ଓଁ ନମଃ ଶିବାୟରେ ପ୍ରକମ୍ପିତ ହେଉଛି ମନ୍ଦିର l ଏଭଳି…

ମହାଦେବଙ୍କୁ ଆରାଧନା ପାଇଁ ଲାଗିଛି ଲମ୍ବା ଧାଡ଼ି, ସବୁଠି ଶୁଭୁଛି ଓମ୍‌ ନଃ ଶିବାୟ

ବଲାଙ୍ଗୀର,୧୫ା୨(ସୁନିଲ କୁମାର ମହାନ୍ତି): ପବିତ୍ର ମହାଶିବରାତ୍ରି ଅବସରରେ ବଲାଙ୍ଗୀର ଜିଲାର ସମସ୍ତ ଶୈବପୀଠ ରବିବାର ଚଳଚଞ୍ଚଳ ହୋଇଉଠିଛି। ସବୁଠି ଓଁ ନମଃ ଶିବାୟ ଶୁଣିବାକୁ ମିଳୁଛି ।…

ଆଜି ଜାଗର: ପ୍ରଭୁ ଲିଙ୍ଗରାଜଙ୍କ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ

ପୁରୁଣା ଭୁବନେଶ୍ୱର,୧୫ା୨(ସୁବାସ ଚନ୍ଦ୍ର ପ୍ରଧାନ): ରବିବାର ମହାଶିବରାତ୍ରି ଓ ଜାଗର ଯାତ୍ରା। ଏନେଇ ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀ ଲିଙ୍ଗରାଜଙ୍କ ପୀଠ ଚଳଚଞ୍ଚଳ ହୋଇଉଠିଛି। ମନ୍ଦିର…

ଅଙ୍କରେ ସାରିଦେଲେ

ଭୁବନେଶ୍ୱର, ୧୫।୨(ସୁନିତ୍‌ ମିଶ୍ର): ୨୦୨୪ ନିର୍ୱାଚନ ପରଠାରୁ ଅନେକ ବିଷୟକୁ ନେଇ ନାନା ପ୍ରକାର ରାଜନୈତିକ ଚର୍ଚ୍ଚା ଜାରି ରହିଛି। ବିଜେଡିର ଭବିଷ୍ୟତ କ’ଣ ହେବ, ବିରୋଧୀ…

ମହାଶିବରାତ୍ରୀରେ ଉପାସରେ କପିଳାସ ଠାକୁର, ଧାରଣାରେ ସେବାୟତ

ଢେଙ୍କାନାଳ,୧୫।୨(ରତନ ନାୟାର): ରାଜ୍ୟ ତଥା ଢେଙ୍କାନାଳ ଜିଲାର ପ୍ରସିଦ୍ଧ ଶୈବପୀଠ କପିଳାସର ଠାକୁର ଶ୍ରୀ ଶ୍ରୀ ଚନ୍ଦ୍ରଶେଖର ଜୀଉ ମହାଦେବ ମହାଶିବରାତ୍ରୀ ପାଳନବେଳେ ଉପବାସରେ ରହିଛନ୍ତି l…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri