୫ଟି ସଚିବ ଭି କେ ପାଣ୍ଡିଆନଙ୍କ ସମସ୍ତ ଜିଲା ଗ୍ରସ୍ତକୁ ନେଇ କୋରାପୁଟ ଏମ୍‌ପିଙ୍କ ପ୍ରତିକ୍ରିୟା

କୋରାପୁଟ,୨୭।୬(ଅମିତାଭ ବେହେରା): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶାସନ ସଚିବ ଭି କେ ପାଣ୍ଡିଆନ ସମସ୍ତ ଜିଲା ଗସ୍ତ କରି ମୁଖ୍ୟମନ୍ତ୍ରୀଙ୍କ ଭଳି କାର୍ଯ୍ୟ କରୁଛନ୍ତି। ପୂର୍ବରୁ ଭାଜପା ଏ ନେଇ ସ୍ବର ଉତ୍ତୋଳନ କରିଥିଲା। ପରେ ମଙ୍ଗଳବାର କୋରାପୁଟ ଏମ୍‌ପି ସପ୍ତଗିରି ଉଲାକା କହିଛନ୍ତି ଏଇଟା ବଡ ଦୁର୍ଭାଗ୍ୟ ଘଟଣା, ରାଜନୀତି କରିବାର ଅଛି ଚାକିକିଛ ଛାଡି ରାଜନୀତିକୁ ଆସନ୍ତୁ। ଆଗରୁ ମୁଖ୍ୟମନ୍ତ୍ରୀ ହାତ ହଲାଉଥିଲେ ତାଙ୍କ ଚେହେରା ଦେଖାଉଥିଲେ। ଏବେ ମୁଖ୍ୟମନ୍ତ୍ରୀଙ୍କ ଅଡିଓ ଶୁଣାଇ ଭୋଟ ମାଗିବା ପାଇଁ ଚେଷ୍ଟା କରୁଛନ୍ତି। ଯଦି ମୁଖ୍ୟମନ୍ତ୍ରୀ ପଠାଇବା ପାଇଁ ଚାହୁଁଛନ୍ତି ତେବେ ତାଙ୍କ ମନ୍ତ୍ରୀଙ୍କୁ ପଠାନ୍ତୁ। ମନ୍ତ୍ରୀମାନେ ନ ଯାଇ ମୁଖ୍ୟମନ୍ତ୍ରୀଙ୍କ ସଚିବ ଅଡ଼ିଓ ଶୁଣାଇବାକୁ ଏମ୍‌ପି ନିନ୍ଦା କରିଛନ୍ତ। ମୁଖ୍ୟମନ୍ତ୍ରୀ ଖବରଦାତା ସମ୍ବିଳନୀ କରି ରାଜ୍ୟରେ କଣ ଚାଲିଛି ସ୍ପଷ୍ଟୀକରଣ କରାନ୍ତୁ। ତାଙ୍କ ଦେହ ଠିକ୍‌ ଅଛିନା ନାହିଁ। ମୁଖ୍ୟମନ୍ତ୍ରୀ ସର୍ବସାଧାରଣରେ ନିଜର ମତ ଉପସ୍ଥାପନା କରାନ୍ତୁ ବୋଲି କୋରାପୁଟ ଏମ୍‌ପି ସପ୍ତଗିରି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

କାନାଡ଼ାକୁ ପରାସ୍ତ କରି ସୁପର ୮ରେ ପହଞ୍ଚିଲା ନ୍ୟୁଜିଲ୍ୟାଣ୍ଡ

ଚେନ୍ନାଇ,୧୭।୨: ଏମ୍‌ଏ ଚିଦାମ୍ବରମ ଷ୍ଟାଡିୟମରେ ମଙ୍ଗଳବାର ଖେଳାଯାଇଥିବା ଟି୨୦ ବିଶ୍ୱକପ ଏକ ମ୍ୟାଚ୍‌ରେ ନ୍ୟୁଜିଲ୍ୟାଣ୍ଡ କାନାଡାକୁ 8 ଉଇକେଟରେ ପରାସ୍ତ କରି ସୁପର-୮ରେ ସ୍ଥାନ ପକ୍କା କରିଛି।…

ପାକିସ୍ତାନ ସହ ତିକ୍ତତା ପରେ ବି ଇମ୍ରାନଙ୍କ ପାଇଁ ଚିଠି ଲେଖିଲେ ସୁନିଲ ଗାଭାସ୍କର, କପିଳ ଦେବଙ୍କ ସହ ୧୪ କ୍ୟାପଟେନ

ନୂଆଦିଲ୍ଲୀ,୧୭।୨: ଜେଲରେ ଥିବା ପୂର୍ବତନ ପାକିସ୍ତାନ ଅଧିନାୟକ ଏବଂ ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବା ନେଇ ୧୪ଜଣ ପୂର୍ବତନ ଅଧିନାୟକ ପାକିସ୍ତାନ ସରକାରଙ୍କୁ…

ICUରେ ସଲିମ ଖାନ, ପିତାଙ୍କୁ ଦେଖିବାକୁ ହସ୍ପିଟାଲରେ ପହଞ୍ଚିଲେ ସଲମାନ

ମୁମ୍ବାଇ,୧୭।୨: ବରିଷ୍ଠ ସ୍କ୍ରିନ ରାଇଟର ଏବଂ ସୁପରଷ୍ଟାର ସଲମାନ ଖାନଙ୍କ ପିତା ସଲିମ ଖାନଙ୍କୁ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସଲିମ ଖାନଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ…

ଆଉ ୨ଦିନ କଲବଲ କରିବ କୁହୁଡ଼ି

ଭୁବନେଶ୍ୱର,୧୭।୨: ପାଣିପାଗ କେନ୍ଦ୍ର ପକ୍ଷରୁ ମଙ୍ଗଳବାର ଏକ ବଡ଼ ସୂଚନା ଜାରି କରାଯାଇଛି। ରାଜ୍ୟର ବିଭିନ୍ନ ଜିଲାରେ ଆଉ ୨ ଦିନ ପର୍ଯ୍ୟନ୍ତ ଘନ କୁହୁଡ଼ି ରହିବ…

ପାକିସ୍ତାନ କ୍ରିକେଟରଙ୍କ ଉପରେ ନିଜ ସନ୍ତାନଙ୍କୁ ହତ୍ୟା ଭଳି ଅଭିଯୋଗ ଆଣିଲେ ପୂର୍ବତନ ପତ୍ନୀ, ଦ୍ୱିତୀୟ ବିବାହ…

ଇସଲାମାବାଦ,୧୭।୨: ପାକିସ୍ତାନ କ୍ରିକେଟ ଦଳର ଅଲରାଉଣ୍ଡର ଇମାଦ ୱାସିମ ପୁଣିଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର କାରଣ ପଡ଼ିଆରେ ତାଙ୍କର ପ୍ରଦର୍ଶନ ନୁହେଁ, ବରଂ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri