Odisha Elections 2024

ନାମାଙ୍କନ କଲେ କୋରେଇ ବିଜେଡି ବିଧାୟିକା ପ୍ରାର୍ଥିନୀ ସଂଧ୍ୟାରାଣୀ ଦାସ

ଯାଜପୁର, ୯।୫: କୋରେଇ ବିଧାନସଭା ଆସନ ପାଇଁ ବିଜୁ ଜନତା ଦଳ ପ୍ରାର୍ଥିନୀ ସଂଧ୍ୟାରାଣୀ ଦାସ ଗୁରୁବାର ନାମାଙ୍କନ ଦାଖଲ କରିଛନ୍ତି। ପ୍ରଥମେ ପାଣିକୋଇଲି ତାରିଣୀ ମନ୍ଦିରରେ ପୁଜାର୍ଚ୍ଚନା କରିବା ପରେ ସମର୍ଥକଙ୍କ ସହ ଯାଜପୁରରେ ସଂଧ୍ୟାରାଣୀ ପହଞ୍ଚିଥିଲେ।

ଉପଜିଲ୍ଲାପାଳଙ୍କ ଅଫିସରେ ସେ ୪ ସେଟ ନାମାଙ୍କନ ଦାଖଲ କରିଛନ୍ତି। ଏହି ଆସନରୁ ସଂଧ୍ୟାରାଣୀଙ୍କ ସ୍ୱାମୀ ସ୍ବର୍ଗତ ଅଶୋକ ଦାସ ଲଗାତାର ପ୍ରତିନିଧିତ୍ଵ କରୁଥିଲେ। କୋରେଇକୁ ଅଶୋକ ଦାସଙ୍କ ଗଡ଼ ବୋଲି କୁହାଯାଉଥିବା କୋରେଇରୁ ଏବେ ତାଙ୍କ ଧର୍ମପତ୍ନୀ ପ୍ରାର୍ଥୀ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଉତ୍ସାହ ଦେଖିବାକୁ ମିଳିଛି। ଏହା ସହିତ ଏବେ ସେ ବିଜେଡି ସଂଗଠନ ସମ୍ପାଦକ ବବି ଦାସଙ୍କ ମା’।

ତେବେ କୋରେଇ ଆସନରେ ଭାଜପା ଆଶାୟୀ ପ୍ରାର୍ଥୀ ଏବଂ ଅନ୍ୟ ଦଳ ଓ ସଂଘଠନ ରୁ ଶହ ଶହ ବିଜେଡିର ସାମିଲ ହେବା ପରେ ଦଳର ଶକ୍ତି ବୃଦ୍ଧି ପାଇଛି। ନାମାଙ୍କନ ପୂର୍ବରୁ କୋରେଇର ଧନେଶ୍ୱର ଠାରେ ସମସ୍ତଙ୍କୁ ନେଇ ଏକ ବିଶାଳ ସମାବେଶରେ ଯୋଗ ଦେଇଥିଲେ ସଂଧ୍ୟାରାଣୀ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅ, ମା,ବାପା ଘରେ ଥିଲେ: ପଡ଼ିଲା ବଜ୍ରପାତ

ବାଲିଗୁଡ଼ା,୩୦।୫:(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅଧୀନ ଟିକାବାଲିରେ ଗୁରୁବାର ଅପରାହ୍ନରେ ଘଡଘଡ଼ି ସାଙ୍ଗକୁ ପ୍ରବଳ ବର୍ଷା ହୋଇ ବଜ୍ରପାତ ଘଟିଥିଲା। ବଜ୍ରପାତରେ...

ମୁଖ୍ୟମନ୍ତ୍ରୀଙ୍କ ରୁମ୍‌ରୁ କଟାଯାଇଛି ଟେଲିଫୋନ, ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୩୦।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ରୁମ୍‌ରୁ ଟେଲିଫୋନ କଟାଯାଇଛି। ନବୀନଙ୍କ ସାକ୍ଷାତକାରରେ ଆସିଲା ଧର୍ମେନ୍ଦ୍ର ପ୍ରଧାନଙ୍କ ବିସ୍ଫୋରକ ବୟାନ। ଧର୍ମେନ୍ଦ୍ର କହିଛନ୍ତି, ନବୀନ ନିବାସର ନବୀନଙ୍କ...

‘କେବଳ ଏକା ପାଣ୍ଡିଆନ୍‌ କାହିଁକି ମାଇକ୍‌ ଧରୁଛନ୍ତି’, ନବୀନଙ୍କ ସାକ୍ଷାତକାର ପରେ ହିମନ୍ତଙ୍କ ବଡ଼ ବୟାନ

ଭୁବନେଶ୍ୱର,୩୦।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସାକ୍ଷାତକାର ପରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମାଙ୍କ ପ୍ରତିକ୍ରିୟା ରଖିଛନ୍ତି। ହିମନ୍ତ କହିଛନ୍ତି, ନବୀନ ସାକ୍ଷାତକାରରେ ଦେଇଥିବା ଉତ୍ତର ଅଧିକ...

ଡାକ୍ତରଖାନାରେ ଆଟେଣ୍ଡାଣ୍ଟଙ୍କ ଦୁର୍ବ୍ୟବହାର: ସ୍ବାସ୍ଥ୍ୟକର୍ମୀଙ୍କୁ ତାଗିଦ କଲେ ଅଧୀକ୍ଷକ

ହିଞ୍ଜିଳିକାଟୁ,୩୦ା୫(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ଡାକ୍ତରଖାନାରେ ଜଣେ ସ୍ବାସ୍ଥ୍ୟକର୍ମୀ ବୁଧବାର ରାତିରେ ଜଣେ ଗୁରୁତର ଆହତ ନାବାଳକଙ୍କୁ ଚିକିତ୍ସା ବଦଳରେ ତାଙ୍କ ସମ୍ପର୍କୀୟଙ୍କୁ ଦୁର୍ହବ୍ୟବହାର...

ଭଦ୍ରକ ଜିଲାରେ ୧୪୪ ଧାରା ଲାଗୁ, ୫ରୁ ଅଧିକ ଏକାଠି ହେବା, ବୁଲିବା ମନା

ଭୁବନେଶ୍ୱର,୩୦।୫: ରାଜ୍ୟରେ ଶେଷ ପର୍ଯ୍ୟାୟ ଭୋଟ ପାଇଁ ଜୁନ ୧ରେ ମତଦାନ ଅନୁଷ୍ଠିତ ହେବ। ନିର୍ବାଚନର ଗୋଟିଏ ଦିନ ପୂର୍ବରୁ ଅର୍ଥାତ୍‌ ଗୁରୁବାର ପ୍ରଚାର ଶେଷ...

ବିଷ ପିଇ ଦେଲେ ଦମ୍ପତି

ଫୁଲବାଣୀ,୩୦ା୫(ରାକେଶ କୁମାର ରାଉତ): ପାରିବାରିକ କଳହର କରୁଣ ପରିଣତି ଦେଖିବାକୁ ମିଳିଛି ଫରିଙ୍ଗିଆ ବ୍ଲକରେ। ସ୍ବାମୀ ସ୍ତ୍ରୀଙ୍କ ମଧ୍ୟରେ ଝଗଡା ହେବାପରେ ଉଭୟେ ବିଷ ପିଇ...

‘ଯଦି ପ୍ରଧାନମନ୍ତ୍ରୀ ସତରେ ମୋ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଚିନ୍ତିତ, ତା’ହେଲେ…’, ମୋଦିଙ୍କୁ କାଉଣ୍ଟର କଲେ ନବୀନ

ଭୁବନେଶ୍ୱର,୩୦।୫: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସ୍ବାସ୍ଥ୍ୟାବସ୍ଥାକୁ ନେଇ ଭାଜପା ପକ୍ଷରୁ ଲଗାତର ଭାବେ ପ୍ରସଙ୍ଗ କରାଯାଉଥିବା ବେଳେ ଏକ ସାକ୍ଷାତକାର ନବୀନ କହିଛନ୍ତି, ମୋ ସ୍ବାସ୍ଥ୍ୟାବସ୍ଥା...

ରାତି ୯ରେ ମଦ ଦୋକାନ, ୧୦ଟାରେ ବଜାର ବନ୍ଦ

ବ୍ରହ୍ମପୁର,୩୦ା୫(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାରେ ନିର୍ବାଚନ ପୂର୍ବରୁ ଓ ପରେ କେତେକ ହିଂସା ଘଟିଛି। ଆସନ୍ତା ୪ ତାରିଖରେ ଭୋଟ ଗଣତି ହେବ। ଆଗକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri