କୋରେଇ ଟ୍ରେନ୍‌ ଦୁର୍ଘଟଣା: ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୧ା୧୧(ବ୍ୟୁରୋ): ଯାଜପୁରର କୋରେଇ ରେଳ ଷ୍ଟେଶନରେ ସୋମବାର ଏକ ମାଲ୍‌ବାହୀ ଟ୍ରେନ୍‌ ଯାତ୍ରୀ ବିଶ୍ରାମାଗାର ଉପରେ ମାଡ଼ିଯିବାରୁ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୃତକଙ୍କ ପରିବାର ପ୍ରତି ସମବେଦନା ଜଣାଇବା ସହ ସହାୟତା ଘୋଷଣା କରିଛନ୍ତି। ମୃତକଙ୍କ ପରିବାରକୁ ୨ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ସରକାର। ଏହା ସହ ମୁଖ୍ୟମନ୍ତ୍ରୀ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି।

ଏଥିସହିତ ମୁଖ୍ୟମନ୍ତ୍ରୀ ଉଦ୍ଧାର କାର୍ଯ୍ୟକୁ ତ୍ୱରାନ୍ବିତ କରିବା ଏବଂ ଆହତମାନଙ୍କ ପାଇଁ ଉପଯୁକ୍ତ ଚିକିତ୍ସା ଯୋଗାଇବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ପରିଚାଳନା ମନ୍ତ୍ରୀ ଶ୍ରୀମତୀ ପ୍ରମିଳା ମଲ୍ଲିକଙ୍କୁ ଘଟଣାସ୍ଥଳକୁ ଯାଇ ଷ୍ଟକ୍‌ ନେବାକୁ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଆପଣାଇଥିଲେ ଅନ୍ୟ ଧର୍ମ: ୧୭ ଘଣ୍ଟା ହେଲା ପଡ଼ିଛି ମୃତଦେହ, ଶ୍ମଶାନରେ ମିଳୁନି

ଉମରକୋଟ,୩୧।୩(ସନ୍ତୋଷ ଶତପଥୀ): ଦୀର୍ଘ ୧୭ ଘଣ୍ଟା ହେବ ଘରେ ପଡି ରହିଛି ମୃତଦେହ। ଏଭଳି ଘଟଣା ଦେଖିବାକୁ ମିଳିଛି ନବରଙ୍ଗପୁର ଜିଲାଉମରକୋଟ ଥାନା ପୂଜାରୀଭରଣ୍ଡୀ ଗ୍ରାମରେ ।…

କାମରେ ହେଲା କଥା କଟାକଟି, ଘରକୁ ଫେରିବା ବେଳେ ଛକିକି ହାଣିଲେ..

ବନ୍ତ,୩୧। ୧(କିଶୋର କୁମାର ସେଠୀ): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ କଥାକଟାକଟିରୁ ଛୁରା ମାଡ଼ । ପୋଲିସ ଅଭିଯୋଗ ପାଇବା ପରେ ତଦନ୍ତ ଆରମ୍ଭ କରିଥିବା ବେଳେ…

ଓଡ଼ିଶାରେ SIR ସ୍ଥଗିତ, ଜାଣନ୍ତୁ କାହିଁକି…

ଭୁବନେଶ୍ୱର,୩୧।୩: Special Intensive Revision(SIR)କୁ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ(CEO )ମଙ୍ଗଳବାର ଏକ ବଡ଼ ସୂଚନା ଦେଇଥିଲେ। ବୁଧବାରଠାରୁ ଓଡ଼ିଶାରେ ହେବାକୁ ଥିବା SIRକୁ ସ୍ଥଗିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri