କୋସଲ ମହାବନ୍ଦ: ବରଗଡ଼ ଜିଲାରେ ସ୍ବତଃସ୍ଫୁର୍ତ୍ତ ସମର୍ଥନ

ବରଗଡ଼ ଅଫିସ, ୭।୯: ସ୍ବତନ୍ତ୍ର କୋଶଲ ପ୍ରଦେଶ ଗଠନ ଦାବିରେ ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି। କୋସଲ ସେନା ପକ୍ଷରୁ ଦିଆ ଯାଇଥିବା କୋସଲ ମହାବନ୍ଦ ଡାକରାକୁ ବୁଧବାର ବରଗଡ଼ ଜିଲାରେ ସ୍ବତଃସ୍ଫୁର୍ତ୍ତ ସମର୍ଥନ ମିଳିଛି। ସକାଳ ୬ଟାରୁ ଦୋକାନ ବଜାର ବନ୍ଦ ରହିଛି। ସେହିପରି ଗାଡି ଚଳାଚଳ ଠପ୍‌ ପଡିଯାଇ ଥିବାଯୋଗୁ ରାସ୍ତାଘାଟ ଶୂନଶାନ ହୋଇ ପଡିଛି। କୋସଲ ସେନାର କର୍ମୀମାନେ ବିଭିନ୍ନ ସ୍ଥାନରେ ପିକେଟିଂ କରୁଥିବା ଦେଖିବାକୁ ମିଲିଛି। ଜରୁରୀ କାଳୀନ ସେବାକୁ ଛାଡ଼ି ଦେଲେ ଅନ୍ୟ ସବୁ ସରକାରୀ, ବେସରକାରୀ ଅଫିସ ଗୁଡିକୁ ବନ୍ଦ କରି ଦିଆଯାଇଛି । କୋସଲ ମହାବନ୍ଦ ଆନ୍ଦୋଳନକୁ କଂଗ୍ରେସ, ଓକିଲ ସଂଘ, ବଣିକ ସଂଘ, ପଶ୍ଚିମ ଓ ଯୁବାମଞ୍ଚ, ମୋଟର ଚାଳକ ସଂଘ ସମେତ ବିଭିନ୍ନ ସଂଗଠନ ସମର୍ଥନ କରିଛନ୍ତି। ଅନ୍ୟପକ୍ଷରେ ଆନ୍ଦୋଳନ ଯୋଗୁ ଜୀବନଯାତ୍ରା ପ୍ରଭାବିତ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

ଅନ୍ତର୍ଜାତୀୟ ବଡ଼ି ଲିଫ୍ଟ ପ୍ରତିଯୋଗିତାରେ ଦିଗପହଣ୍ଡିର ଶଙ୍କର ପୁରସ୍କୃତ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୩ ନଂ ୱାର୍ଡ ନୂଆସାହିରେ ରହୁଥିବା ନନ୍ଦୁ ଓରଫ ଶଙ୍କର ବେହେରା ଅନ୍ତର୍ଜାତୀୟ ବଡି ଲିଫ୍ଟ ପ୍ରତିଯୋଗିତାରେ…

ନାବାଳିକାଙ୍କୁ ଅପହରଣ କରିନେଇଥିଲେ ଶୁଭମ, ବଳାତ୍କାର ପରେ…

ଦିଗପହଣ୍ଡି,୩୦।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ପାଟପୁର ପୋଲିସ…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା: ଚାଷୀ ଶୁଣିଲେ ହୋଇଯିବେ ଖୁସି

ନୂଆଦିଲ୍ଲୀ,୩୦।୩: ଦେଶରେ ଆଗାମୀ ଖରିଫ ଋତୁକୁ ନେଇ ଚାଷୀମାନେ କିଛି ଆଶ୍ୱସ୍ତି ପାଇଛନ୍ତି। କେନ୍ଦ୍ର ସରକାର ସ୍ପଷ୍ଟ କରିଛନ୍ତି ଯେ ଦେଶରେ ପ୍ରଚୁର ପରିମାଣରେ ସାର ଗଚ୍ଛିତ…

ଇରାନ-ଆମେରିକା ଯୁଦ୍ଧ ଭିତରେ ପଶିଲା ଚାଇନା, କହିଦେଲା ଏତେ ବଡ଼ କଥା, ଟ୍ରମ୍ପ ଛାନିଆ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ, ଚାଇନା ଇରାନ ବିରୁଦ୍ଧରେ ଆମେରିକାର ଆକ୍ରମଣକୁ ନିନ୍ଦା କରିଛି। ଚାଇନା ସ୍ପଷ୍ଟ ଭାବରେ କହିଛି ଯେ ଇରାନ ବିରୁଦ୍ଧରେ ସାମରିକ…

ଟାୱାର ଉପରକୁ ଚଢି ଏମିତି କାଣ୍ଡ କଲେ ଯୁବକ, ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚା

କୋରାପୁଟ, ୩୦।୩(ଅମିତାଭ ବେହେରା ): ମୋବାଇଲ ଟାୱାର ଉପରକୁ ଚଢି ଜଣେ ମଦ୍ୟପ ଯୁବକ ଉନ୍ମତ୍ତ କାଣ୍ଡ ସୃଷ୍ଟି କରିଥିବା ଘଟଣା କୋରାପୁଟ ଜିଲାରେ ଚର୍ଚ୍ଚାର ବିଷୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri