ସମ୍ବଲପୁରୀ ଭାଷାକୁ ମାନ୍ୟତା ଦାବିରେ ଆମରଣ ଅନଶନକୁ ଓହ୍ଲାଇଲେ କୋଶଳ ସଂଗ୍ରାମୀ

ବରଗଡ଼,୧ା୮(ପ୍ରେମାନନ୍ଦ ଖମାରୀ): ଆଜି ସମ୍ବଲପୁରୀ ଦିନ। ଏହି ପରିପ୍ରେକ୍ଷୀରେ ପଶ୍ଚିମ ଓଡ଼ିଶା ସମେତ ରାଜ୍ୟର ବିଭିନ୍ନ ପୁରପଲ୍ଲୀରେ ସମ୍ବଲପୁରୀ ପୋଷାକ ପରିଧାନ ସହିତ ନାଚଗୀତ, ସଭା, ସମିତି ସମେତ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଚାଲିଛି। କିନ୍ତୁ ବରଗଡ଼ର କୋଶଲ ସଂଗ୍ରାମୀ ସୁଶାନ୍ତ ମିଶ୍ର ଭିନ୍ନ ଏକ ପଦକ୍ଷେପ ନେଇଛନ୍ତି। ସମ୍ବଲପୁରୀ ଭାଷାକୁ ରାଜ୍ୟର ଦ୍ବିତୀୟ ଭାଷା ମାନ୍ୟତା ପ୍ରଦାନ ସହିତ ସମ୍ବିଧାନର ଅଷ୍ଟମ ସୂଚୀରେ ସ୍ଥାନିତ କରିବାକୁ ଦାବି କରିଛନ୍ତି। ଏହି ଦାବିରେ ସେ ବରଗଡ଼ ଗାନ୍ଧିଛକରେ ଆମରଣ ଅନଶନକୁ ଓହ୍ଲାଇଛନ୍ତି। ଦାବି ପୂରଣ ନେଇ ଲିଖିତ ପ୍ରତିଶ୍ରୁତି ମିଳିଲେ ଯାଇ ଅନଶନରୁ ଉଠିବେ ବୋଲି ସୁଶାନ୍ତ କହିଛନ୍ତ। ଅନଶନକୁ ସମର୍ଥନ କରି ଅନେକ ଯୁବକ ସେଠାରେ ଉପସ୍ଥିତ ରହିଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସାଧୁ ବେଶରେ ଅଭିନୟ ପଡ଼ିଲା ମହଙ୍ଗା, ପପୁ ଯାଦବଙ୍କ ବିରୋଧରେ ଏତଲା

ନୂଆଦିଲ୍ଲୀ,୧।୮: ମୌସୁମୀ ଅଧିବେଶନ ୨୦୨୬ ସମୟରେ ସଂସଦରେ ରାମ ମନ୍ଦିର ଦାନ ଚୋରିକୁ ନେଇ ନାଟକ କରି ସାଂସଦ ପପୁ ଯାଦବ ଆଇନଗତ ଜାଲରେ ଫସିଯାଇଛନ୍ତି। କାରଣ…

‘ମୁଁ ଲଜ୍ଜିତ, ନିଜ ମୁହଁକୁ ଆଇନାରେ ଦେଖିପାରୁନି’ ପିଏମ ମୋଦିଙ୍କୁ ଅପଶବ୍ଦ କହିଥିବା ଯୁବତୀ ମାଗିଲେ କ୍ଷମା

ନୂଆଦିଲ୍ଲୀ,୧।୮: ଦିଲ୍ଲୀର ଜନ୍ତର-ମନ୍ତରରେ CJP ପ୍ରଦର୍ଶନ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିରୋଧରେ ଆପତ୍ତିଜନକ ଭାଷା ପ୍ରୟୋଗ କରିଥିବା ଯୁବତୀଜଣକ ସୋସିଆଲ ମିଡିଆରେ ଭିଡିଓ ଜାରି କରି…

ସରେଣ୍ଡର କଲା ହମାସ! ଗାଜାରୁ ସେନା ପ୍ରତ୍ୟାହାର କରିବ ଇସ୍ରାଏଲ, ଟ୍ରମ୍ପ କଲେ ବଡ଼ ଘୋଷଣା

ଓ୍ବାଶିଂଟନ୍‌,୧।୮: ଗାଜା ସଂଘର୍ଷ ସମ୍ପର୍କରେ ଏକ ବଡ଼ କୂଟନୈତିକ ବିକାଶ ଘଟିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାବି କରିଛନ୍ତି ଯେ, ହମାସ ଆତ୍ମସମର୍ପଣ କରିଛି ଏବଂ…

ହାର୍ଦ୍ଦିକ ପାଣ୍ଡ୍ୟା CSK ଆସିବା ପରେ ଅଧିନାୟକଙ୍କ ସବୁଠାରୁ ବଡ଼ ସମସ୍ୟାର ହେବ ସମାଧାନ, ଜାଣନ୍ତୁ କେମିତି

ନୂଆଦିଲ୍ଲୀ,୧।୮: ନିଲାମ ହେଉ କିମ୍ବା ଟ୍ରେଡ ମାଧ୍ୟମରେ, ଚେନ୍ନାଇ ସୁପର କିଙ୍ଗ୍ସ (CSK )ଏକ ସୁଲଭ ମୂଲ୍ୟରେ ଅସାଧାରଣ ପ୍ରତିଭା ସଂଗ୍ରହ କରିବାରେ କେବେ ପଛରେ ପଡ଼ିନାହିଁ।…

Odisha Floods: ଆକାଶ ମାର୍ଗରୁ ସ୍ଥିତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ, କହିଲେ ବନ୍ୟାରେ ୮ ଲକ୍ଷ …

ଭୁବନେଶ୍ୱର, ୧।୮ : : ରାଜ୍ୟର ବନ୍ୟା ପରିସ୍ଥିତିର ଆକାଶ ମାର୍ଗରୁ ସମୀକ୍ଷା କରିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ, ବନ୍ୟା ଯୋଗୁ ପ୍ରାୟ ୮ ଲକ୍ଷ…

ଅଜିତ ଡୋଭାଲଙ୍କୁ ଲୋକମାନ୍ୟ ତିଲକ ଜାତୀୟ ପୁରସ୍କାର: ପଗଡ଼ି ପିନ୍ଧାଇଦେଲେ ଅମିତ ଶାହା

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହା ପୁଣେରେ ଭାରତର ଜାତୀୟ ସୁରକ୍ଷା ପରାମର୍ଶଦାତା (NSA) ଅଜିତ ଡୋଭାଲଙ୍କୁ ସମ୍ମାନିତ କରିଛନ୍ତି। ଲୋକମାନ୍ୟ ତିଲକ ସ୍ମାରକୀ ଟ୍ରଷ୍ଟ ଦ୍ୱାରା…

‘ଯଦି ଇଥାନଲ ନଥାନ୍ତା, ତେବେ ପେଟ୍ରୋଲ ଲିଟର ପିଛା ୧୨୫ ଟଙ୍କାରେ ବିକ୍ରି ହେଉଥାନ୍ତା’: E-20 ଇନ୍ଧନକୁ ନେଇ ସଂସଦରେ ସରକାରଙ୍କ ଦାବି

ନୂଆଦିଲ୍ଲୀ,୧।୮: କେନ୍ଦ୍ର ସରକାର ସଂସଦରେ ପେଟ୍ରୋଲରେ ଇଥାନଲ ମିଶ୍ରଣ ନୀତିକୁ ଦୃଢ଼ ଭାବରେ ସମର୍ଥନ କରିଛନ୍ତି। ସରକାର ସ୍ପଷ୍ଟ କରିଛନ୍ତି ଯେ ଯଦି ଏହି ପଦକ୍ଷେପ ନିଆଯାଇ…

ବୈତରଣୀରେ ବ୍ୟାରେଜ ନିର୍ମାଣ ନେଇ ନୂଆପଡ଼ାରେ ସ୍ଥିତି ଅନୁଧ୍ୟାନ କଲେ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ

ପାଟଣା,୧ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଟାଙ୍ଗରପଡ଼ା ପଞ୍ଚାୟତର ନୂଆପଡ଼ାଠାରେ ବୈତରଣୀ ନଦୀ ଉପରେ ବ୍ୟାରେଜ ନିର୍ମାଣ ଦାବିକୁ ନେଇ ସରକାରୀ ପଦକ୍ଷେପ ଆଗକୁ ବଢ଼ିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri