Posted inଜାତୀୟ

କୋଶିୟାରୀଙ୍କ ଇସ୍ତଫା ମଞ୍ଜୁର, ନୂଆ ରାଜ୍ୟପାଳ ହେଲେ ରମେଶ ବୈସ…

ମୁମ୍ବାଇ,୧୨।୨ : ମହାରାଷ୍ଟ୍ରରେ ବିଧାନସଭା ର୍ନିବାଚନର କିଛି ମାସ ପୂର୍ବରୁ ରାଜ୍ୟପାଳ ଭଗତ ସିଂ କୋଶିୟାରୀ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ରାଷ୍ଟ୍ରପତି ଦ୍ରେ ପଦୀ ମୁର୍ମୁ ରବିବାର ତାଙ୍କ ଇସ୍ତଫା ଗ୍ରହଣ କରିଛନ୍ତି। ତାଙ୍କ ସ୍ଥାନରେ ରମେଶ ବୈସଙ୍କୁ ମହାରାଷ୍ଟ୍ରର ନୂତନ ରାଜ୍ୟପାଳ ଭାବେ ନିଯୁକ୍ତି ଦିଆଯାଇଛି।

୨୦୧୯ରେ ଉତ୍ତରାଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ଭଗତ ସିଂ କୋଶିୟାରୀ ମହାରାଷ୍ଟ୍ରର ନୂତନ ରାଜ୍ୟପାଳ ଭାବରେ ନିଯୁକ୍ତ ହୋଇଥିଲେ। ଏହାପୂର୍ବରୁ ସେ ନୈନିତାଲ ଏମ୍‌ପି ମଧ୍ୟ ରହିଛନ୍ତି। ମହାରାଷ୍ଟ୍ରର ପୂର୍ବତନ ରାଜ୍ୟପାଳ ସି ରବି ଶଙ୍କରଙ୍କ କାର୍ଯ୍ୟକାଳ ଶେଷ ହେବା ପରେ ତାଙ୍କୁ ମହାରାଷ୍ଟ୍ରର ନୂତନ ରାଜ୍ୟପାଳ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିଦ୍ୟାଳୟରୁ ଛାତ୍ର ନିଖୋଜ ଘଟଣା: ନିଆଁ ପୁଉଁଥିବାବେଳେ ଏମିତି ପଡ଼ିଲେ ଧରା

ଦାରିଙ୍ଗବାଡ଼ି,୮ା୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସରକାରୀ ଉନ୍ନୀତ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରୁ ନବମ ଛାତ୍ର ନିଖୋଜ ଛାତ୍ର କିଷାନ ବେହେରା ୨୪ ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ…

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଜାମ୍ମୁ-କାଶ୍ମୀର ବଜେଟକୁ ସମାଲୋଚନା କଲେ ଭାଜପା ବିଧାୟିକା; ଶାସକ ଦଳର ବିଧାୟକ କଲେ ପ୍ରଶଂସା

ଶ୍ରୀନଗର,୮ା୨: ଜାମ୍ମୁ-କାଶ୍ମୀର ବିଧାନସଭାରେ ଦେଖିବାକୁ ମିଳିଛି ଏକ ବିରଳ ଦୃଶ୍ୟ। ଭାଜପା ବିଧାୟିକା ଦେବୟାନୀ ରାଣା ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲାଙ୍କ ବଜେଟକୁ କଡ଼ା ସମାଲୋଚନା କରିଥିଲେ। ଯାହାକୁ…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ପ୍ରେମିକାର ନିର୍ବନ୍ଧ ଖବର ଶୁଣି ବଡିବିଲ୍ଡରଙ୍କ ଆତ୍ମହତ୍ୟା

ବେଙ୍ଗାଲୁରୁ,୮।୨: ପ୍ରେମିକାର ଅନ୍ୟତ୍ର ବିବାହ ଖବର ଶୁଣି ସହିପାରିଲେନି ବଡି ବିଲ୍ଡର ପ୍ରେମିକ। ମାତ୍ର ୨୬ ବର୍ଷ ବୟସରେ କରିଦେଲେ ଆତ୍ମହତ୍ୟା। ମୃତ ଯୁବକଙ୍କ ନାମ କିରଣ…

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ…

ବିବାହ ଏକ ସାମାଜିକ କର୍ତ୍ତବ୍ୟ, କେବଳ ଶାରୀରିକ ସମ୍ପର୍କ ନୁହେଁ: ମୋହନ ଭାଗବତ

ନାଗପୁର,୮।୨: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ରବିବାର ଦେଶର ଜନସଂଖ୍ୟା, ଅର୍ଥନୀତି ଏବଂ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନିଜର ମତ ରଖିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri