ଭିଜିଲାନ୍ସ ଜାଲରେ କୋଟଗଡ଼ ଥାନା ଆଇଆଇସି, ଗାଡ଼ିରୁ ମିଳିଲା ବିଡାବିଡା ଟଙ୍କା

କୋଟଗଡ଼,୨୩।୧୦(ଡି.ଏନ,ଏ.): ଭିଜିଲାନ୍ସ ଜାଲରେ କନ୍ଧମାଳ ଜିଲା କୋଟଗଡ଼ ଥାନା ଆଇଆଇସି ଧୀରଜ ଲେଙ୍କା। କୌଣସି ସୂତ୍ରରୁ ଖବର ପାଇ ଭିଜିଲାନ୍ସ ଡିଏସ୍‌ପି ଅରୁଣ ନାୟକଙ୍କ ନେତୃତ୍ୱରେ ଫୁଲବାଣୀ ଭିଜିଲାନ୍ସର ସ୍ବତନ୍ତ୍ର ଟିମ୍‌ ଚଢାଉ କରି ବାଲିଗୁଡ଼ା ବଜାର ଜଗନ୍ନାଥ ମନ୍ଦିର ସମ୍ମୁଖରେ ଆଇଆଇସିଙ୍କ ଗାଡ଼ିକୁ ଅଟକାଇ ଯାଞ୍ଚ କରିଥିଲା। ଯାଞ୍ଚ ବେଳେ ଆଇଆଇସିଙ୍କ ଗାଡ଼ିରୁ ପୁଳା ପୁଳା ଟଙ୍କା ଜବତ ହୋଇଥିବା ଜଣାପଡିଛି। ଏତେ ଟଙ୍କା କେଉଁଠୁ ଆଣିଲେ ବୋଲି ଭିଜିଲାନ୍ସ ଟିମ୍‌ ପଚରାଉଚରା କରିଥିଲା। ହେଲେ ସେ ସଠିକ୍‌ ତଥ୍ୟ ଦେଇପାରି ନ ଥିଲେ। ଏନେଇ ଭିଜିଲାନ୍ସ ଟିମ୍‌ ଜିଲା ଭିଜିଲାନ୍ସ ମୁଖ୍ୟ କାର୍ଯ୍ୟଳୟରେ ତାଙ୍କୁ ଅଟକ ରଖି ଅଧିକ ପଚରାଉଚରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଭତ୍ତାରୁ ବଞ୍ଚିତ ହେଉଛନ୍ତି ୭୫% ଭିନ୍ନକ୍ଷମ ଛାତ୍ରୀ, ଗୁହାରି କରିବା ପରେ ବି…

ମୋହନା,୩୧।୭(ମନ୍ମଥ ମିଶ୍ର): ସରକାରୀ ସହାୟତା ଅପେକ୍ଷାରେ ଭିନ୍ନକ୍ଷମ ଛାତ୍ରୀ । ୭୫% ଭିନ୍ନକ୍ଷମ ହୋଇ ମଧ୍ୟ ଭିନ୍ନକ୍ଷମ ଭତ୍ତାରୁ ଦୀର୍ଘ ବର୍ଷ ହେବ ବଞ୍ଚିତ ଅଛନ୍ତି ।…

ରାହାଣେଙ୍କ ଅବସର ପରେ କୋହଲିଙ୍କ ଭାବବିହ୍ବଳ ବାର୍ତ୍ତା, ପଢ଼ନ୍ତୁ କ’ଣ କହିଲେ…

ନୂଆଦିଲ୍ଲୀ, ୩୧।୭: କ୍ରିକେଟର ଅନୁଭବୀ ବ୍ୟାଟ୍ସମ୍ୟାନ ଅଜିଙ୍କ୍ୟ ରାହାଣେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ତାଙ୍କୁ କ୍ରମାଗତ ଭାବେ ଦିଗ୍ଗଜ ଖେଳାଳିମାନଙ୍କର ଶୁଭେଚ୍ଛା ମିଳୁଛି। ଏହି…

ନିଶା କାରବାରୀଙ୍କୁ ଝଟକା: ୨୭ କେଜି ଗଞ୍ଜେଇ ସହ ଜଣଙ୍କୁ ବାନ୍ଧିଲା ପୋଲିସ

ଭଞ୍ଜନଗର, ୩୧୭(ବାବୁଲା ପ୍ରଧାନ):ନିଶା କାରବାର ବିରୋଧରେ ଗଞ୍ଜାମ ପୋଲିସର କଡ଼ା ଅଭିଯାନ ଜାରି ରହିଥିବାବେଳେ ଭଞ୍ଜନଗର ପୋଲିସକୁ ମିଳିଛି ବଡ଼ ସଫଳତା। ଏକ ବେଆଇନ ଗଞ୍ଜେଇ ଚାଲାଣ…

ଅଭିଜିତ ଦୀପକେଙ୍କୁ ଭାଜପାରୁ ମିଳୁଛି ଧମକ, ଦଳରେ ଯୋଗ ନଦେଲେ….

ନୂଆଦିଲ୍ଲୀ,୩୧।୭: ସିଜେପି ନେତା ଅଭିଜିତ୍‌ ଦୀପକେ ଭାଜପା ବିରୋଧରେ ଗୁରୁତର ଅଭିଯୋଗ ଆଣିଛନ୍ତି। ଗଣମାଧ୍ୟମ ପ୍ରତିନିଧିଙ୍କ ପ୍ରଶ୍ନର ଉତ୍ତର ଦେଇ ସେ କହିଛନ୍ତି, ଭାଜପାରେ ଯୋଗଦେବା ପାଇଁ…

ପୁଣି ବିଳମ୍ବିତ ରାତିରେ Video ଜାରି କଲେ ମୋଦି, ପେପର୍‌ ଲିକ୍‌ ମାଫିଆ…

ନୂଆଦିଲ୍ଲୀ,୩୧।୭: ସଂସଦରେ ‘ପେପର ଲିକ୍‌ ନିରୋଧୀ ବିଲ୍‌’ ବା ସାଧାରଣ ପରୀକ୍ଷା(ଅସାଧୁ ଉପାୟ ପ୍ରତିରୋଧ)ସଂଶୋଧନ ବିଲ୍‌ ୨୦୨୬ ପାରିତ ହେବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏହାକୁ…

ଟ୍ରମ୍ପଙ୍କ ନୂଆ ପ୍ଲାନ୍! ଆମେରିକାରେ ପଢ଼ି ଚାକିରି କଲେ ଦେବାକୁ ହେବ ଏତେ କୋଟି ଟଙ୍କା

ଓ୍ବାଶିଂଟନ,୩୧ା୭: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସରକାର ଏକ ନୂଆ ପ୍ରସ୍ତାବ ଉପରେ ବିଚାର କରୁଛନ୍ତି। ଏହି ପ୍ରସ୍ତାବ କାର୍ଯ୍ୟକାରୀ ହେଲେ, ଆମେରିକାର ବିଶ୍ୱବିଦ୍ୟାଳୟରୁ ପାଠପଢ଼ା ଶେଷ…

ଫେରୁଥିଲେ ବ୍ୟବସାୟୀ, ବାଟରେ ଛକିଥିଲା ଯମ: ଘଟିଗଲା ଏମିତି କିଛି…

ଭଞ୍ଜନଗର,୩୧।୭(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ବେଲଗୁଣ୍ଠ ଥାନା ଅନ୍ତର୍ଗତ ନୂଆଗାଁ ବ୍ରିଜ ନିକଟରେ ଡିମିରି ପଲ୍ଲୀ ଛକରେ ଥିବା ବ୍ରିଜ ତଳକୁ ଶୁକ୍ରବାର ସକାଳୁ ଏକ କାର ଓଲଟି…

ପ୍ରକୃତି ରଚିଲା ପ୍ରଳୟ: ଝଡ଼ ଚାଲିଗଲା, ଦୁଃଖ ରହିଗଲା

ବରଗଡ଼,୩୧।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଲୋକେ କେବଳ ବର୍ଷା ବିପତ୍ାତ୍‌ର ସମ୍ମୁଖୀନ ହୋଇଥିଲେ, ତାହା ନୁହେଁ। ମଙ୍ଗଳବାର ସନ୍ଧ୍ୟାରେ ହୋଇଥିବା ଝଡ଼ ତୋଫାନ ଯୋଗୁ ଜିଲାର ବରଗଡ଼ ବ୍ଲକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri