Posted inରାଜ୍ୟ

କୋଟିଆ ସୀମା ବିବାଦ: ପୁଣି ସୁପ୍ରିମକୋର୍ଟ ଗଲା ଓଡ଼ିଶା

ନୂଆଦିଲ୍ଲୀ,୧୩।୧ : କୋରାପୁଟ ଜିଲାର କୋଟିଆ ଅଞ୍ଚଳ ସୀମା ବିବାଦକୁ ନେଇ ଓଡ଼ିଶା ସରକାର ବୁଧବାର ପୁଣିଥରେ ଆନ୍ଧ୍ର ସରକାରଙ୍କ ବିରୋଧରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଆନ୍ଧ୍ର ସହ ଦୀର୍ଘବର୍ଷ ଧରି ଲାଗିରହିଥିବା ଆନ୍ତଃରାଜ୍ୟ ସୀମା ବିବାଦର ସମାଧାନ ନିମନ୍ତେ କୋଟିଆ ପ୍ରସଙ୍ଗରେ ସ୍ପଷ୍ଟ ରାୟ ଦେବା ଲାଗି ଓଡ଼ିଶା ସରକାର ସାନି ଆବେଦନ କରିଛନ୍ତି। କୋଟିଆରେ ରହିଥିବା ସମସ୍ତ ଗ୍ରାମ ଓଡ଼ିଶା ସୀମା ଭିତରେ  ବୋଲି ଅଦାଲତ ଘୋଷଣା କରନ୍ତୁ। ରାଜ୍ୟ ସରକାରଙ୍କ ଅଧିକାରୀମାନେ ଯେପରି ଉକ୍ତ ଅଞ୍ଚଳରେ ବିନା ବାଧାରେ ସ୍ବାଧୀନ ଭାବେ କାର୍ଯ୍ୟ କରିପାରିବେ, ସେଥିପାଇଁ ଅଦାଲତ ନିର୍ଦ୍ଦେଶନାମା ଜାରି କରିବା ପାଇଁ ଓଡ଼ିଶା ଅନୁରୋଧ କରିଛି। ସୀମାନ୍ତ ଅଞ୍ଚଳରେ ଆନ୍ଧ୍ରର ଅଧିକାରୀମାନଙ୍କୁ ପ୍ରବେଶ ଅନୁମତି ନ ଦେବା ଲାଗି ଓଡ଼ିଶା ସରକାର ସର୍ବୋଚ୍ଚ ଅଦାଲତଙ୍କୁ ନିବେଦନ କରିଛନ୍ତି। ଓଡ଼ିଶାର ଏହି ପଦକ୍ଷେପକୁ କୋଟିଆ ସଂଗଠନ ଏବଂ କୋରାପୁଟ ବିକାଶ ପରିଷଦ ସମର୍ଥନ ଜଣାଇଛି। ସୂଚନାଯୋଗ୍ୟ, ଉଭୟ ରାଜ୍ୟ ସରକାର ଦ୍ୱିପାକ୍ଷିକ ଆଲୋଚନା ମାଧ୍ୟମରେ କୋଟିଆ ସୀମା ବିବାଦର ସମାଧାନ ସୂତ୍ର ବାହାର କରିବା ଲାଗି ଗତବର୍ଷ ଅଗଷ୍ଟରେ ସୁପ୍ରିମକୋର୍ଟ ପରାମର୍ଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟର ଏସବୁ ଜିଲାରେ ବିଜୁଳି ଘଡ଼ଘଡ଼ି ସହ ପ୍ରବଳ ବର୍ଷା! ଜାରି ହେଲା ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର,୨୪ା୬(ସୌମ୍ୟରଞ୍ଜନ ରାଉତ)- ରାଜ୍ୟର ସବୁ ଜିଲାକୁ ଛୁଇଁବା ପରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଅଧିକ ସକ୍ରିୟ ହୋଇଛି। ଖରା, ଗରମ ସହ କଁା ଭଁା କିଛି କିଛି…

ସୀମା ଟପିଲାଣି ସରକାରୀ ବହିରେ ତ୍ରୁଟି: ଇଂଲିଶ ବହିରେ ଓଡ଼ିଆ ରଜ ଗୀତ

ଭୁବନେଶ୍ୱର,୨୪ା୬(ସୁଚିସ୍ମିତା ସାହୁ): ଜାତୀୟ ଶିକ୍ଷାନୀତି -୨୦୨୦ ଆଧାରରେ ରାଜ୍ୟ ସରକାରଙ୍କ ଦ୍ୱାରା ପ୍ରସ୍ତୁତ ପ୍ରଥମରୁ ଅଷ୍ଟମ ଶ୍ରେଣୀର ନୂଆ ବହିରେ ତ୍ରୁଟି ସୀମା ଟପିଲାଣି। ପୂର୍ବରୁ ବ୍ୟାକରଣ,…

କାଦୁଅ ବିଲରୁ ଉଦ୍ଧାର ହୋଇଥିଲା ମୁହଁ ମାଡ଼ି ପଡ଼ିଥିବା ମହିଳାଙ୍କ ମୃତଦେହ, ସୁପରିକଳ୍ପିତ ହତ୍ୟାକାଣ୍ଡ ବୋଲି ସ୍ପଷ୍ଟ କଲେ ଅତିରିକ୍ତ SP

ହାଟଡିହୀ,୨୪।୬(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ସୋସୋ ଥାନା ବାଲିଆ ଅଞ୍ଚଳର ଏକ ବିଲରୁ ଜଣେ ଅଚିହ୍ନା ମହିଳାଙ୍କ ମୃତଦେହ ଉଦ୍ଧାର ହେବା ଘଟଣାରେ ଏକ ବଡ଼ ଖୁଲାସା…

ବଜ୍ରାଘାତ ପରେ ଘରେ ଫୁଟିଲା ବାଣ; ବିସ୍ଫୋରଣରେ ପୁଅର ମୃତ୍ୟୁ, ବାପା-ମା’ଙ୍କ ସହ ୩ ଗୁରୁତର

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ସିଙ୍ଗପୁର ଗ୍ରାମରେ ବୁଧବାର ସନ୍ଧ୍ୟାରେ ଏକ ଭୟାବହ ବାଣ ବିସ୍ଫୋରଣ ଘଟିଛି। ଗ୍ରାମର ପାଣିଟାଙ୍କି ରୋଡ଼୍‌ରେ ଥିବା…

ଦିଗପହଣ୍ଡିରେ ବିକଶିତ ଓଡ଼ିଶା ପାଇଁ ଜନଭାଗିଦାରୀ ସଚେତନତା କାର୍ଯ୍ୟକ୍ରମ, ବିକଶିତ ଓଡ଼ିଶାର ପଟ୍ଟଚିତ୍ର…

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ପ୍ରଶାସନ ପକ୍ଷରୁ ବୁଧବାର ସ୍ଥାନୀୟ ପୁଞ୍ଜିକଂୟା ଛକ ନିକଟ କବିସୂର୍ଯ୍ୟ ବଳଦେବ ରଥ କଲ୍ୟାଣ ମଣ୍ଡପ ପରିସରରେ…

ଜଙ୍ଗଲରେ ଚାଷ କରି ଚାଲାଣ କରୁଥିଲେ ଗଞ୍ଜେଇ, ଚଢ଼ାଉ କରି ୩ଶହ…

ମୋହନା,୨୪।୬(ମନ୍ମଥ ମିଶ୍ର): ଗଜପତି ଜିଲା ରା. ଉଦୟଗିରି ଏସଡିପିଓ ରାକେଶ କୁମାର ସାହୁଙ୍କ ନେତୃତ୍ୱରେ ଅଡବା ଥାନା ଅନ୍ତର୍ଗତ ଗୋବେଲ ଗାଁ ନିକଟସ୍ଥ ଜଙ୍ଗଲରେ ଅତର୍କିତ ଚଢ଼ାଉ…

ବିବାହର ପ୍ରତିଶୃତି ଦେଇ ଯୁବତୀଙ୍କୁ ଗର୍ଭବତୀ ପରେ ପ୍ରତାରଣା, ବଳାତ୍କାର ମାମଲାରେ ଜେଲ୍ ଗଲେ ଅଭିଯୁକ୍ତ

ଦିଗପହଣ୍ଡି,୨୪।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧିନସ୍ଥ ଏକ ଗାଁରେ ଜଣେ ଯୁବତୀଙ୍କୁ ବିବାହର ପ୍ରତିଶ୍ରୁତି ଦେଇ ଜଣେ ଯୁବକ ଏକାଧିକ ଥର ଶାରିରୀକ…

ବିଶ୍ବ ପ୍ରସିଦ୍ଧ ରଥଯାତ୍ରା; ସରକାରଙ୍କ ବଡ଼ ଘୋଷଣା, ପିପିଲି ଟୋଲ୍‌ ଗେଟ୍‌ରେ ଏହି ଗାଡ଼ିକୁ ଦେବାକୁ ପଡ଼ିବନି ଫି

ଭୁବନେଶ୍ବର,୨୪।୬: ଜୁଲାଇ ୧୬ରେ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଆଉ ମାତ୍ର ଦିନ କେଇଟା ବାକି ରହିଥିବା ବେଳେ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଜାରି ରହିଛି ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri