ଖୋର୍ଦ୍ଧାରେ ଘରୋଇ ନର୍ସିଂହୋମ ମାନୁ ନାହାନ୍ତି କୋଭିଡ ଗାଇଡଲାଇନ୍‌: ଚାଲିଛି ଚଢ଼ାଉ

ଖୋର୍ଦ୍ଧା ଅଫିସ,୧୪।୭ : ଖୋର୍ଦ୍ଧା ଜିଲାରେ ବଡ଼ିଚାଲିଛି କରୋନା ଆକ୍ରାନ୍ତ ସଂଖ୍ୟା। ଘରୋଇ ନର୍ସିଂହୋମଗୁଡ଼ିକ କୋଭିଡ ଗାଇଡ ଲାଇନକୁ ପାଳନ କରୁ ନ ଥିବା ଅଭିଯୋଗ ହୋଇ ଆସୁଥିଲା। ଏ ନେଇ ମଙ୍ଗଳବାର ଜିଲା ପ୍ରଶାସନ, ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଖୋର୍ଦ୍ଧା ସହରରେ ଏକାଧିକ ନର୍ସିଂହୋମରେ ଚଢ଼ାଉ କରିଛନ୍ତି । ନର୍ସିଂହୋମ କୋଭିଡ ଗାଇଡଲାଇନ ପାଳନ କରୁଛନ୍ତି କି ନାହିଁ ପ୍ରଶାସନ ପକ୍ଷରୁ କଡ଼ାକଡ଼ି ଯାଞ୍ଚ ଚାଲିଛି ।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀଙ୍କ ବଡ଼ ନିଷ୍ପତ୍ତି: ମାସକୁ ମିଳିବ ୧୦ ହଜାର ଟଙ୍କାର ପ୍ରୋତ୍ସାହନ ରାଶି, କିଏ ପାଇବେ ଜାଣନ୍ତୁ

ଭୁବନେଶ୍ୱର, ୫।୧୧(ସୁନିତ୍‌ ମିଶ୍ର): ରାଜ୍ୟର ବିଭିନ୍ନ ବେସରକାରୀ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟର ଦାୟିତ୍ୱରେ ଥିବା ଭାରପ୍ରାପ୍ତ ଅଧ୍ୟକ୍ଷମାନଙ୍କ ପାଇଁ ରାଜ୍ୟ ସରକାର ଖୁସି ଖବର ଦେଇଛନ୍ତି। ସେମାନେ ଏଣିକି…

କୋଟିଆରେ ଆନ୍ଧ୍ର ନିର୍ବାଚନ: ନିଜ ସୀମାରେ ବୁଥ୍‌ କଲା ଆନ୍ଧ୍ର

ପଟ୍ଟାଙ୍ଗି, ୫।୧୧(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମ ନେରେଡ଼ିବାଲସାରେ ବୁଧବାର ଓଡ଼ିଶାର ୩ପ୍ରମୁଖ ରାଜନୈତିକ ଦଳର କର୍ମୀ ଏକାଠି…

ଅଗ୍ନିବୀରଙ୍କ କାର୍ଯ୍ୟକାଳ ୨ ବର୍ଷ ବୃଦ୍ଧି

ନୂଆଦିଲ୍ଲୀ, ୫ା୧୧ (ପି.ଟି.): ସେନାର ଅଗ୍ନିପଥ ନିଯୁକ୍ତି ଯୋଜନାରେ କେନ୍ଦ୍ର ସରକାର ବୁଧବାର ଏକ ବଡ଼ଧରଣର ପରିବର୍ତ୍ତନ ଘୋଷଣା କରିଛନ୍ତି। ନୂତନ ନିଷ୍ପତ୍ତି ଅନୁଯାୟୀ, ୪ ବର୍ଷର…

ମିଡ୍‌ଟର୍ମ ପରାଜୟ ପରେ ଜେଡି ଭାନ୍ସଙ୍କ ବଡ଼ ବୟାନ, ଏହି କାରଣରୁ ହାରିଲୁ…

ୱାଶିଂଟନ୍‌,୪ା୧୧: ଇରାନ୍‌ ସହ ଯୁଦ୍ଧ ଆମେରିକାର ରିପବ୍ଲିକାନ୍‌ ପାର୍ଟିର ମଧ୍ୟବର୍ତ୍ତୀ ବା ମିଡ୍‌ଟର୍ମ ନିର୍ବାଚନ ପରାଜୟର ପ୍ରମୁଖ କାରଣ । ଆମେରିକାର ଉପରାଷ୍ଟ୍ରପତି ଜେଡି ଭାନ୍ସ ବୁଧବାର…

‘ଗଣତନ୍ତ୍ରର ସୁରକ୍ଷା ପାଇଁ ଏକଜୁଟ ହେବାକୁ ଆହ୍ୱାନ’

ପାଟଣା,୪।୧୧ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍ ତୁରୁମୁଙ୍ଗାସ୍ଥିତ କଲ୍ୟାଣ ମଣ୍ଡପରେ ବୁଧବାର ଭାଜପା ପକ୍ଷରୁ ‘ଗଣତନ୍ତ୍ର ବଞ୍ଚାଅ, ଅରାଜକତା ହଟାଅ’ ଅଭିଯାନ ଅବସରରେ…

ସୁପ୍ରିମକୋର୍ଟଙ୍କ ବଡ଼ ଟିପ୍ପଣୀ, ୨ରୁ ଅଧିକ ସନ୍ତାନ ଥିଲେ ନିର୍ବାଚନ…..

ନୂଆଦିଲ୍ଲୀ,୪ା୧୧(ପି.ଟି): ବିଗତ କିଛି ଦଶନ୍ଧି ମଧ୍ୟରେ ହୋଇଥିବା ଜନସଂଖ୍ୟା ଜନିତ ପରିବର୍ତ୍ତନ ଯୋଗୁ ଅତ୍ୟଧିକ ଜନସଂଖ୍ୟା ବୃଦ୍ଧିର ଭୟ ଦୂର ହୋଇଯାଇଛି । ତେଣୁ ୨ରୁ ଅଧିକ…

ବ୍ୟାଙ୍କରୁ ଟଙ୍କା ଉଠାଇ ଆସିବାବେଳେ ଲୁଟ୍‌: ବ୍ୟବସାୟୀଙ୍କଠାରୁ ଅଭିନବ ଉପାୟରେ ଟଙ୍କାଭର୍ତ୍ତି ବ୍ୟାଗ୍‌ ଝାମ୍ପିନେଲେ ଦୁର୍ବୃତ୍ତ

ଦିଗପହଣ୍ଡି,୪ା୧୧(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ-ଧାନଘର ଗାଁ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତାରେ ଜଣେ ବ୍ୟବସାୟୀ କୁଞ୍ଜନ ପାଢ଼ୀଙ୍କ ଠାରୁ ୬୦ ହଜାର ଟଙ୍କା ଥିବା…

କୋର୍ଟରେ ହାଜର ହେଉନଥିଲେ, ୨ ଅଭିଯୁକ୍ତଙ୍କୁ ଗିରଫ କଲା ପାଟପୁର ପୋଲିସ

ଦିଗପହଣ୍ଡି,୪।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଂସାମାରି ଗ୍ରାମର କୁନା ବେହେରା ଏବଂ ଯୁଧିଷ୍ଠିର ବେହେରାଙ୍କୁ ବୁଧବାର ପାଟପୁର ପୋଲିସ ଗିରଫ କରି ସାନଖେମୁଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?